Saturday, June 27, 2026 09:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ରହିଲା; ଶ୍ରୀମନ୍ଦିର ସୁରକ୍ଷା ବଳୟ ପାଇଁ ମିଳିଲା ୭୫% ଘରୋଇ ଜମି

by Our Correspondent
02 Dec, 2019- 10:54 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ରହିଲା; ଶ୍ରୀମନ୍ଦିର ସୁରକ୍ଷା ବଳୟ ପାଇଁ ମିଳିଲା ୭୫% ଘରୋଇ ଜମି
ଭୁବନେଶ୍ୱର: ଶ୍ରୀମନ୍ଦିର ନିରାପତ୍ତା ବଳୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକୁ ଅଦ୍ଭୂତପୂର୍ବ ସମର୍ଥନ ମିଳିଛି । ଶ୍ରୀମନ୍ଦିରର ୭୫ ମିଟର ପରିସର ମଧ୍ୟରେ ଜନସାଧାରଣଙ୍କ ସ୍ୱଇଚ୍ଛାରେ ସଂଗୃହୀତ ହୋଇଛି ୭୫ ପ୍ରତିଶତ ଘରୋଇ ଜମି । ଏହି ସ୍ଥାବର ସମ୍ପତ୍ତି କୁ ଶ୍ରୀମନ୍ଦିର ନିରାପତ୍ତା ଭଳି ଏକ ମହାନ୍ କାର୍ଯ୍ୟ ପାଇଁ ପୁରୀବାସୀ ସମର୍ପି ଦେଇଛନ୍ତି । ମାତ୍ର ୪୦ ଦିନ ମଧ୍ୟରେ ସିଧାସଳଖ ବିକ୍ରୀ-ଖର୍ଦ୍ଦି ପ୍ରକ୍ରିୟାରେ ଏହି ଘରୋଇ ଜମି ସଂଗ୍ରହ ହୋଇପାରିଛି ।
ଶ୍ରୀମନ୍ଦିର ନିରାପତ୍ତା ପାଇଁ ତ୍ୟାଗ କରିବାକୁ ସେ କରିଥିବା ଅନୁରୋଧ ରକ୍ଷା ହୋଇଥିବାରୁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି । ସାରା ଦେଶରେ ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଏହା ଏକ ଅଦ୍ଭୂତପୂର୍ବ ସଫଳତା । ମହାପ୍ରଭୁଙ୍କ ପାଇଁ ଆପଣମାନେ ଆପଣମାନଙ୍କର ଭିଟାମାଟି, ବ୍ୟବସାୟ ପ୍ରତିଷ୍ଠାନ, ହୋଟେଲ, ଲଜିଂ ଆଦି ତ୍ୟାଗ କରିଛନ୍ତି । ଅନେକ ମଠ ମଧ୍ୟ ଏଥିରେ ସାମିଲ ହୋଇଛି । ମହାପ୍ରଭୁଙ୍କ ଇଚ୍ଛା ଓ ପ୍ରେରଣାରେ ହିଁ ଏସବୁ ସମ୍ଭବ ହୋଇପାରିଛି । ମହାପ୍ରଭୁଙ୍କ ଆର୍ଶିବାଦରେ ମହାପ୍ରଭୁଙ୍କ ପାଇଁ ଆପଣମାନଙ୍କର ଏହି ତ୍ୟାଗକୁ ଓଡ଼ିଆ ଜାତି ସବୁଦିନ ପାଇଁ ଶ୍ରଦ୍ଧାର ସହ ମନେ ରଖିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ କୃତଜ୍ଞତାରେ ଜଣାଇଛନ୍ତି ।
ମହାପ୍ରଭୁଙ୍କ ଏହି କାର୍ଯ୍ୟରେ ଜିଲ୍ଲା ପ୍ରଶାସନ ଓ ଏହାର ସମସ୍ତ ବିଭାଗର କର୍ମଚାରୀ ଏବଂ ପୁଲିସ କର୍ମଚାରୀମାନେ ରବିବାର ସମେତ ସବୁ ଛୁଟି ଦିନମାନଙ୍କରେ ମଧ୍ୟ ସେମାନଙ୍କ କାମ ଜାରି ରଖିଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ବିଶେଷ ଧନ୍ୟବାଦ ଜଣାଇଛନ୍ତି । ଏଥିସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିରର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ପୁଣିଥରେ ଜନସାଧାରଣଙ୍କ ସହଯୋଗ କାମ କରିଛନ୍ତି ।
ସୂଚନାଯୋଗ୍ୟ, ଶ୍ରୀମନ୍ଦିର ନିରାପତ୍ତା ପାଇଁ ସମସ୍ତେ ତ୍ୟାଗ କରିବାକୁ ମୁଖ୍ୟମନ୍ତ୍ରୀ ପବିତ୍ର ଜନ୍ମାଷ୍ଟମୀ ଦିନ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ମହାପ୍ରଭୁ ଓ ତାଙ୍କ ଶ୍ରୀମନ୍ଦିର ଓଡ଼ିଆ ଜାତିର ସବୁ କିଛି । ସେ ଆମର ଅତୀତ, ବର୍ତ୍ତମାନ ଏବଂ ଭବିଷ୍ୟତ । ତାଙ୍କର ଶ୍ରୀଚରଣରେ ସମର୍ପିତ ହୋଇ କାର୍ଯ୍ୟ ଆରମ୍ଭ କଲେ ତାହା ମଙ୍ଗଳପ୍ରଦ ହୋଇଥାଏ ।
Previous Post

ନିମାପଡ଼ାରୁ ଉଠାଇ ପୁରୀ ପୁଲିସ କ୍ୱାର୍ଟର୍ସରେ ଯୁବତୀଙ୍କୁ ଗଣଦୁଷ୍କର୍ମ

Next Post

ଖୋଲିଲା ଅପରାଜିତାଙ୍କ ପୋଲ୍

Next Post
ଖୋଲିଲା ଅପରାଜିତାଙ୍କ ପୋଲ୍

ଖୋଲିଲା ଅପରାଜିତାଙ୍କ ପୋଲ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA