Thursday, April 30, 2026 11:11 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛାର ସୁଅ

by Our Correspondent
16 Oct, 2017- 12:43 PM
in Latest News, News
1 min read
0
ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛାର ସୁଅ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନ ଶୁଭେଚ୍ଛାର ସୁଅ ଛୁଟିଛି । ଆଜି ନବୀନଙ୍କ ୭୨ ବର୍ଷ ପଦାର୍ପଣରେ ବିଜୁ ଜନତା ଦଳ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ନବୀନ ନିବାସ ଯାଇ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି । ରାଜ୍ୟ ଓ ରାଜ୍ୟ ବାହାରୁ ବିଶିଷ୍ଟ ବ୍ୟକ୍ତିମାନେ ଟ୍ୱିଟରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟପାଳ ଡ. ଏସ.ସି.ଜମିର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖ ନବୀନଙ୍କୁ ଶୁଭେଚ୍ଛା ଜଣାଇ ତାଙ୍କର ସୁସ୍ଥ, ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି । ଶୁଭେଚ୍ଛୁ ଓ ସମର୍ଥକମାନଙ୍କୁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇବା ସହ ରାଜ୍ୟବାସୀଙ୍କ ସେବାରେ ନିଜର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି । ଓଡ଼ିଶାର ବିକାଶ ପାଇଁ ତାଙ୍କ କାର୍ଯ୍ୟ ଜାରି ରହିବ ଏବଂ ସେ କଠିନ ପରିଶ୍ରମ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ପାଇଁ ଆଜି ସକାଳୁ ନବୀନ ନିବାସରେ ପ୍ରବଳ ଭିଡ଼ ହୋଇଥିଲା । ବିଜେଡ଼ିର ସବୁବର୍ଗ ନେତା, ମନ୍ତ୍ରୀ,ବିଧାୟକ,ମେୟର, କର୍ପୋରେଟର,ସରକାରୀ ଉଚ୍ଚପଦାଧିକାରୀ, ରାଜଧାନୀର ବିଭିନ୍ନ ସ୍କୁଲ, କଲେଜ ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜନ୍ମିଦନର ଶୁଭେଚ୍ଛା ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କଠାରୁ ଫୁଲତୋଡ଼ା ଗ୍ରହଣ କରି କୃତଜ୍ଞତା ଜଣାଇଥିଲେ । ଦଳୀୟ ନେତାଙ୍କ ଗହଣରେ ମୁଖ୍ୟମନ୍ତ୍ରୀ ଜନ୍ମଦିନ କେକ୍ କାଟି ସେଲିବ୍ରେସନ୍ କରିଥିଲେ । ପରେ ମୁଖ୍ୟମନ୍ତ୍ରୀ ବିଜେଡ଼ି ଅଫିସ ଯାଇ ମେଗା ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ସେଠାରୁ ମୁଖ୍ୟମନ୍ତ୍ରୀ ଯାଇଥିଲେ ସଚିବାଳୟ । ସଚିବାଳୟରେ ବିଭିନ୍ନ ବିଭାଗର ଅଫିସର ଓ କର୍ମଚାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ ।

 

Previous Post

ଅପରାଜେୟ ନବୀନ @ ୭୨

Next Post

ସାମ୍ବାଦିକତା ନା ଦଲାଲି ?

Next Post
ସାମ୍ବାଦିକତା ନା ଦଲାଲି ?

ସାମ୍ବାଦିକତା ନା ଦଲାଲି ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA