Thursday, April 30, 2026 07:56 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଶ୍ରୀଜୀଉଙ୍କ ସ୍ନାନଯାତ୍ରା ସମ୍ଭାବନା ବଢ଼ିଲା

by Our Correspondent
21 May, 2020- 04:14 PM
in Latest News, News
1 min read
0
ଶ୍ରୀଜୀଉଙ୍କ ସ୍ନାନଯାତ୍ରା ସମ୍ଭାବନା ବଢ଼ିଲା
ପୁରୀ: କୋଭିଡ୍ ଗାଇଡଲାଇନ୍ ଭିତରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଲୋଚନା ଜାରି ରହିଛି । ସର୍ବନିମ୍ନ ସେବାୟତଙ୍କୁ ନେଇ ଚଳିତବର୍ଷର ସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ କରିବାକୁ ଉଦ୍ୟମ ହୋଇଛି । ଆଜି ୧୦ ନିଯୋଗ ସହ ଆଲୋଚନା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର ଏହାର ସଙ୍କେତ ଦେଇଛନ୍ତି । ଆଜିର ବୈଠକରେ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା । ଯେତେ ସମ୍ଭବ କମ ସେବାୟତଙ୍କ ସହଯୋଗରେ ସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ କରିବାକୁ ମୁଖ୍ୟ ପ୍ରଶାସକ ସମସ୍ତଙ୍କର ସହଯୋଗ ଲୋଡିଥିଲେ । ସମସ୍ତେ ଏଥିରେ ରାଜି ହୋଇଛନ୍ତି ।
ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର କହିଛନ୍ତି, ଆସନ୍ତା ୨୫ ତାରିଖ ସୁଦ୍ଧା ସେବାୟତମାନଙ୍କ ତାଲିକା ଦେବାକୁ ୧୦ ନିଯୋଗର ପ୍ରତିନିଧିଙ୍କୁ କୁହାଯାଇଛି । ସେହି ତାଲିକା ଅନୁସାରେ ସେବାୟତମାନଙ୍କୁ ପ୍ରବେଶ ଅନୁମତି ମିଳିବ । କେବଳ ତାଲିକାଭୁକ୍ତ ସେବାୟତମାନେ ସ୍ନାନ ପୂର୍ଣ୍ଣିମା ନୀତିରେ ଭାଗ ନେବେ । ବର୍ତ୍ତମାନର କଟକଣା ଅନୁସାରେ ଶ୍ରୀମନ୍ଦିର ବାହାରେ କିଛି କରିବା ସମ୍ଭବ ନୁହେଁ । ୩୧ ତାରିଖ ପରେ ଲକଡାଉନ କଟକଣା ସମ୍ପର୍କରେ ଏବେଠୁ କିଛି କହିହେବନି । ତେଣୁ ସେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି ।
ସ୍ନାନ ପୂର୍ଣ୍ଣିମା ଉପରେ ପୂର୍ବରୁ ଦଇତାପତି ନିଯୋଗ ସହ ଆଲୋଚନା ହୋଇଥିଲା । ଆଜି ୧୦ ନିଯୋଗ ସହ ଆଲୋଚନା ହେଲା । ଏହାପରେ ଛତିଶା ନିଯୋଗ ସହ ଆଲୋଚନା କରାଯିବ । ଶେଷରେ ପରିଚାଳନା କମିଟି ବୈଠକରେ ଆଲୋଚନା ହୋଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ।
Previous Post

ବାତ୍ୟାରେ ୪୫ ଲକ୍ଷ ଲୋକ ପ୍ରଭାବିତ

Next Post

ବାତ୍ୟାଞ୍ଚଳ ବୁଲିଲେ ମୁଖ୍ୟମନ୍ତ୍ରୀ, କାଲି ଆସିବେ ପ୍ରଧାନମନ୍ତ୍ରୀ

Next Post
ବାତ୍ୟାଞ୍ଚଳ ବୁଲିଲେ ମୁଖ୍ୟମନ୍ତ୍ରୀ, କାଲି ଆସିବେ ପ୍ରଧାନମନ୍ତ୍ରୀ

ବାତ୍ୟାଞ୍ଚଳ ବୁଲିଲେ ମୁଖ୍ୟମନ୍ତ୍ରୀ, କାଲି ଆସିବେ ପ୍ରଧାନମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA