Monday, May 25, 2026 01:25 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ତିତଲି ବିପନ୍ନଙ୍କୁ ନଗଦ ୧ ହଜାର ଟଙ୍କା

by Our Correspondent
15 Oct, 2018- 08:43 PM
in Latest News, News
1 min read
0
ତିତଲି ବିପନ୍ନଙ୍କୁ ନଗଦ ୧ ହଜାର ଟଙ୍କା

୧୬ଟି ଜିଲ୍ଲାର ୫୭ ଲକ୍ଷ ଲୋକ କ୍ଷତିଗ୍ରସ୍ତ

ଭୁବନେଶ୍ୱର: ତିତଲି ଦ୍ୱାରା କ୍ଷତିଗ୍ରସ୍ତ ସବୁ ପରିବାରକୁ ନଗଦ ଏକ ହଜାର ଟଙ୍କା, ୫୦ କେଜି ଚାଉଳ ଓ ଅଢ଼େଇ ଲିଟର କିରୋସିନି ତୁରନ୍ତ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଅନୁଯାୟୀ ଖୁବ ଶୀଘ୍ର ଆଉ ଦୁଇ ହଜାର ଟଙ୍କା ସମସ୍ତ କ୍ଷତିଗ୍ରସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ । ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତିର ସମୀକ୍ଷା କରିଥିଲେ । ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ଗଜପତି ଜିଲ୍ଲା ପରିଦର୍ଶନ କରି ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ପରିସ୍ଥିତି ସମ୍ପର୍କରେ ଅବଗତ କରିଥିଲେ ।
ତିତଲି କ୍ଷୟକ୍ଷତି ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପ୍ରାଥମିକ ଆକଳନ ବୈଠକରେ ଉପସ୍ଥାପିତ ହୋଇଥିଲା । ରାଜ୍ୟର ୧୬ଟି ଜିଲ୍ଲାର ୧୧୪ ଟି ବ୍ଲକ୍ ର ୫୭ ଲକ୍ଷ ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି । ଧାନ ଓ ଅଣଧାନ ଚାଷରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ୧,୪୮,୦୦୦ ହେକ୍ଟର ଧାନ ଫସଲ ଓ ୬୫,୦୦୦ ହେକ୍ଟର ଅଣ ଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି ।
ବୈଠକର ଆଲୋଚନା ଅନୁଯାୟୀ, କ୍ଷତିଗ୍ରସ୍ତ ଅଞ୍ଚଳଗୁଡ଼ିକରେ ପରିସ୍ଥିତି ସ୍ୱାଭାବିକ ହେଉଛି । ସମସ୍ତଙ୍କୁ ପଲିଥିନ୍ ଯୋଗାଇ ଦିଆଯାଉଛି । ପାରଳାଖେମୁଣ୍ଡି ଓ କାଶିନଗରରେ ଆଜି ସଂଧ୍ୟା ସୁଦ୍ଧା ବିଦୁ୍ୟତ ସରବରାହ ପୁନଃସ୍ଥାପିତ ହେଉଛି । ଅନ୍ୟାନ୍ୟ ବ୍ଲକ୍ ମୁଖ୍ୟ କାର୍ଯ୍ୟାଳୟଗୁଡ଼ିକରେ ଆସନ୍ତାକାଲି ସୁଦ୍ଧା ବିଦ୍ୟୁତ ପୁନଃ ସଂଯୋଗ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବ୍ୟାପକ କ୍ଷତି ଯୋଗୁଁ ବାକି ସ୍ଥାନ ଗୁଡ଼ିକରେ ଏହି କାର୍ଯ୍ୟ ପାଇଁ ଦୁଇ ତିନି ଦିନ ସମୟ ଲାଗିବ । ସେହିଭଳି ପୂର୍ତ୍ତ ବିଭାଗ ରାସ୍ତାଗୁଡ଼ିକର ଯୋଗାଯୋଗ ପୁନଃସ୍ଥାପିତ କରାଯାଇଛି । ଗ୍ରାମ୍ୟ ଉନ୍ନୟନ ରାସ୍ତାଗୁଡ଼ିକର ମରାମତି ପାଇଁ ତିନି ଦିନ ସମୟ ଲାଗିବ ଏବଂ ସେଥିପାଇଁ ସ୍ୱତନ୍ତ୍ର ପାଣ୍ଠି ଯୋଗାଇ ଦିଆଯିବ । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାଗଣା ଚିକିତ୍ସା ସହ ସବୁ ପ୍ରକାର ସତର୍କତାମୂଳକ ପଦକ୍ଷେପ ନିଆଯାଉଥିବା କୁହାଯାଇଛି ।
Previous Post

ଓସିଏରେ ବୟସ ଜାଲିଆତି କରି ଖେଳାଳି ଚୟନ !

Next Post

ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେନି

Next Post
ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେନି

ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେନି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA