Wednesday, April 29, 2026 10:43 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଦାୟିତ୍ୱ ସମ୍ଭାଳିଲେ ମାନସ ମଙ୍ଗରାଜ; 5-T ଉପରେ ଗୁରୁତ୍ୱ

by Our Correspondent
11 Sep, 2019- 11:57 PM
in Latest News, News
1 min read
0
ଦାୟିତ୍ୱ ସମ୍ଭାଳିଲେ ମାନସ ମଙ୍ଗରାଜ; 5-T ଉପରେ ଗୁରୁତ୍ୱ
ଭୁୁବନେଶ୍ୱର: ରାଜ୍ୟ ସରକାରଙ୍କ ମିଡ଼ିଆ ଉପଦେଷ୍ଟା ଭାବେ ମାନସ ରଞ୍ଜନ ମଙ୍ଗରାଜ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକ ପ୍ରମୁଖ ତାଙ୍କୁ ସ୍ୱାଗତ ଜଣାଇଥିଲେ ।
ଏହି ଅବସରରେ ଶ୍ରୀ ମଙ୍ଗରାଜ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ ଦେଇଥିବା 5-T ମନ୍ତ୍ର ଉପରେ ଗୁରୁତ୍ୱ ଦେଇଥିଲେ । ଏଥିପାଇଁ ସେ ନିଜେ ଯତ୍ନବାନ ହେବେ ବୋଲି ପ୍ରତିଶ୍ରୁତି ଦେବା ସହ ବିଭାଗୀୟ ଅଧିକାରୀମାନଙ୍କ ସହଯୋଗ କାମନା କରିଥିଲେ । ଆଗାମୀ ଦିନରେ ବିଭିନ୍ନ ଗଣମାଧ୍ୟମ ସଂସ୍ଥା, ସାମ୍ବାଦିକ ଏବଂ ସମସ୍ତ ସରକାରୀ ବିଭାଗ ମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରାଯାଇ 5-T ଆଧାରରେ ସମସ୍ତ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କହିଥିଲେ ।
ସୂଚନାଥାଉକି, ସାମ୍ବାଦିକତାରୁ ରାଜନୀତିକୁ ଆସିଥିବା ଯୁବନେତା ମାନସ ମଙ୍ଗରାଜଙ୍କୁ ମିଡ଼ିଆ ଉପଦେଷ୍ଟା ଭାବେ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି । ଗଣମାଧ୍ୟମ ସମ୍ପର୍କିତ ପ୍ରସଙ୍ଗରେ ସେ ସରକାରଙ୍କୁ ପରାମର୍ଶ ଦେବା ସହ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକୁ ଲୋକଙ୍କ ପାଖରେ ପହଞ୍ଚାଇବାର ଦାୟିତ୍ୱ ତାଙ୍କ ଉପରେ ନ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ବିଜେଡ଼ିର ସାଧାରଣ ସମ୍ପାଦକ(ଗଣମାଧ୍ୟମ ବ୍ୟାପାର) ଦାୟିତ୍ୱକୁ ମାନସ ସୁଚାରୂରୂପେ ତୁଲାଇଥିଲେ ।
Previous Post

ଟ୍ରାଫିକ୍ ଧରପଗଡ଼ ଖୋଲିଦେଲା ଖାକି ଗୁମର

Next Post

ଘରୋଇ ସ୍ୱାସ୍ଥ୍ୟସେବାର ବ୍ରାଣ୍ଡ ଆମ୍ବାସଡ଼ର ସାଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ

Next Post
ଘରୋଇ ସ୍ୱାସ୍ଥ୍ୟସେବାର ବ୍ରାଣ୍ଡ ଆମ୍ବାସଡ଼ର ସାଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଘରୋଇ ସ୍ୱାସ୍ଥ୍ୟସେବାର ବ୍ରାଣ୍ଡ ଆମ୍ବାସଡ଼ର ସାଜିଲେ ସ୍ୱାସ୍ଥ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA