Thursday, May 7, 2026 07:47 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଯୁକ୍ତ ଦୁଇ ବିଜ୍ଞାନ ପାସ୍ ହାର ୭୨.୩୩%

by Our Correspondent
03 Jun, 2019- 01:51 PM
in Latest News, News
1 min read
0
ଯୁକ୍ତ ଦୁଇ ବିଜ୍ଞାନ ପାସ୍ ହାର ୭୨.୩୩%
ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଫଳ । ଏଥିରେ ମୋଟ ପାସ୍ ରହିଛି ୭୨.୩୩% । ଗତବର୍ଷ ତୁଳନାରେ ପାସ୍ ହାର ପ୍ରାୟ ୪ ପ୍ରତିଶତ କମିଯାଇଛି । ଏଥର ଛାତ୍ରମାନଙ୍କୁ ପଛରେ ପକାଇ ଦେଇଛନ୍ତି ଛାତ୍ର । ଛାତ୍ରଙ୍କ ପାସ୍ ହାର ୭୦.୪% ଥିବା ବେଳେ ଛାତ୍ରୀଙ୍କ ପାସ୍ ହାର ୭୫.୦୨% ରହିଛି । ୯ଟି କଲେଜରେ କୌଣସି ଛାତ୍ରଛାତ୍ରୀ ପାସ୍ କରି ନାହାନ୍ତି । ୨୯ଟି କଲେଜରେ ରେଜଲ୍ଟ ୧୦୦ ପ୍ରତିଶତ ହୋଇଛି । ସାରା ରାଜ୍ୟରେ ମୋଟ ୬୦ ଛାତ୍ରଛାତ୍ରୀ ୯୦% ରୁ ଅଧିକ ନମ୍ବର ରଖିଛନ୍ତି । ୧,୮୭୨ ଛାତ୍ରଛାତ୍ରୀ ୮୦% ରୁ ଅଧିକ ଏବଂ ୫,୮୮୫ ଛାତ୍ରଛାତ୍ରୀ ୭୦% ରୁ ଅଧିକ ନମ୍ବର ରଖିଛନ୍ତି ।
ଚଳିତବର୍ଷ ରାଜ୍ୟରେ ୯୭,୭୫୦ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୭୦, ୭୧୬ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ୪୦,୦୫୮ ଛାତ୍ର ପାସ୍ କରିଥିବା ବେଳେ ୩୦,୬୪୮ ଛାତ୍ରୀ ପାସ୍ କରିଛନ୍ତି । ପ୍ରଥମ ଶ୍ରେଣୀରେ ୨୦,୮୦୬ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୩,୯୦୪ ଏବଂ ତୃତୀୟ ଶ୍ରେଣୀରେ ୨୫,୩୬୦ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ୮୬.୫୬% ରେଜଲ୍ଟ ହୋଇଥିବା ବେଳେ ଗଜପତି ଜିଲ୍ଲାରେ ସର୍ବନିମ୍ନ ପାସ୍ ହାର ୩୬.୨୦% ।
ଭୁବନେଶ୍ୱରରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପୁସ୍ତିକା ଫଳକୁ ଉନ୍ମୋଚନ କରିଥିଲେ । ଚଳିତ ପରୀକ୍ଷାରେ ବ୍ୟାପକ ସଂସ୍କାର ଅଣାଯାଇ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଥିଲା । ଏଥିଯୋଗୁଁ ଗତବର୍ଷ ତୁଳନାରେ ପରୀକ୍ଷା ଫଳ ହ୍ରାସ ପାଇଥିବା ମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ, ଗତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ଥିଲା ୭୬.୯୮% । ଶୂନ କରୀକ୍ଷା ଫଳ ହୋଇଥିବା କଲେଜଗୁଡ଼ିକ ସଂକ୍ରାନ୍ତରେ ଅନୁଧ୍ୟାନ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ।
Previous Post

ନବୀନଙ୍କ ବିଜେପୁର ଅଙ୍କ: ଆସନ ଛାଡ଼ିଲେ, ମୋହ ଛାଡ଼ିଲେନି

Next Post

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

Next Post
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA