Thursday, April 30, 2026 04:11 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମିତ୍ତଲ ଗ୍ରୁପ୍ ର ୨ ହଜାର କୋଟି ପୁଞ୍ଜିନିବେଶ

by Our Correspondent
13 Jun, 2020- 08:50 PM
in Latest News, News
1 min read
0
ମିତ୍ତଲ ଗ୍ରୁପ୍ ର ୨ ହଜାର କୋଟି ପୁଞ୍ଜିନିବେଶ

ନବୀନ-ମିତ୍ତଲ ଆଲୋଚନା

ଭୁୁବନେଶ୍ୱର: କୋଭିଡ୍ ଲକ୍ ଡାଉନ୍ ଯୋଗୁଁ ରାଜ୍ୟ ଅର୍ଥନୀତି ସଙ୍କଟରେ ପଡ଼ିଥିବା ବେଳେ ବିଦେଶୀ ପୁଞ୍ଜି ବିନିଯୋଗର ଆଶ୍ୱସ୍ତିକର ଖବର ଆସିଛି । ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜି ବିନିଯୋଗ କରିବାକୁ ଆଗ୍ରହ ଦେଖାଇଛନ୍ତି ଆର୍ସେଲର ମିତ୍ତଲ ଗ୍ରୁପ୍ ର ଅଧ୍ୟକ୍ଷ ଲକ୍ଷ୍ମୀନିବାସ ମିତ୍ତଲ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡ଼ିଓ କନଫରେନ୍ସିଂ ଜରିଆରେ ଲଣ୍ଡନରୁ ଆଲୋଚନା କାଳରେ ମିତ୍ତଲ ଏହି ସୂଚନା ଦେଇଛନ୍ତି ।
ଆର୍ସେଲର ମିତ୍ତଲ ଓ ନିପନ୍ ଷ୍ଟିଲ୍ ଦ୍ୱାରା ପରିଚାଳିତ ପାରାଦ୍ୱୀପର ପେଲେଟ୍ ପ୍ଲାଣ୍ଟ ଏବଂ କେନ୍ଦୁଝରର ଡାବୁନିରେ ବେନିଫିକେସନ୍ ପ୍ଲାଣ୍ଟ୍ ର ସମ୍ପ୍ରସାରଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୨ ହଜାର କୋଟି ଟଙ୍କା ବିନିଯୋଗ ହେବ । ପେଲେଟ୍ ପ୍ଲାଣ୍ଟର କ୍ଷମତା ୬ ଏମଟିପିଏ ରୁ ୧୨ ଏମଟିପିଏ କୁ ଏବଂ ଡାବୁନି ପ୍ଲାଣ୍ଟ କ୍ଷମତା ୫ ଏମଟିପିଏ ରୁ ୧୬ ଏମଟିପିଏ କୁ ସମ୍ପ୍ରସାରିତ କରାଯିବ ବୋଲି ଶ୍ରୀ ମିତ୍ତଲ କହିଛନ୍ତି ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଓଡ଼ିଶାରୁ ଉତ୍ପାଦିତ ଖଣିଜ ଦ୍ରବ୍ୟକୁ ଓଡ଼ିଶାରେ ହିଁ ମୂଲ୍ୟଯୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକୁ ଶ୍ରୀ ମିତ୍ତଲ ଗ୍ରହଣ କରିଛନ୍ତି । ଏହାଦ୍ୱାରା ଅଧିକ ନିଯୁକ୍ତି ସୃଷ୍ଟି ହେବା ସହିତ ରାଜ୍ୟ ଅର୍ଥନୀତିର ଅଭିବୃଦ୍ଧିରେ ସହାୟକ ହେବ । ଏ ଦିଗରେ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।
ସୂଚନାଯୋଗ୍ୟ, ଆର୍ସେଲର ମିତ୍ତଲ ଓ ନିପନ୍ ଷ୍ଟିଲ୍ ଗତ ଡିସେମ୍ବର ମାସରୁ ସୁପ୍ରିମ୍ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ୫୦ ହଜାର କୋଟିରୁ ଉଦ୍ଧ୍ୱର୍ ଟଙ୍କାର ପ୍ରକଳ୍ପ, ଏସାର ଷ୍ଟିଲ୍ କୁ ଅଧିଗ୍ରହଣ କରିଛନ୍ତି । ଏହାଦ୍ୱାରା ଭାରତରେ ୭ ମିଲିୟନ୍ ଆମେରିକୀୟ ଡଲାରର ପ୍ରତ୍ୟକ୍ଷ ପୁଞ୍ଜି ବିନିଯୋଗ ହୋଇଛି । ଯାହାକି ଭାରତରେ ଅନ୍ୟତମ ବୃହତ୍ତମ ବିଦେଶୀ ପୁଞ୍ଜି ବିନିଯୋଗ । ଆର୍ସେଲର ମିତ୍ତଲ ଓ ନିପନ୍ ଷ୍ଟିଲ୍ ପାରାଦ୍ୱୀପରେ ପେଲେଟ୍ ପ୍ଲାଣ୍ଟ ଓ ଡାବୁନିରେ ବେନିଫିକେସନ୍ ପ୍ଲାଣ୍ଟ ସହ ସାଗାଶାହି ଓ ଠାକୁରାଣୀ ଖଣିର ପରିଚାଳନା କରୁଛନ୍ତି ।
ଆଜିର ଆଲୋଚନା ବେଳେ ଶ୍ରୀ ମିତ୍ତଲ ଓଡ଼ିଶା ସରକାରଙ୍କ କୋଭିଡ୍-୧୯ ପରିଚାଳନାକୁ ଭୂୟସୀ ପ୍ରଶଂସା ଚରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । କୋଭିଡ୍-୧୯ ଯୋଗୁଁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ଭାବେ ପ୍ରଭାବିତ ହୋଇଥିବା ବେଳେ ଶିଳ୍ପ ଜଗତକୁ ସହଯୋଗ ଯୋଗାଇ ଦେବାକୁ ଓଡ଼ିଶା ସରକାରଙ୍କ ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ ମିତ୍ତଲ ।
Previous Post

ରେକର୍ଡ; ଦିନକରେ ୨୨୫ କରୋନା ଆକ୍ରାନ୍ତ

Next Post

ଫେରୁଛନ୍ତି ବିଜୟ ମହାନ୍ତି

Next Post
ଫେରୁଛନ୍ତି ବିଜୟ ମହାନ୍ତି

ଫେରୁଛନ୍ତି ବିଜୟ ମହାନ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA