Friday, March 13, 2026 12:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

by Our Correspondent
15 Oct, 2019- 04:41 PM
in Latest News, News
1 min read
0
ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତାକାଲି ଅକ୍ଟୋବର ୧୬ ତାରିଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୩ ତମ ଜନ୍ମଦିନ । ଏହି ଦିନକୁ ଧୁମଧାମ୍ ରେ ପାଳନ କରିବା ପାଇଁ କର୍ମୀମାନେ ଅପେକ୍ଷାରେ ଥିବା ବେଳେ ମୁଖ୍ୟମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳିବେନି ବୋଲି ଆଜି ଘୋଷଣା କରିଛନ୍ତି । ଚଳିତବର୍ଷ ଫନି ବାତ୍ୟାରେ ରାଜ୍ୟର ବିପୁଳ କ୍ଷତି ଘଟିଥିବାରୁ ଆସନ୍ତାକାଲି ତାଙ୍କ ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।
କର୍ମୀ ଓ ଶୁଭେଚ୍ଛୁମାନେ ଜନ୍ମଦିନ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସ ଆସିବା ପରିବର୍ତ୍ତେ ନିକଟସ୍ଥ ଅନାଥାଶ୍ରମ ଓ ଭିନ୍ନକ୍ଷମ ପିଲାମାନଙ୍କ ପାଇଁ ଥିବା ସ୍କୁଲକୁ ଯାଆନ୍ତୁ ଓ ସେମାନଙ୍କ ଭଲ ପାଇଁ କିଛି କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
“କେବଳ ମୋର ଜନ୍ମଦିନ ନୁହେଁ, ଆପଣଙ୍କ ଜୀବନର ସବୁ ସ୍ମରଣୀୟ ଦିନ ଯଥା ଆପଣଙ୍କ ଜନ୍ମଦିନ, ଆପଣଙ୍କ ପିଲାମାନଙ୍କ ଜନ୍ମ ଦିନ, ବିବାହ ବାର୍ଷିକୀ ଆଦି ଦିନମାନଙ୍କରେ ଏହି ପିଲାମାନଙ୍କ ପାଖକୁ ଯାଆନ୍ତୁ ଏବଂ ସେମାନଙ୍କ ପାଇଁ କିଛି କାମ କରନ୍ତୁ । ପିଲାମାନେ ହେଉଛନ୍ତି ଆମର ଭବିଷ୍ୟତ । ତେଣୁ ସେମାନଙ୍କ ଭଲ ପାଇଁ ଆପଣ ଯାହା କିଛି କରିବେ, ତାହା ମୋତେ ସବୁଠାରୁ ଅଧିକ ଆନନ୍ଦ ଦେବ । ଯେତେବେଳେ ଆପଣ ଅନାଥାଶ୍ରମ ବି ଭିନ୍ନକ୍ଷମ ପିଲାମାନଙ୍କ ପାଇଁ ବିଦ୍ୟାଳୟକୁ ଯାଉଛନ୍ତି, ସେତେବେଳେ ଆପଣଙ୍କ ପରିବାର ଓ ପିଲାମାନଙ୍କୁ ସାଥୀରେ ନେଇ ଯାଆନ୍ତୁ” ବୋଲି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀ ହେଉଛନ୍ତି ମୋର ପରିବାର । ଓଡ଼ିଶାବାସୀଙ୍କ ସ୍ନେହ ଓ ଭଲ ପାଇବା ମୋତେ ଋଣୀ କରିଛି । ଆପଣମାନଙ୍କ ଆଶିର୍ବାଦ ହିଁ ମୋର ସବୁଠାରୁ ବଡ଼ ପ୍ରେରଣା । ମୁଁ ବହୁତ ଖୁସି ଯେ ଆସନ୍ତାକାଲି ସାରା ରାଜ୍ୟରେ ଜୀବନବିନ୍ଦୁ ରକ୍ତଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।
Previous Post

ପାଣ୍ଡିଆନ୍ ଙ୍କ ପ୍ରଥମ ଗସ୍ତର ପ୍ରଭାବ: ତିନି ଜିଲ୍ଲା ପାଇଁ ୪୦୦ କୋଟିର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Next Post

୭୩ ରେ ୨୩ ବସନ୍ତ

Next Post
୭୩ ରେ ୨୩ ବସନ୍ତ

୭୩ ରେ ୨୩ ବସନ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA