Thursday, April 30, 2026 12:20 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପୁରୀ ବିକାଶ ଏଜେଣ୍ଡାକୁ ସମର୍ଥନ କଲେ ଆମିକସ୍ କ୍ୟୁରି

by Our Correspondent
07 Sep, 2019- 10:20 PM
in Latest News, News
1 min read
0
ପୁରୀ ବିକାଶ ଏଜେଣ୍ଡାକୁ ସମର୍ଥନ କଲେ ଆମିକସ୍ କ୍ୟୁରି
ପୁରୀ: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ବଡ଼ ସମର୍ଥନ ମିଳିଛି । ଆଜି ପୁରୀ ପରିଦର୍ଶନରେ ଆସିଥିବା ସୁପ୍ରିମକୋର୍ଟଙ୍କ ପ୍ରତିନିଧି ତଥା ଆମିକସ୍ କ୍ୟୁରି ରଞ୍ଜିତ୍ କୁମାର ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା କରିବା ପରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ନେଇ ଖୁସି ହୋଇଛନ୍ତି । ପୁରୀ ସହରର ସର୍ବାଙ୍ଗୀନ ବିକାଶ କରି ଏହାକୁ ବିଶ୍ୱ ଐତିହ୍ୟ ଭାବେ ଗଢ଼ି ତୋଳିବାକୁ ରାଜ୍ୟ ସରକାର ଠିକଣା ପଦକ୍ଷେପ ନେଇଥିବା ସେ ଯୁକ୍ତି ଦର୍ଶାଇଛନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାଶ୍ୱର୍ରେ ଉଚ୍ଛେଦ ପ୍ରକ୍ରିୟାକୁ ସମର୍ଥନ କରିଛନ୍ତି ଆମିକସ୍ କ୍ୟୁରି ।
ଶ୍ରୀ କୁମାର କହିଛନ୍ତି, ମେଘନାଦ ପାଚେରିରୁ ୭୫ ମିଟର ଦୂରତାରେ ଥିବା ଜବରଦଖଲକୁ ଉଚ୍ଛେଦ କରାଯାଉଛି । ସେଥିପାଇଁ କାହାରିକୁ ବାଧ୍ୟ କରାଯାଉ ନାହିଁ । ସମସ୍ତଙ୍କ ସହ ଆଲୋଚନା ଏବଂ ଉପଯୁକ୍ତ କ୍ଷତିପୂରଣ ବ୍ୟବସ୍ଥା କରାଯାଇ ଏହି ବଡ଼ ପଦକ୍ଷେପ ନିଆଯାଇଛି । ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ଏଭଳି ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ପୁରୀ ଜନସାଧାରଣ, ଶ୍ରୀମନ୍ଦିର ସେବକ ଏବଂ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନଙ୍କ ସ୍ୱାର୍ଥକୁ ଆଖିରେ ରଖାଯାଇଛି । ଏହି ସୌନ୍ଦର୍ଯ୍ୟକରଣ ପ୍ରକ୍ରିୟା ଦ୍ୱାରା ଜଗନ୍ନାଥ ସଂସ୍କୃତି ସାରା ବିଶ୍ୱରେ ପ୍ରସାର ଲାଭ କରିବ ଏବଂ ଆଗକୁ ସମସ୍ତେ ଏହାର ସୁଫଳ ପାଇବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଆମିକସ୍ କ୍ୟୁରି ।

ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟା ବିରୋଧରେ ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାଏର ହୋଇଛି । ଏହି ପରିପ୍ରେକ୍ଷୀରେ ଶ୍ରୀଜଗନ୍ନାଥ ମନ୍ଦିର ଅନୁଧ୍ୟାନ କରିବାକୁ ଆଜି ପୁରୀ ଆସିଥିଲେ ଆମିକସ୍ କ୍ୟୁରି । ସାଙ୍ଗରେ ଆସିଥିଲେ ଭାରତର ସଲିସିଟର ଜେନେରାଲ ତୁଷାର ମେହେଟ୍ଟା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର, ପୁରୀ ଜିଲ୍ଲାପାଳ, ଏସପି ପ୍ରମୁଖ ଉପସ୍ଥିତ ଥିଲେ ।
Previous Post

ମାନସ ମଙ୍ଗରାଜଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା

Next Post

ଆରପାରିରେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀ

Next Post
ଆରପାରିରେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀ

ଆରପାରିରେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA