Tuesday, May 26, 2026 05:23 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆଗେଇଲା ରଥଯାତ୍ରା ପ୍ରସ୍ତୁତି

by Our Correspondent
10 Jun, 2020- 09:26 PM
in Latest News, News
1 min read
0
ଆଗେଇଲା ରଥଯାତ୍ରା ପ୍ରସ୍ତୁତି

– ମୁଖ୍ୟ ପ୍ରଶାସକଙ୍କ ସମୀକ୍ଷା ବୈଠକ
– ସେବକଙ୍କୁ ମିଳିବ ମାସ୍କ, ଦ୍ୱିତୀୟ କିସ୍ତି ସହାୟତା

ପୁରୀ: ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଅତ୍ୟନ୍ତ ସୁରୁଖୁରୁରେ ଚାଲିଛି । ଏପରିକି ଧାର୍ଯ୍ୟ ସମୟଠାରୁ କାର୍ଯ୍ୟ ଆଗରେ ରହିଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ୍ କୁମାର କହିଛନ୍ତି । ରଥ ନିର୍ମାଣ ଏବଂ ସେବାୟତମାନଙ୍କ ସୁରକ୍ଷା ସମ୍ପର୍କରେ ଆଜି ସେ ସମୀକ୍ଷା କରିବା ପରେ ଗଣମାଧ୍ୟମକୁ ଏହା କହିଛନ୍ତି । ସେବାୟତମାନଙ୍କ ପାଇଁ ମାସ୍କ ଏବଂ ଦ୍ୱିତୀୟ କିସ୍ତିର ୫ ହଜାର ଟଙ୍କା ଶୀଘ୍ର ଦିଆଯିବ ବୋଲି ସୂଚନା ଦେଇଛନ୍ତି ।
ଡକ୍ଟର କ୍ରିଷନ୍ କୁମାର କହିଛନ୍ତି, କରୋନା ଯୋଗୁଁ ମନ୍ଦିର ବନ୍ଦ ଥିବାରୁ ସେବକଙ୍କ ପାଉଣା ଉପରେ ଏହାର ଗୁରୁତର ପ୍ରଭାବ ପଡୁଛି ।ଏହା କିଭଳି ପୂରଣ କରାଯାଇ ପାରିବ ଆଜି ସେ ସଂକ୍ରାନ୍ତରେ ବିସ୍ତୃତ ଆଲୋଚନା ହୋଇଛି । ଯେଉଁ ସେବକମାନେ ସ୍ୱାସ୍ଥ୍ୟବୀମା ପରିସରଭୁକ୍ତ ହୋଇନାହାନ୍ତି ତୁରନ୍ତ ସେମାନଙ୍କ ନାମ ବୀମା ତାଲିକାରେ ଦରଜ ପାଇଁ ନିଷ୍ପତ୍ତି ହୋଇଛି । ସେବାୟତମାନଙ୍କୁ ସହାୟତା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୫୦୦୦ ଟଙ୍କା କରି ସହାୟତା ଯୋଗାଇ ଦିଆଯାଇଥିଲା । ଦ୍ୱିତୀୟ କିସ୍ତିରେ ଅନୁରୂପ ପରିମାଣ ସହାୟତା ଦିଆଯିବ ।
ଦଇତାପତି ନିଯୋଗ ସହିତ ଯେଉଁସବୁ ନିଯୋଗ ଗୁଡିକ ମନ୍ଦିର ଭିତରେ ସେବା କରୁଛନ୍ତି ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦିଆଯାଉଛି । ଏଥିପାଇଁ ସେବକମାନଙ୍କୁ ପ୍ରାୟ ୫ ହଜାର ମାସ୍କ ଯୋଗାଇ ଦିଆଯିବ । ବୟନିକା ସହାୟତାରେ ଅଥବା ଶ୍ରୀମନ୍ଦିର ପ୍ରଶାସନ ନିଜସ୍ୱ ଭାବେ ଏହିମାସ୍କ ପ୍ରସ୍ତୁତ କରିବ । ଦୁଇଦିନ ଭିତରେ ଏହାର ଡିଜାଇନ୍‍ ଚୂଡାନ୍ତ ହେବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି ।
ସେବାୟତମାନଙ୍କୁ ନେଇ ଶ୍ରୀମନ୍ଦିରର ସମସ୍ତ ନୀତିକାନ୍ତି ଚାଲିଥିବାବେଳେ ସେମାନଙ୍କ ପରିବାର କିଭଳି ପାଉଣା ପାଇବେ ତାହା ଉପରେ ଆସନ୍ତା ରବିବାର ଦିନ ଆଲୋଚନା କରାଯିବ । ଏହି ଅବସରରେ ସୁରୁଖୁରୁରେ ସ୍ନାନପୂର୍ଣ୍ଣିମା କାର୍ଯ୍ୟ ସମ୍ପାଦନ ହୋଇଥିବାରୁ ସେବାୟତ, ମନ୍ଦିର ପ୍ରାଶାସନର କର୍ମକର୍ତ୍ତା ଓ ପୁରୀବାସୀଙ୍କୁ ମୁଖ୍ୟ ପ୍ରଶାସକ ଧନ୍ୟବାଦ ଦେଇଥିଲେ ।
ରଥଖଳାରୁ..

Previous Post

ସେବାୟତଙ୍କ ଲାଗି ହୋମିଓପାଥି

Next Post

ଫ୍ରଣ୍ଟଲାଇନ୍ ଯୋଦ୍ଧାଙ୍କୁ କରୋନା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା, ପ୍ରଶଂସା, ଟାସ୍କ

Next Post
ଫ୍ରଣ୍ଟଲାଇନ୍ ଯୋଦ୍ଧାଙ୍କୁ କରୋନା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା, ପ୍ରଶଂସା, ଟାସ୍କ

ଫ୍ରଣ୍ଟଲାଇନ୍ ଯୋଦ୍ଧାଙ୍କୁ କରୋନା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା, ପ୍ରଶଂସା, ଟାସ୍କ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA