Wednesday, August 26, 2026 06:34 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବାତ୍ୟାରେ ୪୫ ଲକ୍ଷ ଲୋକ ପ୍ରଭାବିତ

by Our Correspondent
21 May, 2020- 03:21 PM
in Latest News, News
1 min read
0
ବାତ୍ୟାରେ ୪୫ ଲକ୍ଷ ଲୋକ ପ୍ରଭାବିତ

– ସଫଳ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କୁ ମୋଦିଙ୍କ ପ୍ରଶଂସା
– ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁୁବନେଶ୍ୱର: ବାତ୍ୟା ଅମ୍ଫନ ରାଜ୍ୟର ୪୫ ଲକ୍ଷ ଲୋକଙ୍କୁ କ୍ଷତି ପହଞ୍ଚାଇଛି । ଉପକୂଳ ଓଡ଼ିଶାର ୮୯ ବ୍ଲକ୍ ଅନ୍ତର୍ଗତ ୧୫୦୦ ଗ୍ରାମ ପଞ୍ଚାୟତରୁ ଏହି ଲୋକମାନେ ପ୍ରଭାବିତ ହୋଇଛନ୍ତି । କେନ୍ଦ୍ର କ୍ୟାବିନେଟ୍ ସଚିବ ରାଜୀବ ଗୌବାଙ୍କୁ ଏହି ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ ।
କ୍ୟାବିନେଟ୍ ସଚିବଙ୍କ ସହ ଭିଡ଼ିଓ କନଫରେନ୍ସିଂ ଆଲୋଚନାରେ ଯୋଡି ହୋଇ ଶ୍ରୀ ତ୍ରିପାଠୀ କହିଛନ୍ତି, ବାତ୍ୟା ପ୍ରଭାବିତ ଉପକୂଳ ଓଡ଼ିଶାରେ ବହୁ ଘରଦ୍ୱାର ଭାଙ୍ଗିଯାଇଛି । ବିଦ୍ୟୁତ ସଂଯୋଗ ବିଶେଷ କ୍ଷତିଗ୍ରସ୍ତ ହୋଇଛି । ଚାଷୀମାନଙ୍କର ପ୍ରଭୁତ କ୍ଷତି ଘଟାଇଛି ବାତ୍ୟା । ଚାଷଜମି ଏବଂ ବ୍ୟାପକ ଶସ୍ୟ ନଷ୍ଟ ହୋଇଛି । ୧ ଲକ୍ଷ ହେକ୍ଟରରୁ ଅଧିକ ଚାଷଜମି ବାତ୍ୟାଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ମୁଖ୍ୟ ଶାସନ ସଚିବ ଜଣାଇଥିଲେ ।
ଅନେକ ଜାଗାରେ ରାସ୍ତା ଉପରେ ଗଛ ଉପୁଡ଼ି ପଡ଼ିଥିବାରୁ ରାସ୍ତା ସଫା କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି । ଆଜି ସଂଧ୍ୟା ସୁଦ୍ଧା ସବୁ ରାସ୍ତ ସଫା ହୋଇଯିବ । ତେବେ ବିଦ୍ୟୁତ ସରବରାହ ସାଧାରଣ ଅବସ୍ଥାକୁ ଆଣିବା ପାଇଁ ଦିନେ ଦୁଇ ଦିନ ଲାଗିଯିବ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ ।
ଏହି ଭିଡ଼ିଓ କନଫରେନ୍ସିଂରେ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କ ସହ ମଧ୍ୟ କଥା ହୋଇଥିଲେ କେନ୍ଦ୍ର କ୍ୟାବିନେଟ୍ ସଚିବ ।
ଏପଟେ ବାତ୍ୟା ମୁକାବିଲାରେ ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି । ଏଥିସହ କେନ୍ଦ୍ର ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପରାହ୍ନ ୪ଟାରେ ଆକାଶମାର୍ଗରୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।
Previous Post

ରାଜ୍ୟରେ ଆଉ ୫୧ ପଜିଟିଭ୍, ଜଣେ ମୃତ

Next Post

ଶ୍ରୀଜୀଉଙ୍କ ସ୍ନାନଯାତ୍ରା ସମ୍ଭାବନା ବଢ଼ିଲା

Next Post
ଶ୍ରୀଜୀଉଙ୍କ ସ୍ନାନଯାତ୍ରା ସମ୍ଭାବନା ବଢ଼ିଲା

ଶ୍ରୀଜୀଉଙ୍କ ସ୍ନାନଯାତ୍ରା ସମ୍ଭାବନା ବଢ଼ିଲା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA