Wednesday, April 29, 2026 07:14 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଜମ୍ମୁ -କାଶ୍ମୀର ପ୍ରଥମ ଉପରାଜ୍ୟପାଳ ପଦରେ ଓଡ଼ିଆ ପୁଅ

by Our Correspondent
25 Oct, 2019- 11:50 PM
in Latest News, National, News
1 min read
0
ଜମ୍ମୁ -କାଶ୍ମୀର ପ୍ରଥମ ଉପରାଜ୍ୟପାଳ ପଦରେ ଓଡ଼ିଆ ପୁଅ
ନୂଆଦିଲ୍ଲୀ: ଧାରା ୩୭୦ ଉଚ୍ଛେଦ ପରେ ନବଗଠିତ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କାଶ୍ମୀରର ଉପରାଜ୍ୟପାଳ ପଦ ଅଳଙ୍କୃତ କରିଛନ୍ତି ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ । ୧୯୮୫ ବ୍ୟାଚ୍ ଗୁଜୁରାଟ କ୍ୟାଡରର ଆଇଏଏସ ଶ୍ରୀ ମୁର୍ମୁଙ୍କ ଘର ମୟୁରଭଞ୍ଜ ଜିଲ୍ଲାର ବେତନଟୀ ଅଞ୍ଚଳରେ । କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରଣାଳୟରେ ଏକ୍ସପେଣ୍ଡିଚର ସେକ୍ରେଟାରୀ ଭାବେ ଏବେ ସେ କାର୍ଯ୍ୟ କରୁଛନ୍ତି । ମୟୁରଭଞ୍ଜର ଏକ ଅଖ୍ୟାତ ପଲ୍ଲୀରୁ ଯାଇ ଦେଶର ସବୁଠାରୁ ଏହି ଗୁରୁତ୍ୱପୂର୍ଣ୍ଣ ଜମ୍ମୁ-କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ପଦରେ ଗିରୀଶଙ୍କ ନିଯୁକ୍ତି ସମଗ୍ର ଓଡ଼ିଶାବାସୀଙ୍କ ପାଇଁ ଗର୍ବର ବିଷୟ ହୋଇଛି ।
ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଏମଏ ଏବଂ ବର୍ମିଂହାମ ବିଶ୍ୱବିଦ୍ୟାଳୟରୁ ଏମବିଏ ଡିଗ୍ରୀଧାରୀ ଗିରୀଶ ଗୁଜୁରାଟ ସରକାରଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଛନ୍ତି । ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ଥିବା ବେଳେ ସେ ତାଙ୍କର ପ୍ରମୁଖ ସଚିବ ପଦରେ ଥିଲେ । ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ଦିଲ୍ଲୀରେ ଗିରୀଶଙ୍କ ପ୍ରଭାବ ଦେଖିବାକୁ ମିଳିଥିଲା । ପ୍ରଧାନମନ୍ତ୍ରୀଙ୍କ ପ୍ରଭାବୀ ଅଫିସର ତାଲିକାରେ ତାଙ୍କୁ ଗଣାଯାଉଥିଲା । ତାଙ୍କର ଦକ୍ଷତାକୁ ବିଚାର କରି କେନ୍ଦ୍ର ସରକାର ତାଙ୍କୁ ଜମ୍ମୁ-କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଦାୟିତ୍ୱ ଦେଇଛନ୍ତି ।
ଆସନ୍ତା ଅକ୍ଟୋବର ୩୧ ତାରିଖରୁ ଜମ୍ମୁ-କାଶ୍ମୀର କେନ୍ଦ୍ର ଶାସିତ ଅଞ୍ଚଳ ଭାବେ କାର୍ଯ୍ୟକ୍ଷମ ହେବ । ବର୍ତ୍ତମାନର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କୁ ଗୋଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିଲା ବେଳେ ୧୯୭୭ ବ୍ୟାଚ୍ ଆଇଏଏସ୍ ରାଧାକୃଷ୍ଣ ମାଥୁରଙ୍କୁ ଲଦାଖ ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି ।
Previous Post

‘ଓଡ଼ିଶା- ମୋ ପରିବାର’: କାର୍ଯ୍ୟକ୍ରମ ଘୋଷଣା ବେଳେ ମୁଖ୍ୟମନ୍ତ୍ରୀ ଭାବବିହ୍ୱଳ

Next Post

ଅନାଥ ପିଲାଙ୍କ ସହ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ

Next Post
ଅନାଥ ପିଲାଙ୍କ ସହ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ

ଅନାଥ ପିଲାଙ୍କ ସହ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA