Monday, May 25, 2026 05:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିରୋଧୀ ନେତାମାନଙ୍କୁ ନବୀନଙ୍କ ଟେଲିଫୋନ୍

by Our Correspondent
28 May, 2020- 09:27 PM
in Latest News, News
1 min read
0
ବିରୋଧୀ ନେତାମାନଙ୍କୁ ନବୀନଙ୍କ ଟେଲିଫୋନ୍
ଭୁବନେଶ୍ୱର: କୋଭିଡ୍ ଯୋଦ୍ଧାଙ୍କୁ ନୈତିକ ସମର୍ଥନ ଦେଇ ସେମାନଙ୍କ ମନୋବଳ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ବନ୍ଦେ ଉତ୍କଳ ଜନନୀ’ ଗାନର ଆହ୍ୱାନ ଦେଇଛନ୍ତି । ଆସନ୍ତା ୩୦ ତାରିଖ ସଂଧ୍ୟା ସାଢ଼େ ୫ଟାରେ ସମସ୍ତେ ଏହା ଗାନ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅନୁରୋଧ କରିଥିବା ବେଳେ ଏଥିପାଇଁ ସମସ୍ତ ରାଜନୈତିକ ଦଳର ସମର୍ଥନ ମାଗିଛନ୍ତି । ମୁଖ୍ୟମନ୍ତ୍ରୀ ଜଣ ଜଣ କରି ସବୁ ରାଜନୈତିକ ଦଳର ନେତୃବୃନ୍ଦଙ୍କ ସହ କଥା ହୋଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ସମାଜବାଦୀ ପାର୍ଟି ରାଜ୍ୟ ସଭାପତି ରବି ବେହେରା, ସିପିଏମ୍ ନେତା ଅଳି ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଆଜି ସଂଧ୍ୟାରେ ଟେଲିଫୋନ୍ କରି କଥା ହୋଇଥିଲେ । କୋଭିଡ୍ ଯୋଦ୍ଧାଙ୍କ ନୈତିକ ମନୋବଳ ବଢ଼ାଇବାକୁ ସେ ସମସ୍ତଙ୍କର ସମର୍ଥନ ମାଗିଥିଲେ । ପ୍ରତିଟି ଓଡ଼ିଆ ଶନିବାର ସଂଧ୍ୟା ସାଢ଼େ ୫ଟାରେ ବନ୍ଦେ ଉତ୍କଳ ଜନନୀ ଗାଇ ସେମାନଙ୍କୁ ଉତ୍ସାହିତ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ଅପିଲ୍ କରିଥିଲେ ।
ଶିକ୍ଷକ, ସ୍ୱାସ୍ଥ୍ୟକର୍ମୀଙ୍କ ସହ କଥା ହେଲେ: କରୋନା ଯୁଦ୍ଧରେ ସାମିଲ ହୋଇ ନିଜେ ସଂକ୍ରମିତ ହୋଇଥିବା ରାଜ୍ୟର ଶିକ୍ଷକ ଏବଂ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଟେଲିଫୋନ୍ ଯୋଗେ କଥା ହୋଇଥିଲେ । ସେମାନଙ୍କର ସାହାସ ଏବଂ ସମାଜ ପ୍ରତି ଉତ୍ସର୍ଗୀକୃତ ସେବାର ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ । ଆପଣମାନେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ କହିଥିଲେ ।
Previous Post

ମେଦାନ୍ତ ହସ୍ପିଟାଲ୍ ରେ ସମ୍ବିତ ପାତ୍ର

Next Post

ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ

Next Post
ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ

ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA