Thursday, May 7, 2026 01:23 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ

by Our Correspondent
27 Jul, 2018- 07:29 PM
in Latest News, News
1 min read
0
ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର: ପୁରୀ ଜିଲ୍ଲାର ସତ୍ୟବାଦୀଠାରେ ସ୍ଥାପନ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ । ଐତିହ୍ୟ କ୍ୟାବିନେଟ୍ ର ପ୍ରଥମ ବୈଠକରେ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ସେଥିପାଇଁ ରାଜ୍ୟ ସରକାର ୨୫ ଏକର ଜମି ଯୋଗାଇ ଦେବେ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଅନୁଷ୍ଠିତ ଏହି ବୈଠକରେ ସମୁଦାୟ ୪ଟି ନିଷ୍ପତ୍ତି ନିଆଯାଇଛି । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟକୁ ରୁଦ୍ଧିମନ୍ତ କରିବା ନିମନ୍ତେ ଐତିହ୍ୟ କ୍ୟାବିନେଟ୍ କାର୍ଯ୍ୟ ଆରମ୍ଭ କରିଛି ।
ଐତିହ୍ୟ କ୍ୟାବିନେଟ୍ ର ନିଷ୍ପତ୍ତି ଅନୁଯାୟୀ, (୧) ଓଡ଼ିଆ କଳା, ସଂସ୍କୃତି ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ରକ୍ଷଣାବେକ୍ଷଣ ତଥା ପ୍ରଚାର ପ୍ରସାର ନିମନ୍ତେ “ଓଡ଼ିଆ ସଂସ୍କୃତି ଓ ଐତିହ୍ୟ ନୀତି” ପ୍ରଣୟନ କରାଯିବ । (୨) ରାଜ୍ୟରେ ଥିବା ସମସ୍ତ ପାଠାଗାରମାନଙ୍କର ସୁପରିଚାଳନା ପାଇଁ ଏକ ପୃଥକ୍ ସାର୍ବଜନୀନ ପାଠାଗାର ନିର୍ଦ୍ଦେଶକ ପଦବୀ ସୃଷ୍ଟି କରାଯିବ । (୩) ଆନନ୍ଦଭବନ ସଂଗ୍ରହାଳୟ ଓ ଅଧ୍ୟୟନ କେନ୍ଦ୍ର ଟ୍ରଷ୍ଟ/ନ୍ୟାସ ଗଠନ କରାଯିବ । ଏଥିପାଇଁ ଏକ କର୍ପସ୍ ପାଣ୍ଠି ମଧ୍ୟ ଗଠନ କରାଯିବ । (୪) ପୁରୀ ଜିଲ୍ଲାର ସତ୍ୟବାଦୀଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବ ।
ସୂଚନାଯୋଗ୍ୟ, ୨୦୧୭ ଡିସେମ୍ବର ୨୬ରେ ପୁରୀଠାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ନିଷ୍ପତ୍ତିକ୍ରମେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏକ ନୂତନ ବିଭାଗ ଭାବେ ଗଠନ ହୋଇଛି । ପୁରୀ କ୍ୟାବିନେଟ୍ ର ଅନ୍ୟ ଏକ ଅଭିନବ ନିଷ୍ପତ୍ତି ଥିଲା ‘ଐତିହ୍ୟ କ୍ୟାବିନେଟ୍’ । ଚଳିତ ମାସ ୧୨ ତାରିଖରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏହାର ଗେଜେଟ୍ ବିଜ୍ଞପ୍ତି ଜାରି ହୋଇଥିଲା । ମୁଖ୍ୟ ଶାସନ ସଚିବ ଐତିହ୍ୟ କ୍ୟାବିନେଟ୍ ର କ୍ୟାବିନେଟ୍ ସଚିବ ଭାବେ କାର୍ଯ୍ୟ କରୁଥିବା ବେଳେ ୭ ଜଣ ମନ୍ତ୍ରୀ ଓ ବିଭାଗୀୟ ସଚିବମାନେ ଏହାର ସଦସ୍ୟ ଅଛନ୍ତି ।
Previous Post

ପ୍ରତାପ ଷଡ଼ଙ୍ଗୀଙ୍କୁ ଦିଲ୍ଲା ଡକରା, ଧର୍ମେନ୍ଦ୍ରଙ୍କ ଶିବିରରେ ଛନକା

Next Post

ପ୍ରତାପ ହେବେନି, ବସନ୍ତ ରହିବେ ସଭାପତିି !!

Next Post

ପ୍ରତାପ ହେବେନି, ବସନ୍ତ ରହିବେ ସଭାପତିି !!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA