Wednesday, March 11, 2026 06:44 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅଣାୟତ୍ତ କରୋନା: ଆଜି ୧୪୯୯ ପଜିଟିଭ୍, ୮ ମୃତ

by Our Correspondent
31 Jul, 2020- 11:54 AM
in Latest News, News
1 min read
0
ଅଣାୟତ୍ତ କରୋନା: ଆଜି ୧୪୯୯ ପଜିଟିଭ୍, ୮ ମୃତ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସେମିତି ବଢ଼ିଚାଲିଛି । ଗତ ୨୪ ଘଣ୍ଟାରେ ୨୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୪୯୯ ଆକ୍ରାନ୍ତ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୬୮ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟଙ୍କ ସଂଖ୍ୟା ୨୧୪ । ଢ଼େଙ୍କାନାଳ, ଗଜପତି ଜିଲ୍ଲାରେ ୯୦ ଉପରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ୧୪୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ କ୍ୱାରେଣ୍ଟାଇନ୍ କେସ୍ ହୋଇଥିବା ବେଳେ ୫୮୫ ଲୋକାଲ୍ କଣ୍ଟାକ୍ଟ କେସ୍ ।
ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧, ୮୭୭ କୁ ବୃଦ୍ଧି ପାଇଛି । କେବଳ ଗଞ୍ଜାମରୁ ୧୦, ୩୬୪ ଏବଂ ଖୋର୍ଦ୍ଧାରୁ ୪,୨୦୦ ଆକ୍ରାନ୍ତ ଚିହ୍ନଟ ହେଲେଣି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୯,୭୪୬ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ଆକ୍ଟିଭ୍ ଆକ୍ରାନ୍ତ ଅଛନ୍ତି ୧୧,୯୧୭ ।
ଆକ୍ରାନ୍ତଙ୍କ ସହ ତାଳ ଦେଇ ମୃତ୍ୟୁସଂଖ୍ୟା ବି ବଢ଼ିଚାଲିଛି । ଗତ ୨୪ ଘଣ୍ଟାରେ ଆଉ ୮ ଜଣଙ୍କର ଜୀବନ ନେଇଛି କରୋନା । ଗଞ୍ଜାମରୁ ୪ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ଜଣେ(ପୁରୁଷ), ନୟାଗଡ଼ରୁ ଜଣେ(ମହିଳା), ଗଜପତି ରୁ ଜଣେ(ମହିଳା) ଏବଂ ସୁନ୍ଦରଗଡ଼ରୁ ଜଣେ(ପୁରୁଷ) ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୭୭ କୁ ବୃଦ୍ଧି ପାଇଛି । ଗଞ୍ଜାମରୁ ସର୍ବାଧିକ ୯୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୨ ଆକ୍ରାନ୍ତଙ୍କ ମୃତ୍ୟୁ ହେଲାଣି ।
ଆଜି କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ
ଅନୁଗୁଳ-୨୫, ବାଲେଶ୍ୱର-୩୭, ବରଗଡ଼-୧୦, ଭଦ୍ରକ-୧, ବଲାଙ୍ଗୀର-୧୯, କଟକ-୨୮, ଦେବଗଡ଼-୨, ଢ଼େଙ୍କାନାଳ-୯୨, ଗଜପତି-୯୭, ଗଞ୍ଜାମ-୩୬୮, ଜଗତସିଂହପୁର-୧୫, ଯାଜପୁର-୧୯, ଝାରସୁଗୁଡ଼ା-୭, କଳାହାଣ୍ଡି-୪୪, କନ୍ଧମାଳ-୫୦, କେନ୍ଦ୍ରାପଡ଼ା-୧୪, କେଉଁଝର-୧୬, ଖୋର୍ଦ୍ଧା-୨୧୪, କୋରାପୁଟ-୮୧, ମାଲକାନଗିରି-୨୬, ମୟୁରଭଞ୍ଜ-୧୩, ନବରଙ୍ଗପୁର-୩୩, ନୟାଗଡ଼-୬୭, ନୂଆପଡ଼ା-୯, ପୁରୀ-୩୬, ରାୟଗଡ଼ା-୪୦, ସମ୍ବଲପୁର-୫୬, ସୋନପୁର-୫, ସୁନ୍ଦରଗଡ଼-୭୫ ।
Previous Post

କ୍ୟୁଏସ୍ ଆଇ-ଗଜ୍ ଡାଇମଣ୍ଡ ୟୁନିଭର୍ସିଟି ରେଟିଂରେ ସୋଆ

Next Post

ଢ଼େଙ୍କାନାଳର ଗୋଟିଏ ଗାଁରୁ ଏକାଥରେ ୭୪ ପଜିଟିଭ୍

Next Post
ଢ଼େଙ୍କାନାଳର ଗୋଟିଏ ଗାଁରୁ ଏକାଥରେ ୭୪ ପଜିଟିଭ୍

ଢ଼େଙ୍କାନାଳର ଗୋଟିଏ ଗାଁରୁ ଏକାଥରେ ୭୪ ପଜିଟିଭ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA