Friday, March 13, 2026 03:32 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କିଟ୍‍ ଅନ୍ତର୍ଜାତୀୟ ଛାୟା ଜାତିସଂଘ (ମୁନ୍‌) ଉଦ୍‍ଯାପିତ

by Our Correspondent
09 Dec, 2025- 10:51 PM
in Latest News, News
1 min read
0
କିଟ୍‍ ଅନ୍ତର୍ଜାତୀୟ ଛାୟା ଜାତିସଂଘ (ମୁନ୍‌) ଉଦ୍‍ଯାପିତ

ଭୁବନେଶ୍ୱର: ତିନି ଧରି ଚାଲିଥିବା ବହୁ ପ୍ରତୀକ୍ଷିତ କିଟ ଅନ୍ତର୍ଜାତୀୟ ଛାୟା ଜାତିସଂଘ (ମୁନ୍‌)ର ୧୩ତମ ସଂସ୍କରଣ ଉଦ୍‍ଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ତିନି ଜଣ ଅନ୍ତର୍ଜାତୀୟ କାର୍ଯ୍ୟନିର୍ବାହୀ ବୋର୍ଡ ସଦସ୍ୟ, ୨୦ ରୁ ଅଧିକ କର୍ପୋରେଟ୍ ବ୍ୟକ୍ତିତ୍ୱଙ୍କ ଉପସ୍ଥିତି ଓ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଆଶ୍ କିଙ୍ଗଙ୍କ ଷ୍ଟାର ନାଇଟ୍ ପ୍ରମୁଖ ମୁଖ୍ୟ ଆକର୍ଷଣ ଥିଲା। ଏଥିରେ ଭାରତ ଓ ବିଦେଶରୁ ଯୁବ ପ୍ରତିନିଧି ଓ ୩୦ରୁ ଅଧିକ ଅନ୍ତର୍ଜାତୀୟ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।

ଉଦ୍‍ଘାଟନୀ ଉତ୍ସବରେ ଛାୟା ଜାତିସଂଘର ପ୍ରତିନିଧିମାନଙ୍କୁ ଉଦ୍‍ବୋଧନ ଦେଇ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ କହିଲେ ଛାତ୍ରଛାତ୍ରୀମାନେ କୂଟନୀତିକୁ ଠିକ୍‍ ଭାବେ ବୁଝିବା ଆବଶ୍ୟକ। କାରଣ ଛାତ୍ରଛାତ୍ରୀମାନେ ବିଶ୍ୱର ଭବିଷ୍ୟତ। ଏହା ସହ ସେ ପ୍ରତିନିଧିମାନଙ୍କୁ ବିତର୍କ ଓ ଆଲୋଚନାରେ ଅର୍ଥପୂର୍ଣ୍ଣ ଭାବରେ ସାମିଲ ହେବାକୁ ଉତ୍ସାହିତ କରିଥିଲେ। ଉପକୁଳପତି ପ୍ରଫେସର ରାଜୁ କେ. ଡି. ସମସାମୟିକ ବିଶ୍ୱରେ କୂଟନୀତିର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ। “ଡିଜିଟାଲ ଯୁଗରେ, କୂଟନୀତି କଳାର ଗୁରତ୍ୱ ଉପରେ ସେ ଆଲୋକପାତ କରିଥିଲେ । ସେ କହିଲେ, ମୁନ୍ ଭଳି କାର୍ଯ୍ୟକ୍ରମ ବିଶ୍ୱ ଜଟିଳତାକୁ ବୁଝିବାର ଏକ ସୁଯୋଗ। ବ୍ରିଗେଡିୟର ଜୀବନ ରାଜପୁରୋହିତ ମଧ୍ୟ ଛାତ୍ରଛାତ୍ରୀଙ୍କୁ ପ୍ରେରଣାଦାୟୀ ଉଦ୍‍ବୋଧନ ଦେଇଥିଲେ।

କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ମୁନ୍ ପ୍ରତି ବର୍ଦ୍ଧିତ ଅନ୍ତର୍ଜାତୀୟ ଆଗ୍ରହ ଉପରେ ଆଲୋକପାତ କରିବା ସହ ବିଦେଶରୁ ୩୩ଜଣ ସଦସ୍ୟ ଏହି ବିଶ୍ୱ ଯୁବ ମଞ୍ଚରେ ଅଂଶଗ୍ରହଣ କରିଥିବାରୁ ଖୁସି ବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମ ସମୟରେ, ପ୍ରତିନିଧିମାନେ ସମସାମୟିକ ଓ ଐତିହାସିକ ଭୂ-ରାଜନୈତିକ ସଙ୍କଟକୁ ଅନୁକରଣ କରି ଏକାଧିକ ଜାତିସଂଘ କମିଟିରେ ତୀବ୍ର ବିତର୍କ, ଆଲୋଚନା ଓ ନୀତି ପ୍ରସ୍ତୁତରେ ନିୟୋଜିତ ହୋଇଥିଲେ।

କମିଟି ଅଧିବେଶନ ବ୍ୟତୀତ, ସମ୍ମିଳନୀରେ କମର୍ଶାଳା, ଶୈକ୍ଷିକ ମାଷ୍ଟରକ୍ଲାସ୍‌, ସାଂସ୍କୃତିକ ପ୍ରଦର୍ଶନ ଏବଂ ସ୍ପନ୍ଦନଶୀଳ କ୍ୟାମ୍ପସ୍ ସଂଯୋଗ କାର୍ଯ୍ୟକଳାପ ପ୍ରଦର୍ଶିତ ହୋଇଥିଲା।

Previous Post

୧୮ ଦିନ ଆଗରୁ ସରିଲା ବିଧାନସଭା

Next Post

ଦାଣ୍ଡରେ ଗଡ଼ିଲା କଂଗ୍ରେସ କଳି

Next Post
ଦାଣ୍ଡରେ ଗଡ଼ିଲା କଂଗ୍ରେସ କଳି

ଦାଣ୍ଡରେ ଗଡ଼ିଲା କଂଗ୍ରେସ କଳି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA