Monday, May 25, 2026 12:20 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଭେରି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଲା ‘ତିତଲି’

by Our Correspondent
10 Oct, 2018- 01:30 PM
in Latest News, News
1 min read
0
ଭେରି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଲା ‘ତିତଲି’

– ୫ ଜିଲ୍ଲାର ତଳିଆ ଅଞ୍ଚଳରେ ବାସ କରୁଥିବା ଲୋକଙ୍କୁ ସ୍ଥାନାନ୍ତର
– ଦୁଇ ଦିନ ପାଇଁ ସବୁ ସ୍କୁଲ, କଲେଜ, ଅଙ୍ଗନବାଡ଼ି ଛୁଟି
– କଲେଜ ନିର୍ବାଚନ ବନ୍ଦ
– ସରକାରୀ ଅଫିସରଙ୍କ ଛୁଟି ବାତିଲ

ଭୁୁବନେଶ୍ୱର: ଭେରି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇଛି ତିତଲି । ଦିନ ୧୨.୩୦ ସୁଦ୍ଧା ଏହା ଗୋପାଳପୁରଠାରୁ ୩୨୦ କିମି ଦୂରରେ ଅଛି ଏବଂ ଘଣ୍ଟାକୁ ୧୪ କିମି ବେଗର ମାଡ଼ି ଆସୁଛି । ଆସନ୍ତାକାଲି ସକାଳ ୫.୩୦ ବେଳକୁ ଏହା ଗୋପାଳପୁର ଓ କଳିଙ୍ଗପାଟଣମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଅଛି । ସକାଳ ୯ଟା ସୁଦ୍ଧା ଏହା ଗୋପାଳପୁର ଅତିକ୍ରମ କରିବ । ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୧୪୫ରୁ ୧୫୦ କିମି ବେଗରେ ପବନ ବହିବ । ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ପବନର ବେଗ ୧୬୫ କିମି ହେବ । ଆଜି ଦିନ ୧୨ଟା ସୁଦ୍ଧା ପାଣିପାଗ ବିଭାଗର ଏହି ସୂଚନା ସହ ତିତଲି ନେଇ ଏକ ସ୍ପଷ୍ଟ ଚିତ୍ର ସାମନାକୁ ଆସିଛି ।
ତିତଲିର ମୁକାବିଲା ପାଇଁ ରାଜ୍ୟ ସରକାର ଆହୁରି ତତ୍ପର ହୋଇଯାଇଛନ୍ତି । ୧୨ଟି ଜିଲ୍ଲାରେ ପ୍ରଶାସନକୁ ସମ୍ପୂର୍ଣ୍ଣ ସଜାଗ କରାଯାଇଛି । ୬ ଟି ଜିଲ୍ଲାରେ ଏନଡିଆରଏଫ୍ ଟିମ୍ ମୁତୟନ ହୋଇଛନ୍ତି । ସ୍ପର୍ଶକାତର ଜାଗାଗୁଡ଼ିକରେ ଓଡ୍ରାଫ୍ ଟିମ୍ ନିୟୋଜିତ ହୋଇଛନ୍ତି । ତିତଲିର ତୀବ୍ରତା ଫାଇଲିନ୍ ଏବଂ ହୁଡହୁଡ ଠାରୁ କମ୍ ରହିବ ବୋଲି ପାଣିପାଗ ବିଭାଗ ଜଣାଇ ଦେଇଥିଲେ ମଧ୍ୟ ଜିଲ୍ଲା ପ୍ରଶାସନଗୁଡ଼ିକ ପକ୍ଷରୁ ସମ୍ଭାବ୍ୟ କ୍ଷୟକ୍ଷତି ରୋକିବାକୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଇଛି ।
ସଚିବାଳୟରେ ମୁଖ୍ୟମନ୍ତ୍ରୀ ଏକ ବୈଠକ ପରି ସବୁପ୍ରକାର ସତର୍କତାମୂଳକ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଜିରୋ କାଜୁଆଲିଟି ଅର୍ଥାତ୍ ବାତ୍ୟାରେ ଯେଭଳି କେହି ମୃତାହତ ନ ହୁଅନ୍ତି ତାହା ଉପରେ ସତର୍କ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ୫ଟି ଜିଲ୍ଲା ଗଂଜାମ, ପୁରୀ,ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲାର ତଳିଆ ଅଞ୍ଚଳରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ମରାମତି ଓ ଥଇଥାନ କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୧ ଓ ୧୨ ତାରିଖରେ ରାଜ୍ୟର ସବୁ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି । ସରକାରୀ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଯେଉଁମାନେ ଛୁଟିରେ ଅଛନ୍ତି ସେମାନେ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଥିବା କଲେକ ନିର୍ବାଚନକୁ ବନ୍ଦ କରିଦିଆଯାଇଛି । ସବୁ କଲେଜକୁ ଛୁଟି ଘୋଷଣା କରାଯାଇଥିବାରୁ କଲେଜ ନିର୍ବାଚନ ହେବା ସମ୍ଭବ ନୁହେଁ ବୋଲି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ କହିଛନ୍ତି ।
Previous Post

ଭୟଙ୍କର ରୂପ ନେଉଛି ତିତଲି

Next Post

ଅଭିଜିତ୍ ଆୟାରଙ୍କ ଟେର୍ ପାଉନି ପୁଲିସ

Next Post
ଅଭିଜିତ୍ ଆୟାରଙ୍କ ଟେର୍ ପାଉନି ପୁଲିସ

ଅଭିଜିତ୍ ଆୟାରଙ୍କ ଟେର୍ ପାଉନି ପୁଲିସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA