Thursday, April 30, 2026 04:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଚାଲିଗଲେ

by Our Correspondent
18 Aug, 2019- 08:34 AM
in Latest News, News
1 min read
0
ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଚାଲିଗଲେ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ ଆଉ ନାହାନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ମଧ୍ୟରାତ୍ରରେ ସେ ଆଖି ବୁଜି ଦେଇଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୬୧ ବର୍ଷ ବୟସ ହୋଇଥିଲା । ସଂକ୍ରମଣଜନିତ ଅସୁସ୍ଥତା ଯୋଗୁଁ ଗତ ୧ ତାରିଖରେ ହସ୍ପିଟାଲ୍ ରେ ଭର୍ତ୍ତି ହୋଇଥିଲେ । କିମସ୍ ଆଇସିୟୁରେ ଚିକିତ୍ସାଧୀନ ଥିବା ବେଳେ ଗତକାଲି ତାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା । ଭେଣ୍ଟିଲେଟରରେ ତାଙ୍କୁ ରଖାଯାଇଥିଲା । ରାତି ପ୍ରାୟ ସାଢ଼େ ୧୨ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା । ଗୁରୁଙ୍କ ବିୟୋଗ ଖବର ସାମ୍ବାଦିକମହଲକୁ ସ୍ତବ୍ଧ କରିଦେଇଛି ।
‘ସମ୍ବାଦ’ ଖବରକାଗଜର ସମ୍ପାଦକୀୟ ପୃଷ୍ଠାର ସମ୍ପାଦକ ଭାବେ କାର୍ଯ୍ୟ କରୁଥିବା ରଣଜିତ ଗୁରୁ ଜଣେ ଅମାୟିକ ବ୍ୟକ୍ତିତ୍ୱ ଓ ଉଚ୍ଚକୋଟୀର ସାମ୍ବାଦିକ ଥିଲେ । ‘ସମ୍ବାଦ’ ରେ ତାଙ୍କର ନିୟମିତ ସ୍ତମ୍ଭ ‘ଅପ୍ରସଙ୍ଗ’ ବେଶ୍ ଚମତ୍କାର ଥିଲା । ଓଡ଼ିଶାର ସାମାଜିକ ଓ ରାଜନୈତିକ ସ୍ଥିତି ସମ୍ପର୍କରେ ସେଥିରେ ତାଙ୍କର ସୁକ୍ଷ୍ମ ଅନୁଶୀଳନ ସବୁ ମହଲରେ ଚର୍ଚ୍ଚିତ ହେଉଥିଲା । ତାଙ୍କ ମୃତ୍ୟୁ ଓଡ଼ିଆ ସାମ୍ବାଦିକତା ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି ।
ସମ୍ବଲପୁରରୁ ପ୍ରକାଶିତ ‘ହୀରାଖଣ୍ଡ’ ରେ ସାମ୍ବାଦିକତା ଆରମ୍ଭ କରିଥିବା ଶ୍ରୀ ଗୁରୁ ୧୯୮୪ ରେ ‘ସମ୍ବାଦ’ ରେ ଯୋଗଦେଇ ପରବର୍ତ୍ତୀ ସମୟରେ ସମ୍ବଲପୁର ଓ ରାଉରକେଲା ସଂସ୍କରଣର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ । ଖାଲି ଜଣେ ଉଚ୍ଚକୋଟୀର ସାମ୍ବାଦିକ ନୁହେଁ, କଳା ପ୍ରତି ତାଙ୍କର ପ୍ରବଳ ଆଗ୍ରହ ଥିଲା । କଲେଜ ଜୀବନରୁ ଆକାଶବାଣୀ ସମ୍ବଲପୁର ନାଟ୍ୟ ବିଭାଗର ଜଣେ ଏ- ଗ୍ରେଡ କଳାକାର ଥିଲେ ।
ବରଗଡ଼ ଜିଲ୍ଲା ଗୋଡ଼ଭଗା ନିକଟସ୍ଥ ମହଖଣ୍ଡ ଗ୍ରାମରେ ଜନ୍ମଗ୍ରହଣ କରିଥିବା ଶ୍ରୀ ଗୁରୁ ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଏମଏ ଓ ଏମଫିଲ୍ ଡିଗ୍ରୀ ହାସଲ କରିଥିଲେ । ତାଙ୍କ ପତ୍ନୀ ସୁନୀତା ତ୍ରିପାଠୀ ଅଧ୍ୟାପିକା ଅଛନ୍ତି । ଏକମାତ୍ର ଝିଅ କ୍ରାନ୍ତି ଡାକ୍ତରୀ ପାଠ ପଢ଼ୁଛନ୍ତି ।
Previous Post

୧୫ କର୍ମଚାରୀଙ୍କ ଚାକିରି ଖାଇଲେ ମୁଖ୍ୟମନ୍ତ୍ରୀ

Next Post

ନୂଆ କ୍ୟାପଟେନ୍ ଙ୍କ ସଂକଳ୍ପ: ରକେଟ୍ ଗତିରେ ଫାଇଲ୍, କାମ ଅଟକିବନି

Next Post
ନୂଆ କ୍ୟାପଟେନ୍ ଙ୍କ ସଂକଳ୍ପ: ରକେଟ୍ ଗତିରେ ଫାଇଲ୍, କାମ ଅଟକିବନି

ନୂଆ କ୍ୟାପଟେନ୍ ଙ୍କ ସଂକଳ୍ପ: ରକେଟ୍ ଗତିରେ ଫାଇଲ୍, କାମ ଅଟକିବନି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA