Tuesday, May 26, 2026 12:40 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବରଗଡ଼ରେ କ୍ୟାନସର ହସ୍ପିଟାଲ୍

by Our Correspondent
21 Jan, 2020- 04:31 PM
in Latest News, News
1 min read
0
ବରଗଡ଼ରେ କ୍ୟାନସର ହସ୍ପିଟାଲ୍
ଭୁବନେଶ୍ୱର: ବରଗଡ଼ରେ ଏକ କ୍ୟାନସର୍ ହସ୍ପିଟାଲ୍ ପ୍ରତିଷ୍ଠା କରାଯିବ । ଆଜି ବରଗଡ଼ ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବଡ଼ ଘୋଷଣା କରିଛନ୍ତି । ଖାଲି ସେତିକି ନୁହେଁ, ସମ୍ବଲପୁରର ମା ସମଲେଶ୍ୱରୀ ମନ୍ଦିରର ବିକାଶ ଏବଂ ହୀରାକୁଦକୁ ଅର୍ନ୍ତଜାତୀୟ ପର୍ଯ୍ୟଟନ କେନ୍ଦ୍ର ଭାବେ ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲ୍ଲାକୁ ୧୩୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଦେଇଛନ୍ତି । ୭୦ କୋଟି ଟଙ୍କାର ୭ଟି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଥିଲା ବେଳେ ୬୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ।
ବରଗଡ଼ ଜିଲ୍ଲାର ମୁଖ୍ୟ ହସ୍ପିଟାଲ୍ ର ନୂତନ କୋଠାକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଥିଲେ । ୪୫ କୋଟି ଟଙ୍କା ଖର୍ଚ୍ଚରେ ନିର୍ମିତ ଏହି ୬ ମହଲାର କୋଠାକୁ ୩୦୦ ଶଯ୍ୟା ବିଶିଷ୍ଟ କରାଯାଇଛି । ବରଗଡ଼ରେ ଏକ ଉଚ୍ଚମାନର ସେତୁ, ବିଜେପୁରରେ ଆଇସିଆଇସିଆଇ ବ୍ୟାଙ୍କର ୧୫୦ତମ ଶାଖା ଏବଂ ବରଗଡ଼ରେ ଜିଲ୍ଲା ବିଜ୍ଞାନ କେନ୍ଦ୍ରକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଥିଲେ ।
ମୁଖ୍ୟମନ୍ତ୍ରୀ ସମ୍ବଲପୁର ଗସ୍ତ କରି ମା’ ସମଲେଶ୍ୱରୀଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ । ମା’ ସମଲେଶ୍ୱରୀଙ୍କ ମନ୍ଦିରର ବିକାଶ ଓ ସୌନ୍ଦର୍ଯ୍ୟକରଣ ସହିତ ଭକ୍ତ ଓ ପର୍ଯ୍ୟଟକମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବ । ଏହାର ଅନୁଧ୍ୟାନ ରିପୋର୍ଟ ପ୍ରସ୍ତୁତ ପାଇଁ ଖୁବ୍ ଶୀଘ୍ର ଏକ ଟିମ୍ ପଠାଯିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଘୋଷଣା କରିଥିଲେ ।
ସେହିଭଳି ହୀରାକୁଦରେ ପର୍ଯ୍ୟଟନର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଆଗ୍ରହ ପ୍ରକାଶ କରିଛନ୍ତି । ସେଠାରେ ୱାଟର୍ ସ୍ପୋର୍ଟସ୍ ଗାର୍ଡେନ୍, କନଭେନସନ୍ ସେଣ୍ଟର, ଲ୍ୟାଣ୍ଡସ୍ଲାପିଂ ଆଦିର ବିକାଶ କରାଯାଇ ହୀରାକୁଦକୁ ଏକ ଆନ୍ତର୍ଜାତିକ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
Previous Post

ଦୁବାଇରେ ଫସିଥିବା ଓଡ଼ିଆଙ୍କୁ ଉଦ୍ଧାର କଲା ‘ମୋ ପରିବାର’

Next Post

ପାହାନ୍ତିଆ କଟକ ଟୁର୍ ରେ ପୁଣି ପାଣ୍ଡିଆନ୍

Next Post
ପାହାନ୍ତିଆ କଟକ ଟୁର୍ ରେ ପୁଣି ପାଣ୍ଡିଆନ୍

ପାହାନ୍ତିଆ କଟକ ଟୁର୍ ରେ ପୁଣି ପାଣ୍ଡିଆନ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA