Saturday, May 23, 2026 09:04 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନବୀନଙ୍କ ପଞ୍ଚମ ଇନିଂସ୍ ଆରମ୍ଭ

by Our Correspondent
29 May, 2019- 01:30 PM
in Latest News, News, Story Of The Week
1 min read
0
ନବୀନଙ୍କ ପଞ୍ଚମ ଇନିଂସ୍ ଆରମ୍ଭ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଆଜି ତାଙ୍କର ପଞ୍ଚମ ଇନିଂସ୍ ଆରମ୍ଭ କରିଛନ୍ତି । ପ୍ରଥମ ଥର ପାଇଁ ରାଜଭବନ ବାହାରେ ସ୍ଥାନୀୟ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଭବ୍ୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନବୀନ ପଟ୍ଟନାୟକ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଭାଇ ପ୍ରେମ ପଟ୍ଟନାୟକ ଓ ଭଉଣୀ ଗୀତା ମେହେଟ୍ଟାଙ୍କ ଗହଣରେ ନବୀନ ଲଗାତର ପଞ୍ଚମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ ।
ନବୀନଙ୍କ ପରେ ତାଙ୍କ ମନ୍ତ୍ରୀମଣ୍ଡଳର ୨୦ ଜଣ ସଦସ୍ୟଙ୍କୁ ରାଜ୍ୟପାଳ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ପ୍ରଥମେ ପ୍ରଫୁଲ୍ଲ ମଲ୍ଲିକ ଶପଥ ନେଇଥିବା ବେଳେ ପରେ ପରେ ବିକ୍ରମ ଆରୁଖ, ନିରଞ୍ଜନ ପୂଜାରୀ, ଶ୍ରୀମତୀ ଟୁକୁନି ସାହୁ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ କୁମାର ସାହୁ, ସୁଦାମ ମାରାଣ୍ଡି, ପ୍ରତାପ ଜେନା, ପଦ୍ମନାଭ ବେହେରା, ସୁଶାନ୍ତ ସିଂ ଏବଂ ନବକିଶୋର ଦାସ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଥିଲେ । ସେହିଭଳି ରାଷ୍ଟ୍ରମନ୍ତ୍ରୀ ଭାବେ ଶ୍ରୀମତୀ ପଦ୍ମିନୀ ଦିଆନ, ଅଶୋକ ଚନ୍ଦ୍ର ପଣ୍ଡା, ସମୀର ରଞ୍ଜନ ଦାଶ, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଦିବ୍ୟଶଙ୍କର ମିଶ୍ର, ପ୍ରେମାନନ୍ଦ ନାୟକ, ରଘୁନନ୍ଦନ ଦାସ, ତୁଷାରକାନ୍ତି ବେହେରା ଏବଂ ଜଗନ୍ନାଥ ସାରକା ରାଜ୍ୟପାଳଙ୍କଠାରୁ ପଦ ଓ ଗୋପନୀୟତାର ଶପଥ ନେଇଥିଲେ । କ୍ୟାବିନେଟ୍ ମନ୍ତ୍ରୀ ସୁଦାମ ମାରାଣ୍ଡି ସାନ୍ତାଳ ଭାଷାରେ ଶପଥ ନେଇଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ଆମନ୍ତ୍ରଣ ରକ୍ଷା କରି ଶପଥପାଠ ଉତ୍ସବରେ ଦେଶର ଅନେକ ପ୍ରତିଷ୍ଠିତ ଶିଳ୍ପପତି ଯୋଗଦେଇଥିଲେ । ସେମାନଙ୍କ ମଧ୍ୟରେ ଥିଲେ କୁମାର ମଙ୍ଗଳମ୍ ବିର୍ଲା, ନବୀନ ଜିନ୍ଦଲ, ପୁନିତ୍ ଡାଲମିଆ, ସଙ୍ଗୀତା ରେଡ୍ଡୀ, ସିପି ଗୁରନାନୀ ପ୍ରମୁଖ । ବହୁ ସାଂସଦ, ବିଧାୟକ, ବରିଷ୍ଠ ରାଜନେତାମାନଙ୍କ ସମେତ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ ।
ଦି । ରାଜ୍ୟର ବିକାଶ ପାଇଁ କେନ୍ଦ୍ରର ଭରପୂର ସହଯୋଗ ପାଇଁ ସେ ପ୍ରତିଶ୍ରୁତି ଦେଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ନବୀନଙ୍କ ସହ ଟେଲିଫୋନ୍ ରେ କଥା ହୋଇ ଶୁଭେଚ୍ଛା ଜଣାଇଛନ୍ତି ।
ଶପଥ ଗ୍ରହଣ ଉତ୍ସବରେ ପରେ ମୁଖ୍ୟମନ୍ତ୍ରୀ ଦିନ ୧୧.୫୦ ମିନିଟ୍ ରେ ସଚିବାଳୟ ଆସିଥିଲେ । ସଚିବାଳୟ ଅଫିସର ଓ କର୍ମଚାରୀମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଓ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଆସିଥିବା ଦେଶର ପ୍ରତିଷ୍ଠିତ ଶିଳ୍ପପତିମାନେ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ଚାମ୍ବରରେ ଭେଟି ୱାନ୍ ଟୁ ୱାନ୍ ଆଲୋଚନା କରିଥିଲେ । ରାଜ୍ୟର ବିକାଶ ପାଇଁ ସେମାନେ ସହଯୋଗର ହାତ ବଢ଼ାଇଛନ୍ତି ।
Previous Post

ନବୀନଙ୍କ ନୂଆ ଟିମ୍ ରେ ୧୦ ନୂଆ ମୁହଁ

Next Post

ମନ୍ତ୍ରୀମାନଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ

Next Post
ମନ୍ତ୍ରୀମାନଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ

ମନ୍ତ୍ରୀମାନଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA