Sunday, May 31, 2026 09:26 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଫ୍ରଣ୍ଟଲାଇନ୍ ଯୋଦ୍ଧାଙ୍କୁ କରୋନା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା, ପ୍ରଶଂସା, ଟାସ୍କ

by Our Correspondent
10 Jun, 2020- 11:05 PM
in Latest News, News
1 min read
0
ଫ୍ରଣ୍ଟଲାଇନ୍ ଯୋଦ୍ଧାଙ୍କୁ କରୋନା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା, ପ୍ରଶଂସା, ଟାସ୍କ
Spread the love
ଭୁୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀଙ୍କ ଭଳି ଫ୍ରଣ୍ଟଲାଇନ୍ ଯୋଦ୍ଧାଙ୍କୁ ନେଇ ଚିନ୍ତାରେ ପଡ଼ିଛନ୍ତି ରାଜ୍ୟ ସରକାର । ଏ ପର୍ଯ୍ୟନ୍ତ ୧୦୬ ଜଣ ଫ୍ରଣ୍ଟଲାଇନ୍ ଯୋଦ୍ଧା କରୋନାରେ ଆକ୍ରାନ୍ତ ହେଲେଣି । ସେମାନଙ୍କ ମଧ୍ୟରୁ କେବଳ ଡାକ୍ତର, ନର୍ସ ଏବଂ ଅନ୍ୟ ସ୍ୱାସ୍ଥ୍ୟକର୍ମୀଙ୍କ ସଂଖ୍ୟା ୫୮ । ଟିଏମସିରେ ନିୟୋଜିତ ୪୮ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଏନଡିଆରଏଫ୍, ଓଡ୍ରାଫ୍ ଏବଂ ଅଗ୍ନିଶମ ବିଭାଗର ୧୦୪ ଯବାନ ଆକ୍ରାନ୍ତ ହେଲେଣି ।
ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଡାକ୍ତର, ସ୍ୱାସ୍ଥ୍ୟକର୍ମୀଙ୍କର ଏକ କର୍ମଶାଳାକୁ ଭିଡ଼ିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରି ସେମାନଙ୍କ ସହ ଆଲୋଚନା କରିଥିଲେ । କୋଭିଡ୍-୧୯ ପରିଚାଳନାରେ ଥିବା ଏହି ଫ୍ରଣ୍ଟଲାଇନ୍ ଯୋଦ୍ଧାଙ୍କ ସୁରକ୍ଷା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା । ସଂପୃକ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଯଥେଷ୍ଟ ସୁରକ୍ଷା ଉପକରଣ ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିବା ସହ କରୋନା ସୁରକ୍ଷା ଗାଇଡଲାଇନ୍ ନେଇ ପୁଣିଥରେ ସଚେତନ କରାଇଥିଲେ ।
ମୌସୁମୀ ବର୍ଷା ଆଗମନ ପରିପ୍ରେକ୍ଷୀରେ ସାରା ରାଜ୍ୟରେ କୋଭିଡ ପର୍ଯ୍ୟବେକ୍ଷଣ ପାଇଁ ସମନ୍ୱିତ ଅଭିଯାନ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ନିର୍ଦ୍ଦେଶ ଦେଇଥିଲେ । ସ୍ୱାସ୍ଥ୍ୟ ବିଭାଗ ଘରକୁ ଘର ବୁଲି ସକ୍ରିୟ କୋଭିଡ୍ ସ୍ଥିତି ପର୍ଯ୍ୟବେକ୍ଷଣ କରିବେ । ଯକ୍ଷ୍ମା, ମ୍ୟାଲେରିଆ, ଡାଇରିଆ ସମ୍ପର୍କରେ ମଧ୍ୟ ପର୍ଯ୍ୟବେକ୍ଷଣ କରିବାକୁ ମୁଖ୍ୟମନ୍ତ୍ରୀ ସିଡ଼ିଏମଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
କୋଭିଡ୍ ନିୟନ୍ତ୍ରଣ କ୍ଷେତ୍ରରେ ଆଗାମୀ କିଛି ସପ୍ତାହ ଆମପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ କରୋନା ମୁକାବିଲାରେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀଙ୍କ ନିରନ୍ତର କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ ।
Previous Post

ଆଗେଇଲା ରଥଯାତ୍ରା ପ୍ରସ୍ତୁତି

Next Post

ଘରେ କ୍ଲାସ୍ କରିବେ ‘କିସ୍’ ଛାତ୍ରଛାତ୍ରୀ

Next Post
ଘରେ କ୍ଲାସ୍ କରିବେ ‘କିସ୍’ ଛାତ୍ରଛାତ୍ରୀ

ଘରେ କ୍ଲାସ୍ କରିବେ ‘କିସ୍’ ଛାତ୍ରଛାତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA