Monday, May 25, 2026 08:20 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓଡ଼ିଶାରେ ପ୍ରଧାନମନ୍ତ୍ରୀ

by Our Correspondent
22 Sep, 2018- 11:31 AM
in Latest News, News
1 min read
0
ଓଡ଼ିଶାରେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନଯୋଗେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୯.୧୦ ମିନିଟ୍ ରେ ପହଞ୍ଚିଲା ପରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ଜୁଏଲ୍ ଓରାମ୍, ରାଜ୍ୟ ଅର୍ଥମନ୍ତ୍ରୀ ଶଶୀଭୂଷଣ ବେହେରା, ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ଏବଂ ରାଜ୍ୟ ବିଜେପିର ବରିଷ୍ଠ କର୍ମକର୍ତ୍ତାମାନେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇଥିଲେ । ପ୍ରଧାନମନ୍ତ୍ରୀ ବାୟୁସେନା ହେଲିକପ୍ଟରରେ ସେଠାରୁ ସିଧା ଯାଇଥିଲେ ତାଳଚେର ।
ତାଳଚେରରେ ସାର କାରଖାନା ପୁନରୁଦ୍ଧାର କାର୍ଯ୍ୟର ଶିଳାନ୍ୟାସ କରିଥିଲେ ପ୍ରଧାନମନ୍ତ୍ରୀ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ୍, ସାଂସଦ ତଥାଗତ ଶତପଥୀ ପ୍ରମୁଖ ଏଥିରେ ଉପସ୍ଥିତ ଥିଲେ । ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟ ୩୬ ମାସରେ ଶେଷ ହେବ ଏବଂ ୩୬ ମାସ ପରେ ସେ ନିଜେ ଏହି କାରଖାନାକୁ ଉଦଘାଟନ କରିବାକୁ ଆସିବେ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ । ଉକ୍ତ ପ୍ରକଳ୍ପରେ ୧୩,୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ସାଢ଼େ ଚାରି ହଜାର ଲୋକ କର୍ମନିଯୁକ୍ତି ପାଇବେ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଶିଳାନ୍ୟାସ ଉତ୍ସବ ପରେ ପ୍ରଧାନମନ୍ତ୍ରୀ ସେଠାରେ ବିଜେପି ପକ୍ଷରୁ ଆୟୋଜିତ ଏକ ସାଧାରଣ ସଭାରେ ଉଦବୋଧନ ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ା ବିମାନବନ୍ଦରକୁ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିବେ । ମହାନଦୀ କୋଲଡ଼ଫିଲ୍ଡସ୍ ଲିମିଟେଡ଼ର ଝାରସୁଗୁଡ଼ା-ସେରଡେଗା ୫୩.୧ କିଲୋମିଟର ରେଳ ଲାଇନ୍ ଓ ଗର୍ଜନବାହାଲ୍ କୋଇଲା ଖଣିକୁ ପ୍ରଧାନମନ୍ତ୍ରୀ ଉଦଘାଟନ କରିବେ । ସୁନ୍ଦରଗଡ଼ରେ ଏନଟିପିସିର ଡୁଲାଙ୍ଗ ଖଣିକୁ ମଧ୍ୟ ଦେଶ ପାଇଁ ଉତ୍ସର୍ଗ କରିବେ । ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ବିଜେପି ମହଲରେ ପ୍ରବଳ ଉତ୍ସାହ ସୃଷ୍ଟି ହୋଇଛି ।
Previous Post

ଅଣଓଡ଼ିଆ ବନ୍ଧୁ ଅସ୍ତ୍ର ନୁହେଁ ତ?

Next Post

ନବୀନଙ୍କ ଉପରେ ଆଟାକିଂ ହେଲେ ମୋଦୀ

Next Post
ନବୀନଙ୍କ ଉପରେ ଆଟାକିଂ ହେଲେ ମୋଦୀ

ନବୀନଙ୍କ ଉପରେ ଆଟାକିଂ ହେଲେ ମୋଦୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA