Sunday, May 10, 2026 11:31 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମହିଳାଙ୍କ ପାଇଁ ୭ ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା

by Our Correspondent
27 Jun, 2018- 01:31 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମହିଳାଙ୍କ ପାଇଁ ୭ ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା
ଭୁବନେଶ୍ୱର: ରାଜ୍ୟର ମହିଳାମାନଙ୍କ ପାଇଁ ଖୁସି ଖବର । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାମାନଙ୍କୁ ମିଳିବ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି । ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଘୋଷଣା କରିଥିଲେ । ସେଥିରେ ୭୦ ଲକ୍ଷ ପରିବାରର ସାଢ଼େ ତିନି କୋଟି ଲୋକଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଘୋଷଣା କରାଯାଇଥିଲା । ମହିଳାମାନଙ୍କ ପାଇଁ ଏହା ୫ ଲକ୍ଷରୁ ୭ ଲକ୍ଷକୁ ବୃଦ୍ଧି କରାଯାଇଛି ।
ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । ଏହି ଅବସରରେ ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ର ଜଣେ ମହିଳା ମମତା ପଡ଼ିଆମୀ ମୁଖ୍ୟମନ୍ତ୍ରୀଙ୍କୁ ମହିଳାମାନଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସା ସହାୟତା ରାଶି ବୃଦ୍ଧି ପାଇଁ ଅନୁରୋଧ କରିଥିଲେ । ମାଲକାନଗିରିର ଏହି ମହିଳାଙ୍କ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କୁ ବେଶ୍ ପ୍ରଭାବିତ କରିଥିଲା । ମୁଖ୍ୟମନ୍ତ୍ରୀ ତୁରନ୍ତ ଏହାକୁ ଗ୍ରହଣ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାଙ୍କ ପାଇଁ ଚିକିତ୍ସା ସହାୟତା ୭ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିଲେ ।
ସୂଚନାଯୋଗ୍ୟ, ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆସନ୍ତା ଅଗଷ୍ଟ ୧୫ ତାରିଖରୁ କାର୍ଯ୍ୟକାରୀ ହେବ । ମୁଖ୍ୟମନ୍ତ୍ରୀ ପୂର୍ବରୁ ଏହି ଘୋଷଣା କରିଛନ୍ତି ।
Previous Post

ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଅସମ୍ମାନ: ୩ ମାସ ପରେ ଏହି ଖବର କାହିଁକି?

Next Post

ବିଜେଡ଼ିରେ ମାନସଙ୍କୁ ପ୍ରିଣ୍ଟ, ସସ୍ମିତଙ୍କୁ ଇଲେକ୍ଟ୍ରୋନିକ୍ ମିଡ଼ିଆ ଦାୟିତ୍ୱ

Next Post
ବିଜେଡ଼ିରେ ମାନସଙ୍କୁ ପ୍ରିଣ୍ଟ, ସସ୍ମିତଙ୍କୁ ଇଲେକ୍ଟ୍ରୋନିକ୍ ମିଡ଼ିଆ ଦାୟିତ୍ୱ

ବିଜେଡ଼ିରେ ମାନସଙ୍କୁ ପ୍ରିଣ୍ଟ, ସସ୍ମିତଙ୍କୁ ଇଲେକ୍ଟ୍ରୋନିକ୍ ମିଡ଼ିଆ ଦାୟିତ୍ୱ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA