Wednesday, April 29, 2026 09:08 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ଟାଇମସ୍ ହାଇଅର ଏଜୁକେସନ୍ ୟଙ୍ଗ ୟୁନିଭରସିଟି ରାଙ୍କିଂରେ ‘କିଟ୍’

by Our Correspondent
01 Jul, 2019- 11:51 PM
in News
1 min read
0
ଟାଇମସ୍ ହାଇଅର ଏଜୁକେସନ୍ ୟଙ୍ଗ ୟୁନିଭରସିଟି ରାଙ୍କିଂରେ ‘କିଟ୍’
ଭୁବନେଶ୍ୱର: ଦି ଟାଇମସ୍ ହାଇଅର ଏଜୁକେସନ୍ ୟଙ୍ଗ ୟୁନିଭରସିଟି ରାଙ୍କିଂରେ ୨୦୧୯ରେ କିଟ୍ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି । ‘ ଦି ଟାଇମସ୍ ହାଇଅର ଏଜୁକେସନ୍’ ପକ୍ଷରୁ ଜୁନ୍ ୨୭ ତାରିଖରେ ପ୍ରକାଶିତ ବିଶ୍ୱସ୍ତରୀୟ ୟଙ୍ଗ ୟୁନିଭରସିଟି ରାଙ୍କିଂରେ ଓଡ଼ିଶାର ଏକମାତ୍ର ଘରୋଇ ବିଶ୍ୱବିଦ୍ୟାଳୟ ଭାବେ କିଟ୍ ‘୩୦୧+’ତମ ସ୍ଥାନ ହାସଲ କରିବାର ଗୌରବ ଅର୍ଜନ କରିଛି । ଗତ ୫୦ ବର୍ଷ ମଧ୍ୟରେ ପ୍ରତିଷ୍ଠିତ ବିଶ୍ୱର ଲବ୍ଧ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଏହି ଚୟନ ପ୍ରକ୍ରିୟାରେ ସାମିଲ କରାଯାଇଥିଲା । ଶିକ୍ଷାଦାନ, ଗବେଷଣା, ଇଣ୍ଟରନ୍ୟାସନାଲ୍ ଆଉଟଲୁକ୍ ଏବଂ ଇଣ୍ଡଷ୍ଟ୍ରି୍ଆଲ୍ ଆଉଟପୁଟ୍ ଭଳି ୫ଟି ମାନଦଣ୍ଡକୁ ନେଇ ବିଶ୍ୱବିଦ୍ୟାଳୟଗୁଡ଼ିକର ରାଙ୍କିଂ କରାଯାଇଛି ।
ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, କିଟ୍ ୨୨ ବର୍ଷର ଅନୁଷ୍ଠାନ ହୋଇଥିବା ବେଳେ ମାତ୍ର ୧୫ ବର୍ଷର ବିଶ୍ୱବିଦ୍ୟାଳୟ ଭାବେ ଉପରୋକ୍ତ ୫ଟି ଯାକ ମାନଦଣ୍ଡକୁ ପୂରଣ କରି ୩୦୧ ରାଙ୍କ୍ ପାଇଛି ।
ସୂଚନାଯୋଗ୍ୟ, ଟାଇମସ୍ ହାଇଅର ଏଜୁକେସନ୍ ପକ୍ଷରୁ ଚଳିତବର୍ଷ କରାଯାଇଥିବା ଏହି ୟଙ୍ଗ୍ ୟୁନିଭରସିଟି ରାଙ୍କିଂ ହେଉଛି ଏକ ବିଶ୍ୱସ୍ତରୀୟ ପ୍ରଦର୍ଶନୀ ତାଲିକା । ଏହା ପୂର୍ବରୁ ‘କିଟ୍’ ଟାଇମସ୍ ହାଇଅର ଏଜୁକେସନ୍ ବିଶ୍ୱବିଦ୍ୟାଳୟ ରାଙ୍କିଂ, ବିଶ୍ୱ ବିଶ୍ୱବିଦ୍ୟାଳୟ ଇମ୍ପାକ୍ଟ ରାଙ୍କିଂ ଏବଂ ଏସିଆ ବିଶ୍ୱବିଦ୍ୟାଳୟ ରାଙ୍କିଂରେ ସ୍ଥାନ ପାଇସାରିଛି । ଏହି ସଫଳତା ପାଇଁ କିଟ୍ ଓ କିସ୍ ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଶୁଭେଚ୍ଛୁ କିଟ୍ ଓ କିସ୍ ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ତାଙ୍କର ଉତ୍ତମ ଦୂରଦୃଷ୍ଟି ଓ ପ୍ରଚେଷ୍ଟା ପାଇଁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ।
Previous Post

ବଜେଟ୍ ରେ କୃଷି, ମହିଳା ଓ ସାମାଜିକ କ୍ଷେତ୍ରକୁ ଗୁରୁତ୍ୱ

Next Post

ଅକଳରେ ‘କାଳିଆ’! ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍

Next Post
ଅକଳରେ ‘କାଳିଆ’! ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍

ଅକଳରେ ‘କାଳିଆ’! ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA