Thursday, April 30, 2026 07:58 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସଞ୍ଜୟଙ୍କ ଅନୁରୋଧ: ବିଜେଡ଼ି ବିଧାୟକ ଓ ସାଂସଦମାନେ ତିନି ମାସର ଦରମା ଦାନ କରନ୍ତୁ

by Our Correspondent
23 Mar, 2020- 11:54 PM
in Latest News, News
1 min read
0
ସଞ୍ଜୟଙ୍କ ଅନୁରୋଧ: ବିଜେଡ଼ି ବିଧାୟକ ଓ ସାଂସଦମାନେ ତିନି ମାସର ଦରମା ଦାନ କରନ୍ତୁ
ଭୁୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କଲେ ତାହା ଅନ୍ୟମାନଙ୍କ ପାଇଁ ଉଦାହରଣ । ବିଜେଡ଼ିର ସମସ୍ତ ବିଧାୟକ, ସାଂସଦ ତାଙ୍କର ୩ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ କରି କରୋନା ମୁକାବିଲାରେ ସହଯୋଗ କରନ୍ତୁ । ଆସନ୍ତା ୨୯ ତାରିଖ ସୁଦ୍ଧା ଦରମା ଦାନ କରି ଉଦାହରଣ ସୃଷ୍ଟି କରନ୍ତୁ ।
ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜେଡ଼ି ସାଧାରଣ ସମ୍ପାଦକ ସଞ୍ଜୟ ଦାସବର୍ମା ଆଜି ନିଜ ଦଳର ବିଧାୟକ ତଥା ଲୋକସଭା ଓ ରାଜ୍ୟସଭା ସାଂସଦମାନଙ୍କୁ ଏହି ଅପିଲ୍ କରିଛନ୍ତି । ଏକ ପ୍ରେସ୍ ରିଲିଜ୍ ଜରିଆରେ ଏହି ଅନୁରୋଧ କରିଛନ୍ତି । ସେ କହିଛନ୍ତି, କରୋନା ମୁକାବିଲା ପାଇଁ ସାରା ବିଶ୍ୱ ଏବେ ଆଗେଇ ଆସିଛି । ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଭଳି ବିପର୍ଯ୍ୟୟର ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି ।
ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କର ତିନି ମାସର ଦରମା ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି । ଏଥିପାଇଁ ବିଜେଡ଼ିର ନେତା ଓ କର୍ମୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ । ଏଭଳି ବିପତ୍ତି ସମୟରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଓ ସହଯୋଗର ହାତ ଟାଣ କରି ଓଡ଼ିଶାବାସୀଙ୍କ ନିକଟରେ ଦୃଢ଼ତାର ସହ ଛିଡ଼ା ହେବାକୁ ଶ୍ରୀ ଦାସବର୍ମା ସମସ୍ତଙ୍କୁ ଆହ୍ୱାନ ଜଣାଇଛନ୍ତି ।
ସୂଚନାଯୋଗ୍ୟ, କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡକୁ ତାଙ୍କର ତିନି ମାସର ଦରମା ଦାନ କରିବା ସହ ଅନ୍ୟମାନଙ୍କଠାରୁ ଦାନ ମାଗିଛନ୍ତି ।
Previous Post

କରୋନା ମୁକାବିଲା: ୩ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

Next Post

ଲକ୍ ଡାଉନ୍ ରେ ସମଗ୍ର ଓଡ଼ିଶା

Next Post
ଲକ୍ ଡାଉନ୍ ରେ ସମଗ୍ର ଓଡ଼ିଶା

ଲକ୍ ଡାଉନ୍ ରେ ସମଗ୍ର ଓଡ଼ିଶା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA