Thursday, April 30, 2026 08:03 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କଣ୍ଟେନମେଣ୍ଟ ମୁକ୍ତ ହେଲା ଭୁବନେଶ୍ୱର

by Our Correspondent
22 Apr, 2020- 09:15 PM
in Latest News, News
1 min read
0
କଣ୍ଟେନମେଣ୍ଟ ମୁକ୍ତ ହେଲା ଭୁବନେଶ୍ୱର
ଭୁବନେଶ୍ୱର: ଭୁବନେଶ୍ୱର ସହର ଏବେ କଣ୍ଟେନମେଣ୍ଟ ମୁକ୍ତ ହୋଇଛି । ୧୫ ଦିନ ପରେ ଆଜି ସଂଧ୍ୟାରୁ ବମିଖାଲ, ସୂର୍ଯ୍ୟନଗର ଏବଂ ସତ୍ୟନଗରରୁ କଣ୍ଟେନମେଣ୍ଟ କଟକଣା ଉଠାଇଛି ବିଏମସି । ବିଏମସି ପକ୍ଷରୁ ଏହି ଘୋଷଣା କରାଯିବା ପରେ ରାଜଧାନୀବାସୀ ଆଶ୍ୱସ୍ତ ହୋଇଛନ୍ତି । ତେବେ କଣ୍ଟେନମେଣ୍ଟ ଜୋନ୍ ହଟିଥିବା ଅଞ୍ଚଳଗୁଡ଼ିକରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ଆକ୍ଟିଭ୍ ସର୍ଭେଲାନସ୍ ଜାରିି ରହିବ ବୋଲି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି ।
ତେବେ ଲକ୍ ଡାଉନ୍ ନିୟମ ରେ କିଛି ପରିବର୍ତ୍ତନ କରାଯାଇନାହିଁ । ଲକ୍ ଡାଉନ୍ ଯେମିତି ଅଛି ସେମିତି ରହିବ ବୋଲି ସେ କହିଛନ୍ତି ।
ଭୁବନେଶ୍ୱରରୁ ସର୍ବାଧିକ ୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ବମିଖାଲ, ସୂର୍ଯ୍ୟନଗରରୁ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଥିଲା ବେଳେ ବମିଖାଲ୍ ଲିଙ୍କ୍ ରେ ସତ୍ୟନଗରରୁ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା କୁହାଯାଇଥିଲା । ସେହିପରି ସୁନ୍ଦରପଦା ଏବଂ ଯଦୁପୁର ଅଞ୍ଚଳକୁ ମଧ୍ୟ ସତର୍କ ଦୃଷ୍ଟି ଦିଆଯାଇଥିଲା ।
ଏହିସବୁ ଅଞ୍ଚଳକୁ ସିଲ୍ କରାଯାଇ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା । ସେହି ଅଞ୍ଚଳକୁ ଲୋକଙ୍କ ପ୍ରବେଶ ଓ ପ୍ରସ୍ଥାନ ବନ୍ଦ କରାଯାଇ ଆକ୍ଟିଭ୍ ସର୍ଭେଲାନ୍ସ ଜୋରଦାର କରାଯାଇଥିଲା । ଏହାର ସୁଫଳ ମିଳିଥିବାରୁ ଆଜି ଏହି କଟକଣାକୁ ବିଏମସି ସମ୍ପୂର୍ଣ୍ଣ ହଟାଇ ଦେଇଛି ।
ଭୁବନେଶ୍ୱର ୪୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଇତିମଧ୍ୟରେ ୨୧ ଜଣ ସୁସ୍ଥ ହୋଇ ସାରିଲେଣି । ଆକ୍ଟିଭ୍ କେସ୍ ୨୪ ରହିଛି ।
Previous Post

କେସ୍ ନଂ ୭୦-୮୨: କୋଲକତା ଲିଙ୍କ୍ ରେ ୮, ଆକ୍ରାନ୍ତ ପରିବାରର ୫

Next Post

ଯାଜପୁରରୁ ଆଉ ୪ ପଜିଟିଭ୍, କୋଲକତା ଫେରନ୍ତା ପୂର୍ବ ଆକ୍ରାନ୍ତଙ୍କ ସମ୍ପର୍କୀୟ

Next Post
ଯାଜପୁରରୁ ଆଉ ୪ ପଜିଟିଭ୍, କୋଲକତା ଫେରନ୍ତା ପୂର୍ବ ଆକ୍ରାନ୍ତଙ୍କ ସମ୍ପର୍କୀୟ

ଯାଜପୁରରୁ ଆଉ ୪ ପଜିଟିଭ୍, କୋଲକତା ଫେରନ୍ତା ପୂର୍ବ ଆକ୍ରାନ୍ତଙ୍କ ସମ୍ପର୍କୀୟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA