Monday, May 11, 2026 11:40 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଅସିତ୍ ତ୍ରିପାଠୀ ମୁଖ୍ୟ ସଚିବ, ବାଲକ୍ରିଷ୍ଣନ୍ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ଉପଦେଷ୍ଟା

by Our Correspondent
15 Aug, 2019- 02:55 PM
in Latest News, News
1 min read
1
ଅସିତ୍ ତ୍ରିପାଠୀ ମୁଖ୍ୟ ସଚିବ, ବାଲକ୍ରିଷ୍ଣନ୍ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ଉପଦେଷ୍ଟା

ସୁୁରେଶ ମହାପାତ୍ର ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ, ଡ. କ୍ରିଷନ୍ କୁମାର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର: ଅସିତ୍ କୁମାର ତ୍ରିପାଠୀ ହେଲେ ରାଜ୍ୟର ମୁଖ୍ୟ ଶାସନ ସଚିବ । ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଜାଗାରେ ସେ ଏହି ନିଯୁକ୍ତି ପାଇଛନ୍ତି । ଗତକାଲି ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିବା ଶ୍ରୀ ପାଢ଼ୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ମିଳିସାରିଛି । ଉନ୍ନୟନ କମିଶନର, କେବିକେ ମୁଖ୍ୟ ପ୍ରଶାସକ ତଥା ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ଭାବେ କାର୍ଯ୍ୟ କରୁଥିବା ନୂଆ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ହେଉଛନ୍ତି ୧୯୮୬ ବ୍ୟାଚ୍ ଆଇଏଏସ୍ ଅଧିକାରୀ ।
ଅସିତ୍ ତ୍ରିପାଠୀଙ୍କ ଜାଗାରେ ସୁରେଶ ଚନ୍ଦ୍ର ମହାପାତ୍ର ହୋଇଛନ୍ତି ଉନ୍ନୟନ କମିଶନର । ଏଥିସହ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ସୁରେଶଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନରେ ଏଭଳି ପଦବୀ ନୂଆ । ଅନ୍ୟପକ୍ଷରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରୁ ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ହଟାଯାଇ ସେଠାରେ ଡ. କ୍ରିଷନ୍ କୁମାରଙ୍କୁ ନିଯୁକ୍ତି ଦିଆଯାଇଛି । ପୂର୍ତ୍ତ ସଚିବ ଦାୟିତ୍ୱ ସହ ଅତିରିକ୍ତ ଭାବେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଦାୟିତ୍ୱ ତୁଲାଇବେ କ୍ରିଷନ୍ କୁମାର । ପ୍ରଦୀପ୍ତ ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ନିଯୁକ୍ତି ମିଳିଛି । ସେହିଭଳି ପ୍ରଥମ ଥର ଲାଗି ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ମୁଖ୍ୟ ଉପଦେଷ୍ଟା ନିଯୁକ୍ତି ଦିଆଯାଇଛି । ଅବସରପ୍ରାପ୍ତ ଆଇଏଏସ୍ ଏବଂ ଦକ୍ଷ ପ୍ରଶାସକ ଆର.ବାଲକ୍ରିଷ୍ଣନ୍ ଏହି ପଦବୀରେ ନିଯୁକ୍ତି ପାଇଛନ୍ତି । ମୁଖ୍ୟ ପରାମର୍ଶଦାତା ସ୍ପେଶିଆଲ୍ ଇନିଟିଏଟିଭିସ୍ ଦାୟିତ୍ୱ ସହ ବାଲକ୍ରିଷ୍ଣନ୍ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇବେ ।
ଆଜି ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀଗୁଡ଼ିକରେ ନୂଆ ନିଯୁକ୍ତି ଉପରେ ମୋହର ଲଗାଇଛନ୍ତି । ଶ୍ରୀ ଆର.ବାଲକ୍ରିଷ୍ଣନ୍ ଏବଂ ଡ. କ୍ରିଷନ୍ କୁମାରଙ୍କ ନୂତନ ନିଯୁକ୍ତି ତୁରନ୍ତ କାର୍ଯ୍ୟକାରୀ ହୋଇଥିବା ବେଳେ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ତଥା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ କୃଷି ଉତ୍ପାଦନ କମିଶନର ଭାବେ ପ୍ରଦୀପ୍ତ କୁମାର ମହାପାତ୍ର ଆସନ୍ତା ୧୯ ତାରିଖରୁ ଦାୟିତ୍ୱ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।
Previous Post

ଭିଆରଏସ ନେଲେ ଆଦିତ୍ୟ ପାଢ଼ୀ, ରାଜ୍ୟ ନିର୍ବାଚନ କମିଶନର ନିଯୁକ୍ତ

Next Post

ଥଇଥାନ ହେଲେ ୩୬ ବିଜେଡ଼ି ନେତା

Next Post
ଥଇଥାନ ହେଲେ ୩୬ ବିଜେଡ଼ି ନେତା

ଥଇଥାନ ହେଲେ ୩୬ ବିଜେଡ଼ି ନେତା

Comments 1

  1. Keeley says:
    7 years ago

    Hi, very nice website, cheers!
    ——————————————————
    Need cheap and reliable hosting? Our shared plans start at $10 for an year and VPS plans for $6/Mo.
    ——————————————————
    Check here: https://www.good-webhosting.com/

    Reply

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA