Wednesday, April 29, 2026 11:58 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଧାନସଭା ଓ ସଂସଦରେ ମହିଳାଙ୍କୁ ୩୩% ଆସନ: ମୋଦୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ

by Our Correspondent
04 Dec, 2018- 08:19 PM
in Latest News, News
1 min read
0
ବିଧାନସଭା ଓ ସଂସଦରେ ମହିଳାଙ୍କୁ ୩୩% ଆସନ: ମୋଦୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ
ଭୁବନେଶ୍ୱର: ବିଧାନସଭା ଓ ସଂସଦରେ ମହିଳାଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ କରିବାକୁ ଗତ ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସଂକଳ୍ପ ଆଗତ କରିଥିଲେ । ସର୍ବସମ୍ମତିକ୍ରମେ ବିଧାନସଭାରେ ଏହା ପାରିତ ହୋଇଥିଲା । ଏହାକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ଦେଇଥିବା ଚିଠିରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ମହିଳାମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବ । ମହିଳାଙ୍କ ସଶକ୍ତ ବିନା କୌଣସି ଘର, ସମାଜ, ରାଜ୍ୟ ଏବଂ ଦେଶ ଆଗେଇପାରିବ ନାହିଁ । ସମ୍ବିଧାନରେ ଲିଙ୍ଗଗତ ସମାନତା ନୀତି ହୋଇ ରହିଛି । ଆମ ଜନସଂଖ୍ୟାର ଅର୍ଧେକ ଆମର ମାଆ, ଭଉଣୀ ଏବଂ ଝିଅଙ୍କୁ ରାଜ୍ୟ ଓ ଦେଶର ସର୍ବୋଚ୍ଚ ନୀତି ନିର୍ଦ୍ଧାରକ ବ୍ୟବସ୍ଥାରେ ଭାଗିଦାର କଲେ ଯାଇ ଦେଶ ଦ୍ରୁତ ଗତିରେ ଆଗେଇପାରିବ । ସୁତରାଂ ମହିଳାଙ୍କ ପାଇଁ ଏକ ତୃତୀୟାଂଶ ସ୍ଥାନ ସଂରକ୍ଷଣ ବିଲ୍ ସଂସଦରେ ପାରିତ କରିବାକୁ ଆପଣ ନେତୃତ୍ୱ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିବା ସହ ମହିଳାଙ୍କ ନ୍ୟାଯ୍ୟ ଅଧିକାର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପୂର୍ଣ୍ଣ ସମର୍ଥନର ହାତ ବଢ଼ାଇଛନ୍ତି ।
ମହିଳା ସଶକ୍ତିକରଣରେ ଓଡ଼ିଶା ଅଗ୍ରଣୀ ଭୂମିକାରେ ଥିବା ପ୍ରଧାନମନ୍ତ୍ରୀଙ୍କୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି, ନବେ ଦଶକରେ ସ୍ୱର୍ଗତ ବିଜୁ ପଟ୍ଟନାୟକ ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ମହିଳାଙ୍କ ପାଇଁ ପଞ୍ଚାୟତ ଏବଂ ପୌରସଂସ୍ଥାରେ ଏକ ତୃତୀୟାଂଶ ସ୍ଥାନ ସଂରକ୍ଷଣର ନିଷ୍ପତ୍ତି ନେଇଥିଲେ । ଖାଲି ସେତିକି ନୁହେଁ, ପୁରୁଷ ଓ ମହିଳା ଶ୍ରମିକଙ୍କ ପାଇଁ ସେ ସମାନ ମଜୁରି କରିଥିଲେ । ୨୦୧୧ ମସିହାରେ ରାଜ୍ୟ ସରକାର ପଞ୍ଚାୟତ ଓ ପୌରସଂସ୍ଥାଗୁଡ଼ିକରେ ମହିଳା ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତକୁ ବୃଦ୍ଧି କରିଥିଲେ । ଉକ୍ତ ନିଷ୍ପତ୍ତି ମହିଳାମାନଙ୍କୁ ଅଧିକ ସଶକ୍ତ କରିଛି ଏବଂ ବିକାଶ ପ୍ରକ୍ରିୟାରେ ସେମାନେ ନିଜକୁ ଆଗଧାଡ଼ିରେ ସାମିଲ କରିପାରିଛନ୍ତି ।
ମହାତ୍ମା ଗାନ୍ଧୀ ସବୁବେଳେ ଲିଙ୍ଗଗତ ସମାନତା ଓ ମହିଳା ସଶକ୍ତିକରଣ କଥା କହୁଥିଲେ । ଦେଶର ମହିଳାଙ୍କୁ ସଶକ୍ତ କଲାଭଳି ଐତିହାସିକ ନିଷ୍ପତ୍ତି ନିଆଗଲେ ତାହା ଜାତିର ପିତାଙ୍କ ୧୫୦ ତମ ଜନ୍ମବାର୍ଷିକୀରେ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।
Previous Post

ଟ୍ରିବ୍ୟୁନାଲ୍ ଛାଟ: ଓରଟେଲ୍ ରେ ପଡ଼ିବ ତାଲା !

Next Post

ଅଭିଜିତ୍ ଆୟାରଙ୍କୁ କ୍ଷମା କରିଦେଲେ ସରକାର

Next Post
ଅଭିଜିତ୍ ଆୟାରଙ୍କୁ କ୍ଷମା କରିଦେଲେ ସରକାର

ଅଭିଜିତ୍ ଆୟାରଙ୍କୁ କ୍ଷମା କରିଦେଲେ ସରକାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA