Thursday, April 30, 2026 01:07 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମେ ୧୭ ଯାଏଁ ବଢ଼ିଲା ଲକଡାଉନ୍

by Our Correspondent
01 May, 2020- 07:10 PM
in Latest News, News
1 min read
0
ମେ ୧୭ ଯାଏଁ ବଢ଼ିଲା ଲକଡାଉନ୍
ଭୁବନେଶ୍ୱର: ଦେଶରେ ଲକଡାଉନ ଅବଧି ଆଉ ଦୁଇ ସପ୍ତାହ ବଢ଼ିଛି । ମେ ୧୭ ତାରିଖ ଯାଏଁ ଦେଶରେ ଲକଡାଉନ କଟକଣା ବଳବତ୍ତର ରହିବ । ଆଜି ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହାର ବିଜ୍ଞପ୍ତି ପ୍ରକାଶ ପାଇଛି । ଦେଶରେ କରୋନା ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।
ମେ ୩ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ୍ ଅବଧି ସରୁଥିବା ବେଳେ ଏହି ଅବଧି ଆଉ ବଢ଼ିବ କି ନାହିଁ ସେ ନେଇ ବିଭିନ୍ନ ମହଲରେ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡ଼ିଓ କନଫରେନ୍ସିଂ ଯୋଗେ ଆଲୋଚନା ପରେ ଏହି ନିଷ୍ପତ୍ତିରେ ପହଞ୍ଚିଛନ୍ତି । କରୋନାରୁ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ଲକଡାଉନ୍ ହିଁ ଏକମାତ୍ର ବିକଳ୍ପ ବୋଲି ଜଣାଇ ଦେଇଛନ୍ତି ।
କରୋନା ସଂକ୍ରମଣର ମୁକାବିଲା ପାଇଁ ସାରା ବିଶ୍ୱ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି । ଭାରତରେ ସ୍ଥିତି ନିୟନ୍ତ୍ରଣରେ ଥିଲେ ମଧ୍ୟ ବିପଦରେ ଅଛି । କରୋନା ବିରୋଧରେ ଘମାଘୋଟ ଯୁଦ୍ଧର ମାସ ଏହି ମେ ମାସ ବୋଲି ଆଜି ଓଡ଼ିଶା ସରକାରଙ୍କ କୋଭିଡ୍ ମୁକାବିଲା କମିଟିର ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ କହିଥିଲେ ।
ରେଡ୍ ଜୋନ୍ ରେ ପୂର୍ବପରି କଡ଼ା କଟକଣା ବଳବତ୍ତର ରହୁଥିବା ବେଳେ ଗ୍ରୀନ୍ ଓ ଅରେଞ୍ଜ ଜୋନ୍ ରେ କଟକଣା କୋହଳ ନେଇ ଗୃହ ବିଭାଗ ନୂଆ ଗାଇଡଲାଇନ୍ ଜାରି କରିଛି । ତେବେ ବିମାନ, ରେଳ, ସ୍କୁଲ, କଲେଜ, କୋଚିଂ ସେଣ୍ଟର, ହୋଟେଲ, ରେଷ୍ଟୁରାଣ୍ଟ, ସିନେମା ହଲ୍, ଜିମ୍, ମଲ୍, ସେଲୁନ୍, ସ୍ପା ବନ୍ଦ ରହିବ ଏବଂ ଧର୍ମାନୁଷ୍ଠାନକୁ ସାଧାରଣ ଲୋକଙ୍କ ପ୍ରବେଶ କଟକଣା ଜାରି ରହିବ ।
Previous Post

କରୋନା@148 : ଯାଜପୁର ବଢୁଛି, ବଲାଙ୍ଗୀର ଛୁଇଁଲା, ୫୫ ସୁସ୍ଥ

Next Post

ଯାଜପୁରରୁ ଆଉ ୫ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୫୪

Next Post
ଯାଜପୁରରୁ ଆଉ ୫ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୫୪

ଯାଜପୁରରୁ ଆଉ ୫ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୫୪

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA