Monday, May 18, 2026 06:50 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଜୁନ୍ ରୁ ଅଗଷ୍ଟ ମଧ୍ୟରେ +୩, ପିଜି ଫାଇନାଲ୍ ପରୀକ୍ଷା

by Our Correspondent
06 May, 2020- 08:21 PM
in Latest News, News
1 min read
0
ଜୁନ୍ ରୁ ଅଗଷ୍ଟ ମଧ୍ୟରେ +୩, ପିଜି ଫାଇନାଲ୍ ପରୀକ୍ଷା
ଭୁବନେଶ୍ୱର: କରୋନା ପାଇଁ ଅଟକି ରହିଥିବା ଯୁକ୍ତ ତିନି ଏବଂ ପିଜି ଫାଇନାଲ୍ ପରୀକ୍ଷା ଆସନ୍ତା ଜୁଲାଇ ଏବଂ ଅଗଷ୍ଟ ମାସରେ ଅନୁଷ୍ଠିତ ହେବ । ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା +୩ କଲେଜ ଏବଂ ସ୍ୱୟଂଶାସିତ କଲେଜର +୩ ର ଷଷ୍ଠ ସେମିଷ୍ଟର୍ (ଫାଇନାଲ୍) ପରୀକ୍ଷା ଜୁନ୍ ୨୦ରୁ ଆରମ୍ଭ ହୋଇ ଜୁଲାଇ ୨୪ ତାରିଖରେ ଶେଷ ହେବ । ଅଗଷ୍ଟ ୩୧ ତାରିଖ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ।
ସେହିପରି ବିଶ୍ୱବିଦ୍ୟାଳୟ ଏବଂ ସ୍ୱୟଂଶାସିତ କଲେଜର ପିଜି ଶ୍ରେଣୀର ଚତୁର୍ଥ ସେମିଷ୍ଟର୍ (ଫାଇନାଲ୍) ପରୀକ୍ଷା ଅଗଷ୍ଟ ୨୦ ତାରିଖ ସୁଦ୍ଧା ଶେଷ ହେବ ଏବଂ ସେପ୍ଟେମ୍ବର ୨୦ ତାରିଖ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ।
ସଂପୃକ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବିସ୍ତୃତ ପରୀକ୍ଷାସୂଚୀ ସ୍ଥିର କରି ଛାତ୍ରଛାତ୍ରୀମାନଙ୍କୁ ଆଗୁଆ ଜଣାଇବା ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଛନ୍ତି ।
ଏଥିସହ ଚଳିତବର୍ଷ ପିଜି ଶ୍ରେଣୀର ନାମଲେଖା ନିମନ୍ତେ ଏକକ ପ୍ରବେଶିକା ପରୀକ୍ଷା ଏବଂ ନାମଲେଖା କାର୍ଯ୍ୟ ସେପ୍ଟେମ୍ବରରୁ ଅକ୍ଟୋବର ମାସ ମଧ୍ୟରେ ଶେଷ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଛାତ୍ରଛାତ୍ରୀମାନଙ୍କୁ ସହଜରେ ଉନ୍ନତମାନର ଷ୍ଟଡି ମ୍ୟାଟେରିଆଲ୍ ଯୋଗାଇବା ପାଇଁ ମଧ୍ୟ ଆଲୋଚନା ହୋଇଛି । ଅନଲାଇନ୍ ଏବଂ ଇ-ଲର୍ଣ୍ଣିଂ ମାଧ୍ୟମରେ ଶିକ୍ଷାଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ କରାଯିବ । ପ୍ରତି ୧୫ ଦିନରେ ଥରେ କୁଳପତିମାନଙ୍କ ସହ ଭିଡ଼ିଓ କନଫରେନ୍ସିଂ ଜରିଆରେ ବୈଠକ କରି ସ୍ଥିତିର ତର୍ଜମା କରାଯିବ ।
ଆସନ୍ତାକାଲି ଅର୍ଥାତ ମେ ୭ ତାରିଖରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ସ୍ୱୟଂ ଶାସିତ କଲେଜରେ ପ୍ରଶାସନିକ କାର୍ଯ୍ୟ ଚାଲିବ । ଏକ ତୃତୀୟାଂଶ କର୍ମଚାରୀଙ୍କୁ ନେଇ ଅଫିସ୍ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଛି ।
ଏହି ବୈଠକରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଶ୍ୱତ ମିଶ୍ର, ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସଙ୍କ ସମେତ ଉକ୍ରଳ ବିଶ୍ୱବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତି ଲୋକସେବା ଭବନରେ ଉପସ୍ଥିତ ଥିଲେ । ଅନ୍ୟ ବିଶ୍ୱବିଦ୍ୟାଳୟମାନଙ୍କର କୁଳପତିମାନେ ଭିଡ଼ିଓ କନଫରେନ୍ସିଂରେ ଯୋଡି ହୋଇଥିଲେ ।
Previous Post

ସୁରତରୁ ଜଗତସିଂହପୁର ଆସିଲା କରୋନା

Next Post

ଥରକରେ ୨୦ ପଜିଟିଭ୍; ଗଞ୍ଜାମରୁ ୧୭, ମୟୁରଭଞ୍ଜରୁ ୩

Next Post
ଥରକରେ ୨୦ ପଜିଟିଭ୍; ଗଞ୍ଜାମରୁ ୧୭, ମୟୁରଭଞ୍ଜରୁ ୩

ଥରକରେ ୨୦ ପଜିଟିଭ୍; ଗଞ୍ଜାମରୁ ୧୭, ମୟୁରଭଞ୍ଜରୁ ୩

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA