Friday, January 16, 2026 09:37 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

କେନ୍ଦ୍ରାପଡ଼ାର ଅସହାୟ ପରିବାରକୁ ସହଯୋଗର ହାତ ବଢ଼ାଇଲା କିସ୍‌ ଫାଉଣ୍ଡେସନ୍‌

by Our Correspondent
14 Aug, 2020- 10:17 PM
in News
1 min read
0
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଧୁମାତ ପଞ୍ଚାୟତ ବୈଷ୍ଣବ ସାହିର ସବିତା ଦାସ ସ୍ୱାମୀଙ୍କୁ ହରାଇ ବେସାହାରା ହୋଇପଡ଼ିଥିବା ବେଳେ ଦୀର୍ଘ ଦିନ ଧରି କିଡ୍‌ନୀ ରୋଗରେ ପୀଡ଼ିତ ରହି ବହୁ କଷ୍ଟରେ ତିନି ସନ୍ତାନଙ୍କୁ ନେଇ ଚଳୁଛନ୍ତି । ମାଆ ରୋଗ ଶଯ୍ୟାରେ ଥିବାରୁ ଘର ଚଳାଇବା ପାଇଁ ତାଙ୍କର ୭ବର୍ଷର ପୁଅ ଶୁଭମ୍‌ ସାହି ସାହି ବୁଲି ଭିକ୍ଷାବୃତ୍ତି କରିବାକୁ ବାଧ୍ୟ ହୋଇଥିଲେ । ଏହି ଘଟଣା ଗଣମାଧ୍ୟମରେ ପ୍ରସାରିତ ହେଲା ପରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପରାମର୍ଶ କ୍ରମେ କିସ୍‌ ଫାଉଣ୍ଡେସନ୍‌ ସବିତାଙ୍କୁ ସହାୟତାର ହାତ ବଢ଼ାଇଛି ।
ଆଜି କିସ୍‌ ଫାଉଣ୍ଡେସନ୍‌ ପକ୍ଷରୁ ନଗଦ ୧୫ ହଜାର ଟଙ୍କା ସହ ଚାଉଳ, ଡାଲି, ଚୁଡା, ଚିନି, ସାବୁନ୍‌, ତେଳ ଆଦି ଅତ୍ୟାବଶ୍ୟକୀୟ ସାମଗ୍ରୀ ସବିତାଙ୍କ ନିକଟରେ ପହଞ୍ଚାଇ ଦିଆଯାଇଛି । ସବିତାଙ୍କ ପରିବାର ଚଳିବା ପାଇଁ କିସ୍‌ ଫାଉଣ୍ଡେସନ୍‌ ପକ୍ଷରୁ ମାସିକ ୫ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଦିଆଯିବ ବୋଲି ଶ୍ରୀ ସାମନ୍ତ ଘୋଷଣା କରିବା ସହ ସବିତା ଚାହିଁଲେ ତାଙ୍କ ସାନ ଦୁଇ ପୁଅ ଝିଅ କିସ୍‌ ବାଲେଶ୍ୱରରେ ମାଗଣା ପାଠ ପଢ଼ିବା ବ୍ୟବସ୍ଥା କରାଯିବ । କରୋନା ଶେଷ ହେବା ପରେ କିସ୍‌-ବାଲେଶ୍ୱର ଖୋଲିଲେ ସେଠାରେ ସେମାନଙ୍କ ନାମଲେଖା ଯିବାର ବନ୍ଦୋବସ୍ତ କରାଯିବ । ଏହା ବ୍ୟତୀତ ତାଙ୍କର ଘର ନ ଥିବାରୁ ତାଙ୍କୁ ଜିଲ୍ଲା ପ୍ରଶାସନ ମାଧ୍ୟମରେ ରାଜ୍ୟ ସରକାରଙ୍କ ଯୋଜନାରେ ଘର ଖଣ୍ଡିଏ ଯୋଗାଇ ଦେବାକୁ ବିଧାୟକ ଶ୍ରୀ ବେହେରା ପଦକ୍ଷେପ ନେଉଛନ୍ତି ବୋଲି ଶ୍ରୀ ସାମନ୍ତ କହିଛନ୍ତି ।
ଏହା ଛଡ଼ା ସବିତାଙ୍କ ଚିକିତ୍ସା ପାଇଁ ଅଧିକ ଅର୍ଥ ଆବଶ୍ୟକ ହେଲେ କିସ୍‌ ଫାଉଣ୍ଡେସନ୍‌ ପକ୍ଷରୁ ସହାୟତା ଯୋଗାଇ ଦିଆଯିବ ବୋଲି ଶ୍ରୀ ସାମନ୍ତ ପ୍ରତିଶ୍ରୁତି ଦେଇଛନ୍ତି । ଶ୍ରୀ ସାମନ୍ତ ଓ କିସ୍‌ ପାଉଣ୍ଡେସନ୍‌ର ବଦାନ୍ୟତା ପାଇଁ ସବିତା ଓ ତାଙ୍କ ପରିବାର କୃତଜ୍ଞତା ଜଣାଇଥିବା ବେଳେ କିସ୍‌ ଫାଉଣ୍ଡେସନ୍‌ର ଏଭଳି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୂୟସୀ ପ୍ରଶଂସା କରାଯାଇଛି ।
Previous Post

ଶୁଣାକଥା ପ୍ରଚାର କରିବା ସାମ୍ବାଦିକତା ନୁହେଁ: କେରଳ ହାଇକୋର୍ଟ

Next Post

ଅପରାହ୍ନର ଚିଠି

Next Post

ଅପରାହ୍ନର ଚିଠି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19146 shares
    Share 7658 Tweet 4787
  • ନବୀନ..ନବୀନ, ମୋହନ..ମୋହନ

    16593 shares
    Share 6637 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA