Thursday, April 30, 2026 08:06 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପଙ୍ଗପାଳ ଡର, ଉଚ୍ଚସ୍ତରୀୟ ସମୀକ୍ଷା

by Our Correspondent
02 Jun, 2020- 03:08 PM
in Latest News, News
1 min read
0
ପଙ୍ଗପାଳ ଡର, ଉଚ୍ଚସ୍ତରୀୟ ସମୀକ୍ଷା
ଭୁୁବନେଶ୍ୱର: ପବନର ବେଗ ଅନୁସାରେ ପଙ୍ଗପାଳଙ୍କ ଗତିବିଧି ବଦଳୁଛି । ଛତିଶଗଡ଼ କୋରିଆ ଜିଲ୍ଲାରୁ ଏବେ ମଧ୍ୟପ୍ରଦେଶ ପଳାଇଛନ୍ତି । କେଉଁ ମୁହୁର୍ତ୍ତରେ ଓଡ଼ିଶାକୁ ପଶିପାରନ୍ତି । ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ପଙ୍ଗପାଳ ଉପଦ୍ରବ ଆଶଙ୍କା ଅଧିକ ।
ଏହା ହେଉଛି ରାଜ୍ୟ ସରକାରଙ୍କ ଆକଳନ । ପଙ୍ଗପାଳ ସ୍ଥିତି ଉପରେ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀମାନେ ଏହା ଅବଗତ କରାଇଛନ୍ତି ।
ପଙ୍ଗପାଳଙ୍କ ଗତିବିଧି ଉପରେ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ତୀକ୍ଷ୍ମ ନଜର ରଖାଯିବ । ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚେତନା ସୃଷ୍ଟି କରାଯିବା ସହ ଆବଶ୍ୟକ ପଡ଼ିଲେ ଦମକଳ ଲଗାଇ ପ୍ରଭାବିତ ଅଞ୍ଚଳରେ ଔଷଧ ସିଞ୍ଚନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି ।
କୃଷି ବିଭାଗର ସ୍ୱତନ୍ତ୍ର ସଚିବ ଏସ୍.କେ. ବଶିଷ୍ଟଙ୍କ ସୂଚନା ଅନୁଯାୟୀ, ପଙ୍ଗପାଳଙ୍କ ଓଡ଼ିଶା ଆସିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ସମସ୍ତ ସତର୍କତାମୂଳ କପକ୍ଷେପ ନିଆଯାଇଛି । ଆନ୍ଧ୍ର, ଛତିଶଗଡ଼, ଝାଡ଼ଖଣ୍ଡ ସୀମାନ୍ତ ଜିଲ୍ଲାକୁ ଆଲର୍ଟ କରାଯାଇଛି । ୧୫ ଲକ୍ଷ ଚାଷୀଙ୍କ ପାଇଁ ଆଡଭାଇଜରୀ ଜାରି କରାଯାଇଛି । ଅନ୍ୟ ରାଜ୍ୟ ସରକାରଙ୍କ ସହ ଯୋଗସୂତ୍ର ରକ୍ଷା କରାଯାଉଛି ।
ପଙ୍ଗପାଳ ଉପଦ୍ରବକୁ ନିୟନ୍ତ୍ରଣ କରିବା ପାଇଁ ଏକ କଣ୍ଟିଜେନ୍ସି ପ୍ଲାନ୍ ସହ ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ କଣ୍ଟ୍ରୋଲ୍ ରୁମ୍ ଖୋଲାଯାଇଛି । ରାଜ୍ୟର ସାଢ଼େ ୬ ଲକ୍ଷ ଚାଷୀଙ୍କୁ ହ୍ୱାଟସପ୍ ମେସେଜ ଏବଂ ୮ ଲକ୍ଷ ଚାଷୀଙ୍କୁ ଭଏସ୍ ମେସେଜ ପଠାଯିବାର ବ୍ୟବସ୍ଥା କରାଯାଇଛି । ବ୍ଲକ୍ ସ୍ତରୀୟ ଅଫିସରମାନଙ୍କୁ ଟ୍ରେନିଂ ସହ ମନିଟରିଂ ଦାୟିତ୍ୱ ଦିଆଯାଇଛି । ଜିଲ୍ଲାସ୍ତରୀୟ ମନିଟରିଂ କମିଟି ଗଠନ କରାଯାଇଛି । ଅଗ୍ନିଶମ ବିଭାଗ ସହ ସମନ୍ୱୟ ରଖି ବଡ଼ ସ୍ପ୍ରେୟର ପ୍ରସ୍ତୁତ ରଖାଯାଉଥିବା କୃଷି ନିର୍ଦ୍ଦେଶକ ଏମ୍. ମୁଥୁକୁମାର ସୂଚନା ଦେଇଛନ୍ତି ।
ଉକ୍ତ ବୈଠକରେ ବିଭାଗୀୟ ଅଧିକାରମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଅଗ୍ନିଶମ ସେବା ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ୍ କମିଶନର, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓୟୁଏଟି କୁଳପତି ଏବଂ ଭାରତ ସରକାରଙ୍କ ସମନ୍ୱିତ ରୋଗପୋକ ନିୟନ୍ତ୍ରଣ କେନ୍ଦ୍ରର ଅଧିକାରୀମାନେ ଉପସ୍ଥିତ ଥିଲେ ।
Previous Post

ସୌମ୍ୟବାବୁଙ୍କର ଜ୍ଞାନ ବହୁତ, କିନ୍ତୁ…

Next Post

ନବୀନ ଦେଶର ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

Next Post
ନବୀନ ଦେଶର ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ନବୀନ ଦେଶର ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA