Tuesday, May 26, 2026 10:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନଭେମ୍ବର ସୁଦ୍ଧା କରୋନା ଟୀକା, ଆଗ ପାଇପାରେ ଓଡ଼ିଶା

by Our Correspondent
22 Jul, 2020- 02:08 PM
in Latest News, News
1 min read
0
ନଭେମ୍ବର ସୁଦ୍ଧା କରୋନା ଟୀକା, ଆଗ ପାଇପାରେ ଓଡ଼ିଶା

ସେରମ୍ ଇନଷ୍ଟିଚ୍ୟୁଟ୍ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମଣରେ କବଳିତ ଦେଶ ଓ ରାଜ୍ୟ ପାଇଁ ଖୁସି ଖବର । ଆସନ୍ତା ଅକ୍ଟୋବର-ନଭେମ୍ବର ସୁଦ୍ଧା ପ୍ରସ୍ତୁତ ହୋଇଯିବ କୋଭିଡ୍ ଟୀକା । ଏହାର ପ୍ରସ୍ତୁତକର୍ତ୍ତା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ପାର୍ଟନର ପୁନେ ର ସେରମ୍ ଇନଷ୍ଟିଚ୍ୟୁଟ୍ ର ସିଇଓ ଆଦର ପାନୱାଲ୍ ଆଜି ଏହି ସୂଚନା ଦେଇଛନ୍ତି । ଏହି ଟୀକାର ପ୍ରଥମ ପରୀକ୍ଷଣ ସଫଳ ହୋଇଛି । ଅଗଷ୍ଟ ମଧ୍ୟଭାଗରେ ଏହାର ପରବର୍ତ୍ତୀ ପରୀକ୍ଷଣ ହୋଇ ଅକ୍ଟୋବର କିମ୍ବା ନଭେମ୍ବର ସୁଦ୍ଧା ଭ୍ୟାକସିନ୍ ପ୍ରସ୍ତୁତ ହୋଇଯିବ ବୋଲି କହିଛନ୍ତି ପନୱାଲା ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂରେ ଶ୍ରୀ ପାନୱାଲ୍ ଙ୍କ ସହ କୋଭିଡ୍ ଭ୍ୟାକସିନ୍ ର ଅଗ୍ରଗତି ସମ୍ପର୍କରେ କଥା ହୋଇଥିଲେ । କୋଭିଡ୍ ଭ୍ୟାକସିନ୍ ପରୀକ୍ଷଣର ଅଗ୍ରଗତି ନେଇ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ । ଭ୍ୟାକସିନ୍ ପ୍ରସ୍ତୁତ ହୋଇ ଆସିବା ପରେ ଓଡ଼ିଶାକୁ ଅଗ୍ରାଧିକାର ଦେଇ ପଠାଇବାକୁ ମୁଖ୍ୟମନ୍ତ୍ରୀ ତାଙ୍କର ସହଯୋଗ ଲୋଡିଥିଲେ । ସେରମ୍ ଇନଷ୍ଟିଚ୍ୟୁଟ୍ ସହ ରାଜ୍ୟ ସରକାର ଯୋଗାଯୋଗରେ ରହିବେ ବୋଲି ଜଣାଇଥିଲେ ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀଙ୍କ ଆଗ୍ରହକୁ ଶ୍ରୀ ପନୱାଲା ତାରିଫ୍ କରିବା ସହ ସେରମ୍ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ରାଜ୍ୟ ସରକାରଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏହି ଅବସରରେ ଓଡ଼ିଶାରେ କୋଭିଡ୍ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରିଥିଲେ ପନୱାଲା ।
ମୁଖ୍ୟମନ୍ତ୍ରୀଙ୍କର ଏହି ଭିଡ଼ିଓ କନଫରେନ୍ସିଂ କଥାବାର୍ତ୍ତା ବେଳେ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ଉପଦେଷ୍ଟା ଆର.ବାଲକ୍ରିଷନ୍, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।
Previous Post

ସ୍ଥିତି ଅସମ୍ଭାଳ: ରାଜ୍ୟରୁ ଦିନକରେ ରେକର୍ଡ ୧୦୭୮ ପଜିଟିଭ୍, ୫ ମୃତ୍ୟୁ

Next Post

ସାଇତି ରଖାଯିବ ମହାପ୍ରଭୁଙ୍କ ଏବର୍ଷର ରଥ

Next Post
ସାଇତି ରଖାଯିବ ମହାପ୍ରଭୁଙ୍କ ଏବର୍ଷର ରଥ

ସାଇତି ରଖାଯିବ ମହାପ୍ରଭୁଙ୍କ ଏବର୍ଷର ରଥ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA