Saturday, April 18, 2026 02:57 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସୁସ୍ଥ

by Our Correspondent
15 Aug, 2017- 10:38 AM
in Latest News
1 min read
0
ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସୁସ୍ଥ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ଅସହ୍ୟ ଗୁଳୁଗୁଳି ଯୋଗୁଁ ସେ ସାମାନ୍ୟ ଅଶ୍ୱସ୍ତି ଅନୁଭବ କରିଥିଲେ । ତେବେ ଏବେ ସ୍ୱାଭାବିକ ଅବସ୍ଥାକୁ ଫେରିଆସିଛନ୍ତି । ତାଙ୍କର କୌଣସି ସ୍ୱାସ୍ଥ୍ୟ ସମସ୍ୟା ନାହିଁ । ଆଜି ସେ ତାଙ୍କର ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମରେ ଯୋଗଦେବେ । ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ ସୁକାନ୍ତ କୁମାର ପଣ୍ଡା ନବୀନ ନିବାସରେ ଏହା ସ୍ପଷ୍ଟ କରିଛନ୍ତି । ସେହିଭଳି ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କର କୌଣସି ସ୍ୱାସ୍ଥ୍ୟ ସମସ୍ୟା ନାହିଁ ବୋଲି ସ୍ପଷ୍ଟ କରିଛନ୍ତି । ଡାକ୍ତରୀ ପରୀକ୍ଷାରୁ ସେ ସମ୍ପୂର୍ଣ୍ଣ ଫିଟ୍ ଥିବା ସୂଚନା ଦେଇଛନ୍ତି । ଦଳୀୟ ପ୍ରସଙ୍ଗରେ ସେ ନବୀନ ନିବାସ ଆସିଥିଲେ ଏବଂ ମୁଖ୍ୟମନ୍ତ୍ରୀ ତାଙ୍କ ସହ ସ୍ୱାଭାବିକ ଆଲୋଚନା କରିଛନ୍ତି ବୋଲି ନବୀନ ନିବାସରୁ ଫେରିଲା ପରେ ସାମ୍ବାଦିକଙ୍କୁ କହିଛନ୍ତି ।
ଆଜି ସକାଳ ସାଢ଼େ ୯ଟାରେ ମୁଖ୍ୟମନ୍ତ୍ରୀ ମହାତ୍ମାଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରି ପ୍ୟାରେଡ ଅଭିବାଦନ ଗ୍ରହଣ କରୁଥିଲେ । ତେବେ ଏହି ସମୟରେ ସେ ସାମାନ୍ୟ ଅସ୍ୱସ୍ତି ଅନୁଭବ କରିଥିଲେ । ଏହା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ସାରି ନବୀନ ନିବାସକୁ ତୁରନ୍ତ ଫେରିଆସିଥିଲେ । ସେଠାରେ ଡାକ୍ତରୀ ଟିମ୍ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ପରୀକ୍ଷାରୁ ତାଙ୍କ ଶରୀରର ରକ୍ତଚାପ ସମ୍ପୂର୍ଣ୍ଣ ସ୍ୱାଭାବିକ ଥିବା ଜଣାପଡ଼ିଛି । ଶେଷ ଖବର ଅନୁଯାୟୀ ଖୋଦ୍ ମୁଖ୍ୟମନ୍ତ୍ରୀ ନିଜର ସୁସ୍ଥତା ନେଇ ସ୍ପଷ୍ଟ କରିଛନ୍ତି । ପ୍ରବଳ ଗୁଳୁଗୁଳି ଯୋଗୁଁ ସେ ସାମାନ୍ୟ ଅଶ୍ୱସ୍ତି  ଅନୁଭବ କରିଥିଲେ । ତେବେ ସେ ସମ୍ପୂର୍ଣ୍ଣ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Previous Post

ବିଜେପି ପାଟିରେ ଫେବିକଲ୍

Next Post

ଏମାନଙ୍କ ପାଇଁ ସ୍ୱାଧୀନତାର ମାନେ ନାହିଁ

Next Post
ଏମାନଙ୍କ ପାଇଁ ସ୍ୱାଧୀନତାର ମାନେ ନାହିଁ

ଏମାନଙ୍କ ପାଇଁ ସ୍ୱାଧୀନତାର ମାନେ ନାହିଁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA