Saturday, May 9, 2026 08:47 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରାଷ୍ଟ୍ରପତିଙ୍କୁ ଭେଟିବାକୁ ଦିଲ୍ଲୀ ଗଲେ ନବୀନ

by Our Correspondent
24 Feb, 2018- 02:04 PM
in Latest News, News
1 min read
0
ରାଷ୍ଟ୍ରପତିଙ୍କୁ ଭେଟିବାକୁ ଦିଲ୍ଲୀ ଗଲେ ନବୀନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅଚାନକ ଦିଲ୍ଲୀ ଗସ୍ତ କରିଛନ୍ତି । ସଂଧ୍ୟାରେ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁୁ ରାଷ୍ଟ୍ରପତିଭବନରେ ଭେଟିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କୁ ଭେଟି ସେ ଓଡ଼ିଶାକୁ ଆମନ୍ତ୍ରଣ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଥିଲେ ମଧ୍ୟ ଏହାକୁ ନେଇ ବିଭିନ୍ନ ଆଲୋଚନା ହେଉଛି । ବିଜେପୁର ଉପନିର୍ବାଚନ ପରିପ୍ରେକ୍ଷୀରେ ସୃଷ୍ଟି ହୋଇଥିବା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ ଦୃଷ୍ଟିକୁ ଆଣିବେ ବୋଲି କିଛି ମହଲରେ ଚର୍ଚ୍ଚା ହେଉଛି । ଏହା ପଛରେ ଅନ୍ୟ କୌଣସି ବଡ଼ କାରଣ ବି ଥାଇପାରେ ବୋଲି କୁହାଯାଉଛି । ଆଜି ସଂଧ୍ୟା ୬ଟା ୧୫ ମିନିଟ୍ ରେ ରାଷ୍ଟ୍ରପତିଙ୍କ ସହ ତାଙ୍କର ଭେଟଘାଟ ହେଉଥିବାରୁ ସମସ୍ତଙ୍କ ନଜର ସେୟାଡ଼କୁ ଯାଇଛି ।
ସୂଚନାଯୋଗ୍ୟ ଗତଥର ମୁଖ୍ୟମନ୍ତ୍ରୀ ଦିଲ୍ଲୀଗସ୍ତ କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ଯାଇ ପହଞ୍ଚିବା ପରେ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଯାଇ ତାଙ୍କୁ ଭେଟିଥିଲେ । ପ୍ରଧାନମନ୍ତ୍ରୀଙ୍କ ସହ ଭେଟଘାଟ କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଗରୁ କୌଣସି ସୂଚନା ଦେଇ ନ ଥିଲେ । ଏହି କାର୍ଯ୍ୟକ୍ରମ ସମ୍ପର୍କରେ ଗଣମାଧ୍ୟମ ବି କୌଣସି ଟେର୍ ପାଇ ନ ଥିଲା । ଏଥର ରାଷ୍ଟ୍ରପତିଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀ ଯାଉଥିବା ସୂଚନା ଦିଆଯାଇଥିଲେ ମଧ୍ୟ କାରଣ ବିଶ୍ୱାସ ହେଉନି । ରାଷ୍ଟ୍ରପତି ଭାବେ ଶ୍ରୀ କୋବିନ୍ଦ ଦାୟିତ୍ୱ ନେଲା ମୁଖ୍ୟମନ୍ତ୍ରୀ ତାଙ୍କୁ ପ୍ରଥମ ଥର ପାଇଁ ଭେଟିବେ । ଆସନ୍ତକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିବେ ।
Previous Post

ସୋହେଲା ଫାୟାରିଂ: ଆଖି ବୁଜିଲେ ଡ୍ରାଇଭର

Next Post

ଚୁଲୁବୁଲି ଚାଲିଗଲେ

Next Post
ଚୁଲୁବୁଲି ଚାଲିଗଲେ

ଚୁଲୁବୁଲି ଚାଲିଗଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA