Sunday, May 31, 2026 12:41 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓଡ଼ିଶାରେ ମୋଦୀ: ଓଡ଼ିଶା ଓ ପୂର୍ବ ଭାରତର ବିକାଶକୁ ଗୁରୁତ୍ୱ

by Our Correspondent
24 Dec, 2018- 03:12 PM
in Latest News, News
1 min read
0
ଓଡ଼ିଶାରେ ମୋଦୀ: ଓଡ଼ିଶା ଓ ପୂର୍ବ ଭାରତର ବିକାଶକୁ ଗୁରୁତ୍ୱ
Spread the love
ଭୁବନେଶ୍ୱର: ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୧୪,୫୨୩ କୋଟିର ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଅରଗୁଳ ଆଇଆଇଟି କ୍ୟାମ୍ପସ୍ କୁ ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକର୍ପିତ କରିବା ସହ ସେଠାରୁ ଅନ୍ୟ ସବୁ ପ୍ରକଳ୍ପର ମଧ୍ୟ ଲୋକାର୍ପଣ କରିଥିଲେ । ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣରେ ଓଡ଼ିଶାର ବିକାଶ ପ୍ରତି କେନ୍ଦ୍ର ସରକାରଙ୍କ ସଂକଳ୍ପକୁ ଦୋହରାଇ ରାଜ୍ୟର ବିକାଶ ପାଇଁ କାମ କରିବାର ସଂକଳ୍ପ ନୂଆସ୍ତରକୁ ଯାଇଥିବା କହିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ, ଓଡ଼ିଶା ସମେତ ପୂର୍ବ ଭାରତର ବିକାଶକୁ ଗୁରୁତ୍ୱ ଦିଆଯାଉଛି । ସବ୍ କା ସାଥ୍ ସବ କା ବିକାଶ ମନ୍ତ୍ରରେ ତାଙ୍କ ସରକାର କାର୍ଯ୍ୟ କରୁଛନ୍ତି ।
ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ସହ କେନ୍ଦ୍ର ସରକାରଙ୍କ ଏହିସବୁ ପ୍ରକଳ୍ପ ସଠିକ୍ ସମୟରେ ଶେଷ କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାଶ ସହଯୋଗ ଯୋଗାଇଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦେବାକୁ ସେ ପୁଣି ଥରେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ବକ୍ସି ଜଗବନ୍ଧୁଙ୍କୁ ସ୍ମୃତିଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ବକ୍ସି ଜଗବନ୍ଧୁ ଓଡ଼ିଶା ମାଟିର ମହାନ ସନ୍ତାନ ଥିଲେ । ତାଙ୍କ ବୀରତ୍ୱ ଓ ବଳିଦାନର ତୁଳନା ନାହିଁ । ବରୁଣେଇରେ ବକ୍ସିଙ୍କ ସ୍ମାରକୀ ପାଇଁ ରାଜ୍ୟ ସରକାର ମାଗଣାରେ ଜମି ଓ ଅନ୍ୟାନ୍ୟ ସହଯୋଗ ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍, ଧର୍ମେନ୍ଦ୍ର ପ୍ରଧାନ ଓ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଉପସ୍ଥିତ ଥିଲେ ।
୩ ଘଣ୍ଟିଆ ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଆଜି ନିର୍ଦ୍ଧାରିତ ସମୟର ୧୦ ମିନିଟ୍ ପୂର୍ବରୁ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ । ସେଠାରେ ପ୍ରଧାନମନ୍ତ୍ରୀଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା । ରାଜ୍ୟପାଳ ଶ୍ରୀ ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ୍, ରାଜ୍ୟ ଅର୍ଥମନ୍ତ୍ରୀ ଶଶୀଭୂଷଣ ବେହେରା, ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନାଙ୍କ ସମେତ ସରକାରୀ ପଦାଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ବିମାନବନ୍ଦରରେ ମାତ୍ର ୫ ମିନିଟ୍ ରହି ପ୍ରଧାନମନ୍ତ୍ରୀ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସିଧା ଯାଇଥିଲେ ଜଟଣୀର ଅରଗୁଳ ।
Previous Post

ଓଡ଼ିଶା ସିନିୟର ମହିଳା ବକ୍ସିଂ ଉଦଯାପିତ, ୮ ଜଣ ମନୋନୀତ

Next Post

ମୋଦୀଙ୍କ ବ୍ଲାଙ୍କ୍ ଫାୟାରିଂ, ଗେରୁଆ ମହଲରେ ନିରାଶ

Next Post
ମୋଦୀଙ୍କ ବ୍ଲାଙ୍କ୍ ଫାୟାରିଂ, ଗେରୁଆ ମହଲରେ ନିରାଶ

ମୋଦୀଙ୍କ ବ୍ଲାଙ୍କ୍ ଫାୟାରିଂ, ଗେରୁଆ ମହଲରେ ନିରାଶ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA