Tuesday, May 26, 2026 12:12 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କ୍ୟୁବାରେ ମୃତ ଓଡ଼ିଆ ଶ୍ରମିକଙ୍କୁ ଘରକୁ ଆଣିବାରେ ସହାୟତା କଲା ‘ମୋ ପରିବାର’

by Our Correspondent
11 Feb, 2020- 08:56 PM
in Latest News, News
1 min read
0
କ୍ୟୁବାରେ ମୃତ ଓଡ଼ିଆ ଶ୍ରମିକଙ୍କୁ ଘରକୁ ଆଣିବାରେ ସହାୟତା କଲା ‘ମୋ ପରିବାର’
ଭୁବନେଶ୍ୱର: କ୍ୟୁବାର ସାଣ୍ଟାମେରିଆଠାରେ ଏକ କନଷ୍ଟ୍ରକସନ୍ କମ୍ପାନୀରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଖଲିିକୋଟର କହ୍ନେଇପୁର ଗ୍ରାମର ରମେଶ ଚନ୍ଦ୍ର ମହାରଣା ଗତ ୩୦ ତାରିଖରେ ଏକ କ୍ରେନ୍ ଦୁର୍ଘଟଣାରେ ୩ ମହଲା ତଳକୁ ଖସି ପ୍ରାଣ ହରାଇଥିଲେ । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ନଜରକୁ ଆସିଲା ପରେ ତୁରନ୍ତ ରମେଶଙ୍କ ମରଶରୀରକୁ ଜନ୍ମମାଟି ଆଣିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ‘ଓଡ଼ିଶା-ମୋ ପରିବାର’ ପକ୍ଷରୁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସହଯୋଗରେ ରମେଶଙ୍କ ଶବକୁ ଆଜି ଘରକୁ ଅଣାଯାଇଛି ।
‘ଓଡ଼ିଶା-ମୋ ପରିବାର’ ଆବାହକ ଅରୂପ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଆଜି ସଂଧ୍ୟାରେ ରମେଶଙ୍କ ମରଶରୀରକୁ ବିମାନଯୋଗେ ଭୁବନେଶ୍ୱର ଅଣାଯାଇଥିଲା । ବିମାନବନ୍ଦରରେ ‘ଓଡ଼ିଶା-ମୋ ପରିବାର’ ର ସଦସ୍ୟା ଶ୍ରୀମତୀ ଭାରତୀ ସିଂ, ପୂର୍ବତନ କର୍ପୋରେଟର ସମୀର ପ୍ରଧାନ ପ୍ରମୁଖ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ତରଫରୁ ସମବେଦନା ଜଣାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ମୃତକଙ୍କ ପରିବାରକୁ ସହାୟତା ରାଶି ମଧ୍ୟ ପ୍ରଦାନ କରିଥିଲେ ।
ଖାଲି ସେତିକି ନୁହେଁ, ମୃତକଙ୍କ ପରିବାରବର୍ଗଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗଂଜାମ ଜିଲ୍ଲାପାଳ ଏବଂ ସ୍ଥାନୀୟ ବିଧାୟକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଭବିଷ୍ୟତରେ ଏଭଳି କୌଣସି ଓଡ଼ିଶା ଲୋକ ଅସୁବିଧାରେ ପଡ଼ିଲେ ସେମାନେ ‘ଓଡ଼ିଶା-ମୋ ପରିବାର’ ର ହେଲପ ଲାଇନ୍ ନମ୍ବର ୮୯୧୭୪୦୦୭୦୦/ ୮୯୧୭୪୦୦୭୦୧ରେ ଯୋଗାଯୋଗ କଲେ ତାଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବାର ବନେ୍ଦାବସ୍ତ କରାଯିବ ବୋଲି ‘ଓଡ଼ିଶା-ମୋ ପରିବାର’ ପକ୍ଷରୁ କୁହାଯାଇଛି ।
Continue Reading
Previous Post

ଭାଙ୍ଗିଗଲା ବିଜେପିର ମୁହଁ ଫୁଟାଣି

Next Post

ଫୋକସ୍ କୁ ଆସିଲା ସଂଖ୍ୟାଲଘୁ ଧର୍ମାନୁଷ୍ଠାନର ବିକାଶ

Next Post
ଫୋକସ୍ କୁ ଆସିଲା ସଂଖ୍ୟାଲଘୁ ଧର୍ମାନୁଷ୍ଠାନର ବିକାଶ

ଫୋକସ୍ କୁ ଆସିଲା ସଂଖ୍ୟାଲଘୁ ଧର୍ମାନୁଷ୍ଠାନର ବିକାଶ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA