Monday, May 25, 2026 07:37 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆସୁଛି ଝଡ଼ବତ୍ୟା, ୫ ଟି ଜିଲ୍ଲାରେ ରେଡ୍ ଆଲର୍ଟ

by Our Correspondent
20 Sep, 2018- 09:24 PM
in Latest News, News
1 min read
0
ଆସୁଛି ଝଡ଼ବତ୍ୟା, ୫ ଟି ଜିଲ୍ଲାରେ ରେଡ୍ ଆଲର୍ଟ
ଭୁବନେଶ୍ୱର: ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ ଡିପ୍ରେସନ୍ ରେ ପରିଣତ ହୋଇ ଝଡ଼ବାତ୍ୟାର ରୂପ ନେଉଛି । ବର୍ତ୍ତମାନ ଏହା ଗୋପାଳପୁରଠାରୁ ୨୫୦ କିମି ଦୂରରେ ଗତି କରୁଛି । ଆଜି ମଧ୍ୟରାତ୍ରରେ ଏହା ଗୋପାଳପୁର ନିକଟରେ ସ୍ଥଳଭାଗ ଛୁଇଁବ । ଏହାର ପ୍ରଭାବରେ ଗଂଜାମ, ଗଜପତି,ପୁରୀ, ନୟାଗଡ଼ ଓ ଖୋର୍ଦ୍ଧା ବିଶେଷ ପ୍ରଭାବିତ ହେବ । ଏହିସବୁ ଜିଲ୍ଲାରେ ଝଡ଼ବାତ୍ୟାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୬୦ ରୁ ୮୦ କିମି ବେଗରେ ପବନ ବୋହିବ ବୋଲି କୁହାଯାଇଛି ।
ସମ୍ଭାବ୍ୟ ପରିସ୍ଥିତି ଦୃଷ୍ଟିରୁ ୫ ଟି ଜିଲ୍ଲାରେ ରେଡ ଆଲର୍ଟ ଜାରି କରାଯାଇଛି । ରାଜ୍ୟର ସବୁ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ସତର୍କ ହୋଇଯାଇଛନ୍ତି । ଜିଲ୍ଲାପାଳମାନେ ସମ୍ପୂର୍ଣ୍ଣ ସତର୍କ ରହିବାକୁ କୁହାଯାଇଛି । ତଳିଆ ଅଞ୍ଚଳର ଲୋକଙ୍କୁ ଆବଶ୍ୟକସ୍ଥଳେ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଓଡ୍ରାଫ୍ ଓ ଏନଡିଆରଏଫ ଟିମ୍ ଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି ।
ସମ୍ଭାବ୍ୟ ବାତ୍ୟା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ସଚିବାଳୟରେ ସମୀକ୍ଷା କରିଛନ୍ତି । ଯେପରି ଗୋଟିଏ ବି ଜୀବନ ନଷ୍ଟ ନହୁଏ ସେ ଦିଗରେ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଲୋକଙ୍କ ପାଇଁ ଯଥେଷ୍ଟ ପରିମାଣରେ ରିଲିଫ୍ ସାମଗ୍ରୀର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ବାତ୍ୟା ପରେ ସଡ଼କ ନଷ୍ଟ ହେବା ସହିତ ବିଜୁଳି ସରବରାହ ବ୍ୟବସ୍ଥା କ୍ଷତିଗ୍ରସ୍ତ ହେବାର ଆଶଙ୍କା ଥିବାରୁ ଇଂଜିନିୟିରଂ ବିଭାଗଗୁଡ଼ିକ ଆଗୁଆ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି ହସ୍ପିଟାଲ୍ ଓ ଜଳଯୋଗାଣ ବ୍ୟବସ୍ଥା ପାଇଁ ବିକଳ୍ପ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ଗଂଜାମ, ଗଜପତି,ଖୋର୍ଦ୍ଧା,ନୟାଗଡ଼ ଓ ପୁରୀ ଜିଲ୍ଲାରେ ଆସନ୍ତକାଲିର ସରକାରୀ ଛୁଟିକୁ ମୁଖ୍ୟମନ୍ତ୍ରୀ ବାତିଲ କରିଦେଇଛନ୍ତି । ଅନ୍ୟ ଜିଲ୍ଲା ଗୁଡ଼ିକରେ ପରିସ୍ଥିତିକୁ ଦେଖି ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ସେ ପରାମର୍ଶ ଦେଇଛନ୍ତି ।
Previous Post

ଅଭିଜିତ୍ ଆୟାରଙ୍କୁ ଅନ୍ତରୀଣ ଜାମିନ୍

Next Post

ଅଣଓଡ଼ିଆ ବନ୍ଧୁ ଅସ୍ତ୍ର ନୁହେଁ ତ?

Next Post
ଅଣଓଡ଼ିଆ ବନ୍ଧୁ ଅସ୍ତ୍ର ନୁହେଁ ତ?

ଅଣଓଡ଼ିଆ ବନ୍ଧୁ ଅସ୍ତ୍ର ନୁହେଁ ତ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA