Thursday, April 30, 2026 09:30 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସମ୍ ହସ୍ପିଟାଲ୍ କୁ ସଫଳତା

by Our Correspondent
11 May, 2020- 11:08 PM
in Latest News, News
1 min read
0
ସମ୍ ହସ୍ପିଟାଲ୍ କୁ ସଫଳତା
ଭୁବନେଶ୍ୱର: ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ ଦ୍ୱାରା ଏଠାରେ ଆରମ୍ଭ ହୋଇଥିବା ରାଜ୍ୟର ବୃହତମ କୋଭିଡ-୧୯ ହସ୍ପିଟାଲ ସମ୍ କୋଭିଡ ହସ୍ପିଟାଲ୍ ସମେତ ସୋଆର ଅନ୍ୟ ଦୁଇଟି ସ୍ଥାନୀୟ ହସ୍ପିଟାଲ୍ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଆଦୃତ ଲାଭ କଲାଣି । ତିନୋଟି ହସ୍ପିଟାଲ୍ ରେ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ପୃଥକ ପୃଥକ ଭାବେ ଡାକ୍ତର ଏବଂ ଅନ୍ୟାନ୍ୟ କର୍ମଚାରୀ ନିୟୋଜିତ ଅଛନ୍ତି । ସମ୍ ହସ୍ପିଟାଲ୍ ପକ୍ଷରୁ ଡାକ୍ତର, ନର୍ସ ଏବଂ ପାରାମେଡିକାଲ୍ ଷ୍ଟାଫ୍ ଯୋଗାଇ ଦିଆଯାଇଛି ।
୫୨୫ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ହସ୍ପିଟାଲଟି କେବଳ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଉଦ୍ଦିଷ୍ଟ ହୋଇଥିବା ବେଳେ ଅନ୍ୟ ଦୁଇଟି ହସ୍ପିଟାଲ୍ ରେ ସାଧାରଣ ରୋଗୀଙ୍କୁ ଚିକିତ୍ସା କରାଯାଉଛି । ସବୁ ବର୍ଗର ରୋଗୀଙ୍କ ପାଇଁ ଏଠାରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି । କୋଭିଡ ହସ୍ପିଟାଲ୍ ବ୍ୟତିତ ସମ୍ କିମ୍ବା ସମ୍ ଅଲ୍ଟିମେଟ ମେଡିକେୟାରରେ କରୋନା ସଂକ୍ରମିତ ହୋଇଥିବା ରୋଗୀଙ୍କୁ ଚିକିତ୍ସା କରାଯାଉ ନାହିଁ ବୋଲି ସୋଆ ପକ୍ଷରୁ କୁହାଯାଇଛି ।
ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହୋଇଥିବା ସମ୍ କୋଭିଡ ହସ୍ପିଟାଲ୍ ରେ ୫୦୦ ଶଯ୍ୟା ରହିଥିବା ବେଳେ ୨୫ଟି ଆଇସିୟୁ ଶଯ୍ୟା ରହିଛି । ସେହିପରି ସୋଆ ପକ୍ଷରୁ ତାଳଚେରରେ ୧୫୬ ଶଯ୍ୟା ବିଶିଷ୍ଟ ଏବଂ କେନ୍ଦ୍ରାପଡ଼ାରେ ୧୧୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ୍ ଆରମ୍ଭ କରାଯାଇଛି । ଭୁବନେଶ୍ୱର ଏବଂ ତାଳଚେରରେ ମହାନଦୀ କୋଲଡ୍ ଫିଲଡସ୍ ସହଭାଗିତାରେ କୋଭିଡ୍ ହସ୍ପିଟାଲ୍ ଆରମ୍ଭ କରାଯାଇଥିବା ବେଳେ କେନ୍ଦ୍ରାପଡ଼ାରେ ରାଜ୍ୟସରକାରଙ୍କ ସହଭାଗିତାରେ କୋଭିଡ ହସ୍ପିଟାଲ୍ କାର୍ଯ୍ୟକ୍ଷମ କରାଯାଇଛି । ଏନେଇ ସୋଆ, ଏମ୍ସିଏଲ୍ ଏବଂ ରାଜ୍ୟସରକାରଙ୍କ ମଧ୍ୟରେ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇଛି ।
ସୂଚନାଯୋଗ୍ୟ, ଏନ୍ଆଇଆର୍ଏଫ ରାଙ୍କିଙ୍ଗ୍ ରେ ୨୧ ତମ ସ୍ଥାନ ହାସଲ କରିଥିବା ଟିଚିଂ ହସ୍ପିଟାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ସୋଆର ଡାକ୍ତରୀ ଶିକ୍ଷା ପ୍ରଦାନ କରୁଥିବା ଅନୁଷ୍ଠାନ । ନିକଟରେ ସମ୍ ଅଲ୍ଟିମେଟ ମେଡିକେୟାର ସୁପର ସ୍ପେସିଆଲଟି ହସ୍ପିଟାଲ୍ ମଧ୍ୟ କାର୍ଯ୍ୟକ୍ଷମ ହୋଇଛି ।
Previous Post

ରଥ ନିର୍ମାଣ : ୩୯ ତୁମ୍ବ ଓ ସୁତା ବାଡ଼ିଆ କାର୍ଯ୍ୟ ସରିଲା

Next Post

ସୋମବାର ୩୭ ପଜିଟିଭ୍; କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪

Next Post
ସୋମବାର ୩୭ ପଜିଟିଭ୍; କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪

ସୋମବାର ୩୭ ପଜିଟିଭ୍; କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA