Sunday, August 23, 2026 01:47 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବସ୍ ରେ ଛିଣ୍ଡିଲା ୧୧ କେଭି ବିଜୁଳି ତାର; ୯ ମୃତ, ୨୫ ଆହତ

by Our Correspondent
09 Feb, 2020- 03:26 PM
in Latest News, News
1 min read
0
ବସ୍ ରେ ଛିଣ୍ଡିଲା ୧୧ କେଭି ବିଜୁଳି ତାର; ୯ ମୃତ, ୨୫ ଆହତ
ବ୍ରହ୍ମପୁର: ଗଂଜାମ ଜିଲ୍ଲା ଗୋଳନ୍ଥରା ନିକଟରେ ପ୍ରାୟ ୪୫ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ବସ୍ ଉପରେ ୧୧ କେଭି ଲାଇନ୍ ତାର ଛିଣ୍ଡିପଡ଼ିବାରୁ କରେଣ୍ଟ ଲାଗି ୯ ଜଣ ବସଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପ୍ରାୟ ୨୫ ଯାତ୍ରୀ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ମେଡ଼ିକାଲ୍ କଲେଜ ହସ୍ପିଟାଲ୍ ରେ ଭର୍ତ୍ତି ହୋଇଛନ୍ତି ।
ଏକ ବିବାହ ନିର୍ବନ୍ଧ ଉତ୍ସବରେ ଯୋଗଦେବା ପାଇଁ ବସ୍ ରେ ଲୋକମାନେ ଯାଉଥିବା ବେଳେ ଗୋଳନ୍ଥରା ନିକଟ ମେନ୍ଦରାଜପୁରଠାରେ ଏହି ଅଘଟଣ ଘଟିଛି । ଦୁର୍ବଳ ଅବସ୍ଥାରେ ଥିବା ୧୧ କେଭି ଲାଇନ୍ ତାର ହଠାତ୍ ଛିଣ୍ଡି ଯାଇ ବସ୍ ଉପରେ ପଡ଼ିଥିଲା । ଫଳରେ ବସ୍ ରେ କରେଣ୍ଟ ଚାର୍ଜ ହୋଇ ନିଆଁ ଲାଗିଯାଇଥିଲା । ଯାତ୍ରୀମାନେ ଛଟପଟ ଅବସ୍ଥାରେ ବସ୍ ରୁ ବାହାରିବାକୁ ଚେଷ୍ଟା କରିଥିଲେ ମଧ୍ୟ କରେଣ୍ଟ ଓ ନିଆଁରେ ଫସିଯାଇଥିଲେ । ବସ୍ ଭିତରେ ହିଁ ୩ ଜଣ ମହିଳାଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ଦମକଳବାହିନୀ ଏବଂ ସ୍ଥାନୀୟ ଗ୍ରାମବାସୀ ବସ୍ ଯାତ୍ରୀମାନଙ୍କୁ ଉଦ୍ଧାର ପାଇଁ ଲାଗିପଡ଼ିଥିଲେ ।
ବିଜୁଳି ଆଘାତରେ ମୃତ ବସଯାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏମକେସିଜିରେ ଭର୍ତ୍ତି ହୋଇଥିବା ସମସ୍ତ ୨୫ ଜଣଙ୍କୁ ମାଗଣାରେ ଚିକିତ୍ସା ସେବା ଯୋଗାଇ ଦିଆଯିବ ବୋଲି ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଅନ୍ୟପକ୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ ଏହି ଅଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ପ୍ରତି ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଦେବାକୁ ସେମାନେ ଦାବି କରିବା ସହ ଏଥିପାଇଁ ଦାୟୀ ବ୍ୟକ୍ତିବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି ।
Previous Post

ଏକଜିଟ୍ ପୋଲ୍: ଦିଲ୍ଲୀରେ ପୁଣି କେଜ୍ରିୱାଲ୍

Next Post

ଜାପାନରୁ ଦୁଇ ଓଡ଼ିଆଙ୍କ ଶବ ଆଣିବାରେ ସହଯୋଗ କଲା ‘ମୋ ପରିବାର’

Next Post
ଜାପାନରୁ ଦୁଇ ଓଡ଼ିଆଙ୍କ ଶବ ଆଣିବାରେ ସହଯୋଗ କଲା ‘ମୋ ପରିବାର’

ଜାପାନରୁ ଦୁଇ ଓଡ଼ିଆଙ୍କ ଶବ ଆଣିବାରେ ସହଯୋଗ କଲା ‘ମୋ ପରିବାର’

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA