Thursday, May 21, 2026 07:16 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରଥ ନିର୍ମାଣକୁ ଅନୁମତି, ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାରଙ୍କର

by Our Correspondent
07 May, 2020- 10:19 PM
in Latest News, News
1 min read
0
ରଥ ନିର୍ମାଣକୁ ଅନୁମତି, ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାରଙ୍କର
ଭୁବନେଶ୍ୱର: ରଥ ନିର୍ମାଣ ପାଇଁ କେନ୍ଦ୍ର ସରକାର ସର୍ତ୍ତମୂଳକ ଅନୁମତି ଦେଇଛନ୍ତି । କେନ୍ଦ୍ର ସରକାରଙ୍କ କରୋନା ଲକଡାଉନ୍ ଗାଇଡଲାଇନ୍ ପରିପ୍ରେକ୍ଷୀରେ ପୁରୀରେ ରଥ ନିର୍ମାଣ ପାଇଁ ଗତକାଲି ରାଜ୍ୟ ସରକାର ଚିଠି ଲେଖି ଅନୁମତି ଲୋଡିଥିଲେ । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଆଜି ଏଥିପାଇଁ କ୍ଲିୟରାନ୍ସ ଦେଇଛି । ବଡ଼ଦାଣ୍ଡର ଦୁଇ ପାଶ୍ୱର୍ରେ ମନ୍ଦିର ଅଫିସଠାରୁ ଶ୍ରୀନଅର ଯାଏ ପାରମ୍ପରିକ ରଥଖଳାରେ ରଥ କାମ ଚାଲିପାରିବ ବୋଲି କୁହାଯାଇଛି ।
ତେବେ ରଥ ଖଳାରେ ରଥ ନିର୍ମାଣ ବେଳେ ଲୋକଙ୍କର ସମାବେଶ ହେବ ନାହିଁ । ରଥ ଖଳାକୁ ସମ୍ପୂର୍ଣ୍ଣ ପୃଥକ୍ କରି ସାମାଜିକ ଦୂରତ୍ୱ ରଖିବାକୁ ପଡ଼ିବ । ଗୃହ ମନ୍ତ୍ରଣାଳୟର ଲକଡାଉନ୍ ନୂଆ ଗାଇଡଲାଇନ୍ ଏବଂ କୋଭିଡ୍-୧୯ ପରିଚାଳନାର ଜାତୀୟ ନିର୍ଦ୍ଦେଶାବଳୀ ଅନୁଯାୟୀ ରଥ ନିର୍ମାଣ କାର୍ଯ୍ୟ ସମ୍ପନ୍ନ କରିବାକୁ କୁହାଯାଇଛି ।
ଅନ୍ୟପକ୍ଷରେ ରଥଯାତ୍ରା ହେବ କି ନାହିଁ, ସେହି ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରକୁ ଛାଡ଼ିଛନ୍ତି କେନ୍ଦ୍ର ସରକାର । ପରିସ୍ଥିତିକୁ ଦେଖି ରାଜ୍ୟ ସରକାର ରଥଯାତ୍ରା ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ।
ସୂଚନାଯୋଗ୍ୟ, ୪ ତାରିଖ ଦିନ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ବସି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ଏଥିପାଇଁ ରାଜ୍ୟ ସରକାରଙ୍କ ଅନୁମତି ମଗାଯାଇଥିଲା । ତେବେ କୋଭିଡ୍ ଗାଇଡଲାଇନ୍ କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କଠାରୁ ଅନୁମତି ଲୋଡିଥିଲେ ।
Previous Post

୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ସୁରତ ଫେରନ୍ତା

Next Post

ରାଜ୍ୟରେ ଆଉ ୨୬ ପଜିଟିଭ୍, କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୫

Next Post
ରାଜ୍ୟରେ ଆଉ ୨୬ ପଜିଟିଭ୍, କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୫

ରାଜ୍ୟରେ ଆଉ ୨୬ ପଜିଟିଭ୍, କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୫

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA