Thursday, April 30, 2026 01:57 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଚାକିରିଆଙ୍କ ପଦୋନ୍ନତି ବିଳମ୍ବରେ ମୁଖ୍ୟମନ୍ତ୍ରୀ ଖପ୍ପା; ଏଣିକି ପ୍ରତିବର୍ଷ ଡିସେମ୍ବର ୩୧ ଡେଡଲାଇନ୍

by Our Correspondent
24 Dec, 2019- 12:32 AM
in Latest News, News
1 min read
0
ଚାକିରିଆଙ୍କ ପଦୋନ୍ନତି ବିଳମ୍ବରେ ମୁଖ୍ୟମନ୍ତ୍ରୀ ଖପ୍ପା; ଏଣିକି ପ୍ରତିବର୍ଷ ଡିସେମ୍ବର ୩୧ ଡେଡଲାଇନ୍
ଭୁୁବନେଶ୍ୱର: ସରକାରୀ ଚାକିରିଆଙ୍କ ପଦୋନ୍ନତି କ୍ଷେତ୍ରରେ ଅଯଥା ବିଳମ୍ବ, ହଇରାଣ ହରକତ ଓ ଟାଳଟୁଳ ନୀତି ଦେହସୁହା ହୋଇଯାଇଛି । ନିମ୍ନ ଓ ମଧ୍ୟମ ବର୍ଗର କର୍ମଚାରୀମାନଙ୍କ କ୍ଷେତ୍ରରେ ଏହା ବିଶେଷ ପରିଲକ୍ଷିତ ହେଉଛି । ତେବେ ଏହିଭଳି କାର୍ଯ୍ୟକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତ୍ୟନ୍ତ ଖପ୍ପା ହୋଇଛନ୍ତି । କଠୋର ଆଭିମୁଖ୍ୟ ପୋଷଣ କରି ସେହି ଅଧ୍ୟାୟରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ।
ଜିଲ୍ଲାସ୍ତରଠାରୁ ଆରମ୍ଭ କରି ବିଭାଗୀୟ ମୁଖ୍ୟ ଏବଂ ରାଜ୍ୟସ୍ତରୀୟ ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ବିଭାଗରେ ପଦୋନ୍ନତି ଅପେକ୍ଷାରେ ଥିବା ଅଧିକାରୀ ଓ କର୍ମଚାରୀମାନଙ୍କ ସୁବିଧା ପାଇଁ ଡେଡଲାଇନ ଧାର୍ଯ୍ୟ କରାଯାଇଛି । ପଦୋନ୍ନତି ଯୋଗ୍ୟ ଅଧିକାରୀ ଏବଂ କର୍ମଚାରୀଙ୍କ ସରକାରୀ ପ୍ରକ୍ରିୟା ଡିସେମ୍ବର ୩୧ ସୁଦ୍ଧା ଶେଷ କରାଯାଇ ଜାନୁଆରୀ ୧ ରୁ ପଦୋନ୍ନତି ଦେବାକୁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ ନିର୍ଦ୍ଦେଶ ଜାରି କରିଛନ୍ତି ।
ଏହି ନିର୍ଦ୍ଦେଶ ଅନୁଯାୟୀ, ଡିସେମ୍ବର ୩୧ ତାରିଖ ସଂଧ୍ୟା ସୁଦ୍ଧା ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଏବଂ ଜିଲ୍ଲାପାଳମାନେ ଅନୁପାଳନ କରିବାକୁ ବାଧ୍ୟ । ପଦୋନ୍ନତି ଅପେକ୍ଷାରେ ଥିବା କୌଣସି ଯୋଗ୍ୟ ଅଧିକାରୀ, କର୍ମଚାରୀ ଯେପରି ନିଜ ପଦୋନ୍ନତି ପାଇଁ ଏଠୁ ସେଠିକି ନ ଧାଇଁବେ, ସେଥିପାଇଁ ପ୍ରଚଳିତ ବ୍ୟବସ୍ଥାରେ ଆବଶ୍ୟକୀୟ ପରିବର୍ତ୍ତନ ଓ ଶୃଙ୍ଖଳା ଆଣିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଯହି ଏହା ଭଙ୍ଗ ହୋଇ ପଦୋନ୍ନତି ପ୍ରକ୍ରିୟାରେ ପୁର୍ବଭଳି ଅହେତୁକ ବିଳମ୍ବ ଘଟେ ତେବେ ସଂପୃକ୍ତ ମୁଖ୍ୟମାନେ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।
୫ଟିର ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର ଭାବେ ଦାୟିତ୍ୱ ନିର୍ବାହ କରୁଥିବା ସରକାରୀ କର୍ମଚାରୀଙ୍କୁ ଏଚଆରଏମଏସ ସୁବିଧା ଥାଇ ବି ପଦୋନ୍ନତି ଦେବା କ୍ଷେତ୍ରରେ ବିଳମ୍ବ ଘଟୁଥିବା ମୁଖ୍ୟମନ୍ତ୍ରୀ ଅନୁଭବ କରୁଥିବା କହିଛନ୍ତି । ଆବଶ୍ୟକସ୍ଥଳେ ଏଥିରେ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ଠିକ୍ ସମୟରେ ପଦୋନ୍ନତି ଦିଆଗଲେ ଟିମ୍ ୱାର୍କ ପାଇଁ କର୍ମଚାରୀ ଉତ୍ସାହିତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Previous Post

ରାଗିଛନ୍ତି ମନ୍ତ୍ରୀ! ଦଳୀୟ ପ୍ରସ୍ତୁତି ବୈଠକକୁ ଆସିଲେନି

Next Post

ଯୌବନରେ ସଫଳତାର ଜୁଆର

Next Post
ଯୌବନରେ ସଫଳତାର ଜୁଆର

ଯୌବନରେ ସଫଳତାର ଜୁଆର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA