Tuesday, May 26, 2026 01:38 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରମିଳା ମଲ୍ଲିକଙ୍କ ଜାଗାରେ ମିନତୀ ବେହେରା

by Our Correspondent
11 Nov, 2018- 04:18 PM
in Latest News, News
1 min read
0
ପ୍ରମିଳା ମଲ୍ଲିକଙ୍କ ଜାଗାରେ ମିନତୀ ବେହେରା

ବିଜୁ ମହିଳା ଜନତା ଦଳ ପୁନର୍ଗଠିତ

ଭୁବନେଶ୍ୱର: ସାଧାରଣ ନିର୍ବାଚନକୁ ମାତ୍ର ୪ ମାସ ବାକି ଥିବା ବେଳେ ଦଳର ମହିଳା ସଂଗଠନକୁ ଅଧିକ ଶକ୍ତିଶାଳୀ କରିବାକୁ ଉଦ୍ୟମ କରିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଏଥିରେ ଯୁବ ନେତୃତ୍ୱକୁ ସେ ଗୁରୁତ୍ୱ ଦେଇଛନ୍ତି । ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ପଦରୁ ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ହଟାଇ ତାଙ୍କ ଜାଗାରେ ଡ. ମିନତୀ ବେହେରାଙ୍କୁ ଦାୟିତ୍ୱ ଦିଆଯାଇଛି । ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାର କିଛି ସମୟ ପରେ ତାଙ୍କୁ ଏହି ନୂତନ ନିଯୁକ୍ତି ମିଳିଛି । ବିଦାୟୀ ସଭାନେତ୍ରୀ ଶ୍ରୀମତୀ ମଲ୍ଲିକଙ୍କୁ ବିଜୁ ଜନତା ଦଳର ଉପସଭାପତି ଭାବେ ସମ୍ମାନଜନକ ଦାୟିତ୍ୱ ମିଳିଛି । ବିଜୁ ମହିଳା ଜନତା ଦଳର ଉପଦେଷ୍ଟା ଭାବେ ମଧ୍ୟ ସେ କାର୍ଯ୍ୟ କରିବେ ।
ସେହିଭଳି ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଜ୍ୟୋତି ପାଣିଗ୍ରାହୀ ଏବଂ ପୂର୍ବତନ ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା ଶ୍ରୀମତୀ କସ୍ତୁରୀ ମହାପାତ୍ରଙ୍କୁ ବିଜୁ ମହିଳା ଜନତା ଦଳରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ସଂଗଠନର ସହ ଉପଦେଷ୍ଟା ଭାବେ ସେମାନେ କାର୍ଯ୍ୟ କରିବେ । ମହିଳା କମିଶନ ଅଧ୍ୟକ୍ଷା ପଦରୁ ଆଜି ଇସ୍ତଫା ଦେଇଥିବା ଶ୍ରୀମତୀ ଲୋପାମୁଦ୍ରା ବକ୍ସିପାତ୍ରଙ୍କୁ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାନେତ୍ରୀ ପଦରେ ନିଯୁକ୍ତି ମିଳିଛି । ତାଙ୍କ ସହ ଶ୍ରୀମୟୀ ମିଶ୍ର, ସୁଲୋଚନା ଦାସ ଏବଂ ଗୀତାଞ୍ଜଳି ବସ୍ତିଆଙ୍କୁ କାର୍ଯ୍ୟକାରୀ ସଭାନେତ୍ରୀ ପଦ ଦିଆଯାଇଛି । ଶ୍ରୀମତୀ ସୁଲତା ଦେଓଙ୍କୁ ସାଧାରଣ ସମ୍ପାଦିକା ଏବଂ ଶ୍ରୀମତୀ ଏଲିନା ଦାସଙ୍କୁ ସମ୍ପାଦିକା ଭାବେ ନିଯୁକ୍ତି ଦିଆଯାଇଛି ।
Previous Post

ଆଜିଠୁ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍

Next Post

ଉଦଘାଟିତ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ

Next Post
ଉଦଘାଟିତ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ

ଉଦଘାଟିତ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA