Tuesday, May 13, 2025 02:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Entertainment

ସୋଆରେ ସ୍କୁଲ୍ ପିଲାଙ୍କ ପାଇଁ ୧୦ ଦିନିଆ ସମର କ୍ୟାମ୍ପ

by Our Correspondent
06 May, 2024- 07:48 PM
in Entertainment, News
1 min read
0
ସୋଆରେ ସ୍କୁଲ୍ ପିଲାଙ୍କ ପାଇଁ ୧୦ ଦିନିଆ ସମର କ୍ୟାମ୍ପ

ଭୁବନେଶ୍ୱର: ଗ୍ରୀଷ୍କକାଳୀନ ଛୁଟି ସମୟରେ ସ୍କୁ୍ଲ ଛାତ୍ରଛାତ୍ରୀମାନଙ୍କୁୁ କ୍ରୀଡ଼ା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବା ସହ ମାନସିକ ବିକାଶରେ ସହାୟତା କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସୋମବାର ୧୦ ଦିନିଆ ଗ୍ରୀଷ୍ମକାଳୀନ ଶିବିର ଅର୍ଥାତ୍ ସମର କ୍ୟାମ୍ପ ଆରମ୍ଭ ହୋଇଛି ।

ସୋଆ କ୍ୟାମ୍ପସ ୨ ସ୍ପୋର୍ଟ୍ସ କମ୍ପଲେକ୍ସରେ ଚାଲିବାକୁ ଥିବା ‘ସମର କ୍ୟାମ୍ପ’ର ଶୁଭାରମ୍ଭ କରିବା ଅବସରରେ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ ଛାତ୍ରଛାତ୍ରୀମାନଙ୍କର ଶାରୀରିକ ସୁସ୍ଥତା ଓ ମାନସିକ ସ୍ତରରେ ବିକାଶ ନେଇ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି । ପାଠପଢ଼ା ସହିତ କ୍ରୀଡ଼ା ଅଭ୍ୟାସ ଛାତ୍ରଛାତ୍ରୀଙ୍କର ସର୍ବାଙ୍ଗୀନ ଉନ୍ନତିରେ ସହାୟକ ହୋଇଥାଏ । ତେଣୁ ଛୁଟି ସମୟରେ ଏଭଳି ଶିବିର ଦ୍ୱାରା ଛାତ୍ରଛାତ୍ରୀ ବେଶ ଉତ୍ସାହିତ ହୋଇପାରିବେ ବୋଲି ପ୍ରଫେସର ଦାସ କହିଛି ।

ଭୁବନେଶ୍ୱରର ବିଭିନ୍ନ ସ୍କୁଲରୁ ୫ମ ରୁ ୧୦ମ ଶ୍ରେଣୀରେ ଅଧ୍ୟୟନ କରୁଥିବା ପ୍ରାୟ ୧୦୦ରୁ ଊଦ୍ଧ୍ୱର୍ ଛାତ୍ରଛାତ୍ରୀ ଏହି ଶିବିରରେ ଯୋଗ ଦେଇଛନ୍ତି ।
ଏହି ଶିବିରରେ ଭଲିବଲ୍, ବାସ୍କେଟବଲ୍, ଟେବୁଲ୍ ଟେନିସ୍, ଲନ୍ ଟେନିସ, କି୍ରକେଟ, ଖୋ ଖୋ, କବାଡି ଓ ଚେସ୍ ଭଳି କ୍ରୀଡ଼ାରେ ଛାତ୍ରଛାତ୍ରୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବ । ପ୍ରତ୍ୟେକ ଦିନ ଅପରାହ୍ଣ ୪ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଏହି କ୍ୟାମ୍ପ ଚାଲିବ ।

ସୋଆ ପକ୍ଷରୁ ଚତୁର୍ଥ ବର୍ଷ ପାଇଁ ଏହି କ୍ୟାମ୍ପର ଆୟୋଜନ କରାଯାଇଛି ।

ସୋଆର କ୍ରୀଡା ଅଫିସର ଶ୍ରୀମତି ସୁନୀତା ବର୍ମାଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ ।

Previous Post

କିଟ୍‍ ଓ କେପିଆଇଟି ଟେକ୍ନୋଲୋଜି ମଧ୍ୟରେ ବୁଝାମଣା

Next Post

ବିରୋଧୀଙ୍କ ଉପରେ ପ୍ରଚଣ୍ଡ ପ୍ରହାର

Next Post
ବିରୋଧୀଙ୍କ ଉପରେ ପ୍ରଚଣ୍ଡ ପ୍ରହାର

ବିରୋଧୀଙ୍କ ଉପରେ ପ୍ରଚଣ୍ଡ ପ୍ରହାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19040 shares
    Share 7616 Tweet 4760
  • ନବୀନ..ନବୀନ, ମୋହନ..ମୋହନ

    16580 shares
    Share 6632 Tweet 4145
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5766 shares
    Share 2306 Tweet 1442
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5460 shares
    Share 2184 Tweet 1365

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA