Thursday, April 30, 2026 01:15 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଗୁଜୁରାଟରୁ ବସ୍ ରେ ଫେରିବେ ଓଡ଼ିଆ ଶ୍ରମିକ

by Our Correspondent
26 Apr, 2020- 01:56 PM
in Latest News, News
1 min read
0
ଗୁଜୁରାଟରୁ ବସ୍ ରେ ଫେରିବେ ଓଡ଼ିଆ ଶ୍ରମିକ

ରୁପାନୀଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର: ଗୁଜୁରାଟରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କ ଦୁର୍ଦ୍ଦଶାର ଖୁବ୍ ଶୀଘ୍ର ଅବସାନ ହେବ । ସମସ୍ତଙ୍କୁ ନିରାପଦରେ ଓଡ଼ିଶା ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କ ସହ ଭିଡ଼ିଓ କନଫରେନ୍ସିଂରେ କଥା ହୋଇଛନ୍ତି । ଏହି ଆଲୋଚନାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଦିଲ୍ଲୀରୁ ଯୋଗ ଦେଇଥିଲେ ।
ନିଷ୍ପତ୍ତି ଅନୁଯାୟୀ, ଗୁଜୁରାଟରୁ ଓଡ଼ିଆ ଶ୍ରମିକଙ୍କୁ ନିରାପଦରେ ଫେରାଇ ଆଣିବା ପାଇଁ ଏକ ସମନ୍ୱୟ କମିଟି ଗଠନ କରାଯିବ । ଦୁଇ ରାଜ୍ୟରୁ ଦୁଇ ଜଣ ବରିଷ୍ଠ ଅଫିସର ଏଥିରେ ରହିବେ । ଓଡ଼ିଆ ଶ୍ରମିକମାନେ କେବେ ଓ କିଭଳି ଓଡ଼ିଶା ଆସିବେ ତାହା ଏହି ଦୁଇଜଣିଆ କମିଟି ସ୍ଥିର କରିବେ ।
ସେମାନଙ୍କୁ ବସ୍ ଯୋଗେ ଓଡ଼ିଆ ଫେରାଇ ଆଣିବାକୁ ଆପାତତଃ ବ୍ୟବସ୍ଥା କରାଯାଉଥିବା ଆଲୋଚନାରୁ ସ୍ପଷ୍ଟ ହୋଇଛି । ଗୁଜୁରାଟରୁ ଶ୍ରମିକମାନଙ୍କୁ ଆଣିବାକୁ ଥିବା ବସ୍ ର ରୋଡ୍ ଟ୍ୟାକ୍ସ ଛାଡ଼ କରିବା ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଛତିଶଗଡ଼ ରାଜ୍ୟ ସରକାରମାନଙ୍କୁ ଅନୁରୋଧ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା । ଆବଶ୍ୟକ ପଡ଼ିଲେ, ଅନ୍ୟ ପରିବହନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ବିଚାର କରାଯିବ ।
ଓଡ଼ିଶା ଫେରିବାକୁ ଚାହୁଁଥିବା ପ୍ରବାସୀଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଛି । ଓଡ଼ିଶାରେ ସେମାନେ ପହଞ୍ଚିବା ପରେ ୧୪ ଦିନ କ୍ୱାରେଣ୍ଟାଇନ୍ ରେ ରହିବେ । ମାଗଣାରେ ଖାଇବା ଓ ରହିବାକୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ନିଷ୍ପତ୍ତି ନେଇଛନ୍ତି ।
Previous Post

ରାଉରକେଲାରୁ ୩ ପଜିଟିଭ୍, ପୂର୍ବ ଆକ୍ରାନ୍ତଙ୍କଠାରୁ ସଂକ୍ରମିତ

Next Post

ଆଉ କାହାଣୀ, ସଂଳାପ ଲେଖିବେନି ବିଜୟ ମିଶ୍ର

Next Post
ଆଉ କାହାଣୀ, ସଂଳାପ ଲେଖିବେନି ବିଜୟ ମିଶ୍ର

ଆଉ କାହାଣୀ, ସଂଳାପ ଲେଖିବେନି ବିଜୟ ମିଶ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA