Monday, May 25, 2026 10:09 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରାଜ୍ୟର ଜଳସେଚନ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କଲେ ମୁଖ୍ୟମନ୍ତ୍ରୀ

by Our Correspondent
03 Jan, 2019- 11:11 PM
in Latest News, News
1 min read
0
ରାଜ୍ୟର ଜଳସେଚନ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କଲେ ମୁଖ୍ୟମନ୍ତ୍ରୀ
ଭୁୁବନେଶ୍ୱର: ଓଡ଼ିଶାରେ ଜଳସେଚନର ସ୍ଥିତି ଓ ୨୦୧୪ ମସିହାରେ ଦିଆଯାଇଥିବା ପ୍ରତିଶ୍ରୁତିର କଡ଼ାଗଣ୍ଡା ହିସାବ ସହ ଆଜି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାରେ ୧୦ ଲକ୍ଷ ହେକ୍ଟର ଜମିକୁ ଜଳସେଚିତ କରିବା ପାଇଁ ୨୦୧୪ ମସିହାରେ ପ୍ରତିଶ୍ରୁତି ଦିଆଯାଇଥିଲା । ହେଲେ ମାତ୍ର ୨୨ ହଜାର ହେକ୍ଟର ଜମିକୁ ଜଳସେଚିତ କରାଯାଇପାରିଛି ବୋଲି ଗତ ୨୪ ତାରିଖରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଓଡ଼ିଶା ଆସିଥିବା ବେଳେ ମିଡ଼ିଆରେ ରିପୋର୍ଟ ପ୍ରକାଶ ପାଇଥିଲା । ମୁଖ୍ୟମନ୍ତ୍ରୀ ଏହାର ପ୍ରତିବାଦ କରି ପ୍ରଧାନମନ୍ତ୍ରୀଙ୍କୁ ପ୍ରକୃତ ତଥ୍ୟ ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୧୪ ପରଠାରୁ ଓଡ଼ିଶାରେ ଅତିରିକ୍ତ ୭.୮ ଲକ୍ଷ ହେକ୍ଟର ଜମିରେ ଜଳସେଚନର ସୁବିଧା କରାଯାଇଛି । ଧାର୍ଯ୍ୟ ସମୟ ସୁଦ୍ଧା ଏହା ୧୦ ଲକ୍ଷ ହେକ୍ଟରକୁ ପାର୍ କରିବ । ଏଥିପାଇଁ ୨୬,୮୮୯ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ସେଥିମଧ୍ୟରୁ କେନ୍ଦ୍ର ସରକାରଙ୍କ ପିଏମକେଜିିୱାଇ(ଏଆଇବିପି) ସହାୟତା ବାବଦରେ ୧୨୧୧ କୋଟି(୪.୫%) ମିଳିଛି । ଚଳିତ ଆର୍ଥିକ ବର୍ଷରେ ରାଜ୍ୟ ସରକାର ଏ ବାବଦକୁ ୧୦,୧୯୬ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି । ଯାହା ରେକର୍ଡ ସୃଷ୍ଟି କରିଛି । ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ସବ ସେକ୍ଟର ୱାଇଜ୍ ଜଳସେଚନର ଏକ ଟେବୁଲ ସଂଲଗ୍ନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଆହୁରି ଲେଖିଛନ୍ତି, ଆପଣ ଖୁସି ହେବେ ଯେ ରାଜ୍ୟ ସରକାର ନିଜସ୍ୱ ଯୋଜନାରେ ୪୬ ମେଗା ଜଳସେଚନ ପ୍ରକଳ୍ପ, ୫୩୫୭୬ ଡିପ୍ ବୋର ୱେଲସ୍, ୫୮୩୭ କମ୍ୟୁନିଟି ଉଠା ପଏଣ୍ଟ, ୮୩୩୫ ଚେକ୍ ଡ୍ୟାମ୍ ସୃଷ୍ଟି କରାଯାଇଛି । ଏହାଦ୍ୱାରା ଚାଷୀମାନେ ବିଶେଷ ଉପକୃତ ହୋଇଛନ୍ତି । ଜଳସେଚନରେ ପୁଞ୍ଜି ଖଟାଇବା ଓ ଜଳସେଚନ ସୁବିଧା ସୃଷ୍ଟି କରିବାରେ ଓଡ଼ିଶା ଦେଶରେ ଆଗୁଆ ରାଜ୍ୟ ମଧ୍ୟରେ ଅନ୍ୟତମ ।
ଚିଠି ଆରମ୍ଭରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ଗତ ୨୪ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଥିବାରୁ କୃତଜ୍ଞତା ଜଣାଇଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ଶୀଘ୍ର ସମ୍ପୂର୍ଣ୍ଣ ହେବା ପାଇଁ ରାଜ୍ୟ ସରକାର ଆବଶ୍ୟକ ସହଯୋଗ ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଦୋହରାଇଛନ୍ତି । ଶେଷରେ ଓଡ଼ିଶା ଓ ଓଡ଼ିଶାବାସୀ ପାଇଁ ସମର୍ଥନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
Previous Post

ଗୋଲଡେନ୍ ବାବା ସାନ୍ନିଧ୍ୟରେ ବିଜେଡ଼ିର ମାଳ ମାଳ ନେତା

Next Post

ଖାରବେଳଙ୍କ ମହାମେଣ୍ଟ ସଜବାଜ

Next Post
ଖାରବେଳଙ୍କ ମହାମେଣ୍ଟ ସଜବାଜ

ଖାରବେଳଙ୍କ ମହାମେଣ୍ଟ ସଜବାଜ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA