Thursday, April 30, 2026 07:25 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଗଗନ ଧଳଙ୍କୁ ମନାଗଲା! ମୁଖ୍ୟ ଶାସନ ସଚିବ ସମତୁଲ୍ୟ ପଦବୀରେ ଥଇଥାନ

by Our Correspondent
17 Aug, 2019- 07:52 PM
in Latest News, News
1 min read
0
ଗଗନ ଧଳଙ୍କୁ ମନାଗଲା! ମୁଖ୍ୟ ଶାସନ ସଚିବ ସମତୁଲ୍ୟ ପଦବୀରେ ଥଇଥାନ
ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଗଗନ କୁମାର ଧଳଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ସମତୁଲ୍ୟ କରି ମନାଇଛନ୍ତି । ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ (ଓଏଫଡିସି)ର ଅଧ୍ୟକ୍ଷ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି । ୧୯୮୫ ବ୍ୟାଚ୍ ର ଏହି ବରିଷ୍ଠ ଅଧିକାରୀ ଗତକାଲି ଚାକିରିରୁ ଇସ୍ତଫା ଦେଇ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ । ତାଙ୍କଠାରୁ ଜୁନିୟର୍ ଅସିତ୍ କୁମାର ତ୍ରିପାଠୀ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇବା ପରେ ସେ ଅସନ୍ତୁଷ୍ଟ ଥିବା କୁହାଯାଉଥିଲା । ତେବେ ତାଙ୍କୁ ମୁଖ୍ୟ ଶାସନ ସଚିବ ସମତୁଲ୍ୟ କରି ରାଜ୍ୟ ସରକାର ତାଙ୍କ ଅସନ୍ତୋଷ ଦୂର କରିବାକୁ ଚେଷ୍ଟା କରିଛନ୍ତି । ଓଏଫଡିସି ପଦକୁ ମୁଖ୍ୟ ଶାସନ ସଚିବର ମର୍ଯ୍ୟାଦା ଓ ଦାୟିତ୍ୱ ଦିଆଯାଇଛି ।
ଏଥିସହ ବରିଷ୍ଠ ଆଇଏଏସ୍ ସ୍ତରରେ ପୁଣି ଏକ ଅଦଳବଦଳ କରାଯାଇଛି । ଗଗନ ଧଳଙ୍କ ଜାଗାରେ କୃଷି ଉତ୍ପାଦନ କମିଶନର ଭାବେ ନିଯୁକ୍ତି ପାଇଥିବା ପ୍ରଦୀପ୍ତ କୁମାର ମହାପାତ୍ର ଗଣଶିକ୍ଷା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ପୂର୍ବଭଳି ଦାୟିତ୍ୱରେ ରହିବେ । ଏହା ତାଙ୍କ ପାଇଁ ଅତିରିକ୍ତ ଦାୟିତ୍ୱ ରହିବ । ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଡ. ମୋନା ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହି ବିଭାଗର ସଚିବ ଥିଲେ ଉନ୍ନୟନ କମିଶନର ଭାବେ ନିଯୁକ୍ତ ସୁରେଶ ଚନ୍ଦ୍ର ମହାପାତ୍ର । ଶିଲ୍ପ ବିଭାଗର ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରାଙ୍କୁ ଅତିରିକ୍ତ ଦାୟିତ୍ୱରେ ଗୃହ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଓଡ଼ିଶା ଖଣି ନିଗମର ଅଧ୍ୟକ୍ଷ ଭାବେ ମଧ୍ୟ ସେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି ।
ଆଇଆରଟିଏସ୍ ଅଧିକାରୀ ତଥା ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ସଚିବ ମନୋଜ କୁମାର ମିଶ୍ରଙ୍କୁ ଅତିରିକ୍ତ ଦାୟିତ୍ୱରେ ଇଟି ଏବଂ ଆଇଟି ବିଭାଗର ଭାରପ୍ରାପ୍ତ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଆଇଟିଏସ୍ ଅଧିକାରୀ ତଥା ଇଟି ଏବଂ ଆଇଟି ବିଭାଗର ସ୍ୱତନ୍ତ୍ର ସଚିବ ରୁଦ୍ର ନାରାୟଣ ପଲାଇଙ୍କୁ ରାଜସ୍ୱ ଏବଂ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ପଦରେ ନିଯୁକ୍ତି ଦିଆଯାଇଛି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଏହି ନୂତନ ନିଯୁକ୍ତିର ବିଜ୍ଞପ୍ତି ପ୍ରକାଶ ପାଇଛି ।
Previous Post

ଚାକିରି ଛାଡ଼ିଲେ ଆଇଏଏସ ଗଗନ ଧଳ

Next Post

୧୫ କର୍ମଚାରୀଙ୍କ ଚାକିରି ଖାଇଲେ ମୁଖ୍ୟମନ୍ତ୍ରୀ

Next Post
୧୫ କର୍ମଚାରୀଙ୍କ ଚାକିରି ଖାଇଲେ ମୁଖ୍ୟମନ୍ତ୍ରୀ

୧୫ କର୍ମଚାରୀଙ୍କ ଚାକିରି ଖାଇଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA