Monday, May 25, 2026 10:42 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଜେପିର ବେଖାତିର; ପ୍ରଚାର କଟକଣା ବେଳେ ପ୍ରେସମିଟ୍

by Our Correspondent
10 Apr, 2019- 10:14 PM
in Latest News, News, Politics
1 min read
0
ବିଜେପିର ବେଖାତିର; ପ୍ରଚାର କଟକଣା ବେଳେ ପ୍ରେସମିଟ୍
ଭୁବନେଶ୍ୱର: ନିର୍ବାଚନ କମିଶନଙ୍କ ଆଦେଶକୁ ଦଳିଚକଟି ଦେଇଛି ବିଜେପି । ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଥିବା ବେଳେ ବିଜେପି ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛି ବିଜୁ ଜନତା ଦଳ । ନିର୍ବାଚନ କମିଶନଙ୍କ ବାରଣ ସତ୍ତ୍ୱେ ଆଜି ବିଜେପି ଏକ ପ୍ରେସମିଟ୍ କରି ନିର୍ବାଚନ ନୀତିନିୟମକୁ ଜଳାଞ୍ଜଳି ଦେଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜଣାଇଛି ।
ମତଦାନର ୪୮ ଘଣ୍ଟା ପୂର୍ବ ସମୟରେ ରାଜନୈତିକ ଦଳ ଓ ପ୍ରାର୍ଥୀମାନଙ୍କ ଉପରେ ପ୍ରଚାର କଟକଣା ରହିଛି । ଚଳିତବର୍ଷ ନିର୍ବାଚନ କମିଶନ ଏଥିରେ ଆଉ ଏକ କଟକଣା ଲଗାଇଛନ୍ତି । ଏହି ସମୟରେ(ସାଇଲେନ୍ସ ପିରିୟର୍ଡ) ଷ୍ଟାର ପ୍ରଚାରକ ଏବଂ ଅନ୍ୟ ନେତାମାନେ କୌଣସି ସାମ୍ବାଦିକ ସମ୍ମିଳନୀ କିମ୍ବା ନିର୍ବାଚନ ସମ୍ପର୍କରେ ଗଣମାଧ୍ୟମକୁ ସାକ୍ଷାତକାର ଦେଇପାରିବେ ନାହିଁ ବୋଲି କଡ଼ା କଟକଣା ଜାରି ହୋଇଛି । ଗତ ମାର୍ଚ୍ଚ ୧୫ ତାରିଖରେ ନିର୍ବାଚନ କମିଶନଙ୍କ ପକ୍ଷରୁ ସଚିବ ଶ୍ରୀ ଏନ.ଟି.ଭୂତିଆ ଚିଠି ନମ୍ବର ୩/ଇଆର/୨୦୧୮/ଏସଡିଆର/ଭଲ୍ୟୁମ୍-୧ ରେ ସବୁ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡ଼ିକୁ ଏହାର ଆଦେଶନାମା ପଠାଇଛନ୍ତି ।
ମାତ୍ର ଉକ୍ତ ଆଦେଶକୁ ବିଜେପି ବେଖାତିର କରି ଆଜି ଏକ ସାମ୍ବାଦିକ ସମ୍ମିଳନୀ କରିଥିଲା । ନିର୍ବାଚନ କମିଶନଙ୍କ ଆଦେଶ ଏବଂ ନିର୍ବାଚନ ଗାଇଡଲାଇନର ଏହା ସାଘାଂତିକ ଉଲ୍ଲଂଘନ ବୋଲି ବିଜେଡ଼ି ପକ୍ଷରୁ ଦର୍ଶାଯିବା ସହ ବିଜେପି ବିରୋଧରେ କଠୋର ଓ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି । ବିଜେଡ଼ି ମୁଖପାତ୍ର ଡ. ସସ୍ମିତ୍ ପାତ୍ର ଏବଂ ଶ୍ରୀମତୀ ସୁଲୋଚନା ଦାସ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏହି ଦାବି ଜଣାଇଥିଲେ ।
ଅନ୍ୟପକ୍ଷରେ ଦଳ ପକ୍ଷରୁ ବିଜେପି ନେତା ସମୀର ମହାନ୍ତି, ଗୋଲକ ମହାପାତ୍ର ଏବଂ ଲେଖାଶ୍ରୀ ସାମନ୍ତସିଂହାରଙ୍କ ବିରୋଧରେ ଚିଟିଂ ଏବଂ ଫର୍ଜରି ଅଭିଯୋଗରେ ଖାରବେଳନଗର ଥାନାରେ ଏତଲା ଦିଆଯାଇଛି । ଆଜି ସେମାନେ ପ୍ରେସମିଟ୍ ରେ ପୁରୁଣା ଦସ୍ତାବିଜ୍ ଦେଖାଇ ବିଜେଡ଼ିକୁ ବଦନାମ କରିବାକୁ ଉଦ୍ୟମ କରିଛନ୍ତି ବୋଲି ଏତଲାରେ କୁହାଯାଇଛି ।
Previous Post

କଂଗ୍ରେସର ଛାରଖାର ଅବସ୍ଥା; ଜୟଦେବଙ୍କୁୁ ବଳିଗଲେ ନିରଞ୍ଜନ

Next Post

ରାତି ପାହିଲେ ଭାଗ୍ୟ ପରୀକ୍ଷା

Next Post
ରାତି ପାହିଲେ ଭାଗ୍ୟ ପରୀକ୍ଷା

ରାତି ପାହିଲେ ଭାଗ୍ୟ ପରୀକ୍ଷା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA