Wednesday, April 29, 2026 10:43 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଡବଲ୍ ଦାୟିତ୍ୱ ହରାଇଲେ ପ୍ରଫୁଲ୍ଲ, ଡବଲ୍ ଦାୟିତ୍ୱ ପାଇଲେ ସୁଶାନ୍ତ

by Our Correspondent
13 Dec, 2019- 08:46 PM
in Latest News, News, Politics
1 min read
0
ଡବଲ୍ ଦାୟିତ୍ୱ ହରାଇଲେ ପ୍ରଫୁଲ୍ଲ, ଡବଲ୍ ଦାୟିତ୍ୱ ପାଇଲେ ସୁଶାନ୍ତ
ଭୁବନେଶ୍ୱର: ପ୍ରଫୁଲ୍ଲ ମଲ୍ଲିକଙ୍କ ପାଖରୁ ଗଲା ଡବଲ୍ ଜିଲ୍ଲାର ଯୋଜନା ବୋର୍ଡ ଦାୟିତ୍ୱ । ସୁଶାନ୍ତ ସିଂଙ୍କ ପାଖକୁ ଆସିଲା ଡବଲ୍ ଜିଲ୍ଲାର ଦାୟିତ୍ୱ । ଏହିଭଳି ଭାବେ ଆଜି ୩ଟି ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ ବଦଳାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦେବଗଡ଼ ଏବଂ କେନ୍ଦୁଝର ଜିଲ୍ଲା ଯୋଜନା ବୋର୍ଡ ଦାୟିତ୍ୱ ଦିଆଯାଇଥିଲା । ଏବେ ତାଙ୍କୁ ଦେବଗଡ଼ ଜିଲ୍ଲା ଦାୟିତ୍ୱରୁ ହଟିବାକୁ ପଡ଼ିଛି । ତାଙ୍କ ଜାଗାରେ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁଙ୍କୁ ନିଯୁକ୍ତି ଦିଆଯାଇଛି । ଶ୍ରୀ ମଲ୍ଲିକ ଏବେ କେବଳ କେନ୍ଦୁଝର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବେ ।
ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ସମ୍ବଲପୁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପଦ ସମ୍ଭାଳୁଛନ୍ତି । ଏବେ ପୁଣି ବଲାଙ୍ଗୀର ଜିଲ୍ଲା ଦାୟିତ୍ୱ ପାଇଛନ୍ତି । ସୁତରାଂ ସମ୍ବଲପୁର ସାଙ୍ଗରେ ବଲାଙ୍ଗୀର, ଦୁଇ ଦୁଇଟି ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି ସୁଶାନ୍ତ ସିଂ ।
ବଲାଙ୍ଗୀର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଥିବା ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ କଳାହାଣ୍ଡି ଜିଲ୍ଲାକୁ ଅଣାଯାଇଛି । ଶ୍ରୀମତୀ ଟୁକୁନି ସାହୁଙ୍କ ଜାଗାରେ ନବ ଦାସଙ୍କୁ କଳାହାଣ୍ଡି ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ନିଯୁକ୍ତି ଦିଆଯାଇଛି ।
ସୂଚନାଥାଉକି, ଅଗଷ୍ଟ ୯ରେ ଜିଲ୍ଲା ଯୋଜନା କମିଟି ଗୁଡ଼ିକର ପୁର୍ନଗଠନ କରିଥିଲେ ପଞ୍ଚମ ପାଳିର ବିଜେଡ଼ି ସରକାର । ୧୭ ଜଣ ମନ୍ତ୍ରୀଙ୍କୁ ୧୮ ଟି ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ କରାଯାଇଥିଲା ବେଳେ ଅବଶିଷ୍ଟ ୧୨ଟି ଜିଲ୍ଲାରେ ବିଧାୟକମାନଙ୍କୁ ନିଯୁକ୍ତି ଦିଆଯାଇଥିଲା । ତେବେ ୫ ମାସ ନ ପୂରୁଣୁ ସେଥିରେ ଅଦଳ ବଦଳ କରାଯାଇଛି ।
Previous Post

ଝଲସିବ ଏକାମ୍ରକ୍ଷେତ୍ର: ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Next Post

ରାହୁଲ କହିଲେ କ’ଣ ଇରାନୀ ଗାଇଲେ କ’ଣ

Next Post
ରାହୁଲ କହିଲେ କ’ଣ ଇରାନୀ ଗାଇଲେ କ’ଣ

ରାହୁଲ କହିଲେ କ’ଣ ଇରାନୀ ଗାଇଲେ କ’ଣ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA