Thursday, April 30, 2026 08:03 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସାମ୍ବାଦିକଙ୍କ କଲ୍ୟାଣ ଦାୟିତ୍ୱରେ ମାନସ ମଙ୍ଗରାଜ

by Our Correspondent
16 Nov, 2019- 11:15 PM
in Latest News, News
1 min read
0
ସାମ୍ବାଦିକଙ୍କ କଲ୍ୟାଣ ଦାୟିତ୍ୱରେ ମାନସ ମଙ୍ଗରାଜ
ଭୁବନେଶ୍ୱର: ରାଜ୍ୟରେ ସାମ୍ବାଦିକମାନଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ଦୃଷ୍ଟି ଦେଇଛନ୍ତି । ରାଜ୍ୟ ସରକାରଙ୍କ ମିଡ଼ିଆ ଉପଦେଷ୍ଟା ମାନସ ରଂଜନ ମଙ୍ଗରାଜଙ୍କ ଉପରେ ଏହାର ଗୁରୁଦାୟିତ୍ୱ ନ୍ୟସ୍ତ କରିଛନ୍ତି । ସାମ୍ବାଦିକମାନଙ୍କ ବିଭିନ୍ନ ସମସ୍ୟା ଓ ସେଗୁଡ଼ିକର ସମାଧାନ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ତାଙ୍କ ସହ ପରାମର୍ଶ କରିବେ । ସାମ୍ବାଦିକତାରେ ଦୀର୍ଘ ଦିନର ଅଭିଜ୍ଞତା ଦୃଷ୍ଟିରୁ ଶ୍ରୀ ମଙ୍ଗରାଜଙ୍କ ପରାମର୍ଶକୁ ଗୁରୁତ୍ୱ ଦେବାକୁ ବିଚାର କରାଯାଇଥିବା କୁହାଯାଉଛି । ମୁଖ୍ୟମନ୍ତ୍ରୀଙ୍କଠାରୁ ନୋଟ୍ ସିଟ୍ ରେ ନିର୍ଦ୍ଦେଶ ପାଇଲା ପରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତୀୟ ବିଜ୍ଞପ୍ତି ଜାରି ହୋଇଛି ।
କେବଳ ସାମ୍ବାଦିକଙ୍କ କଲ୍ୟାଣ ଦାୟିତ୍ୱ ନୁହେଁ, ପ୍ରିଣ୍ଟ ଓ ଇଲେକଟ୍ରୋନିକ୍ ଗଣମାଧ୍ୟମକୁ ରାଜ୍ୟ ସରକାର ଦେଉଥିବା ବିଜ୍ଞାପନ ବଣ୍ଟନରେ ଶ୍ରୀ ମଙ୍ଗରାଜଙ୍କର ପରାମର୍ଶ ରହିବ । ଅର୍ଥାତ ତାଙ୍କ ପରାମର୍ଶରେ ବିଜ୍ଞାପନ ଆବଣ୍ଟନ ନିଷ୍ପତ୍ତି ନିଆଯିବ । ଏଥିସହ ସୂଚନା ଓ ଲୋକସମ୍ପର୍କ ବିଭାଗର ଗୁରୁତ୍ୱପୂର୍ଣ୍ଣ ଉତ୍ସବ ଗୁଡ଼ିକରେ ସେ ସମ୍ମାନନୀୟ ଅତିଥି(distinguished guest) ଭାବେ ଯୋଗଦେବେ ବୋଲି ବିଜ୍ଞପ୍ତିନାମାରେ କୁହାଯାଇଛି । ସରକାରଙ୍କ ମିଡ଼ିଆ ଉପଦେଷ୍ଟା ଭାବେ ଶ୍ରୀ ମଙ୍ଗରାଜ ନିଜର ମୂଳ ଦାୟିତ୍ୱ ଏହି ଦାୟିତ୍ୱକୁ ସ୍ୱତନ୍ତ୍ର ଭାବେ ସମ୍ଭାଳିବେ ।
ସୂଚନାଥାଉକି, ରାଜ୍ୟ ସରକାରଙ୍କ ମିଡ଼ିଆ ଉପଦେଷ୍ଟା ଭାବେ ମାନସ ମଙ୍ଗରାଜଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ଦେଇଛନ୍ତି । ଏହି ପଦବୀ ସହ ତାଙ୍କୁ ମିଳିଛି ରାଷ୍ଟ୍ରମନ୍ତ୍ରୀ ପାହ୍ୟା । ମାତ୍ର ଦୁଇମାସ ହେଲା ଦାୟିତ୍ୱ ନେଇଥିଲେ ମଧ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗକୁ ବେଶ ଚଳଚଞ୍ଚଳ କରିବାରେ ସକ୍ଷମ ହୋଇଛନ୍ତି ।
ଏକଦା ଜଣେ ଦକ୍ଷ ଓ ସଫଳ ସାମ୍ବାଦିକ ଭାବେ ପ୍ରତିଷ୍ଠା ଅର୍ଜନ କରିଥିବା ମାନସ ନିଜର ଅଭିଜ୍ଞତାକୁ ପାଥେୟ କରି ରାଜ୍ୟର ସାମ୍ବାଦିକମାନଙ୍କ ସମସ୍ୟାକୁ ସମାଧାନ କରିବାରେ ସଫଳ ହେବେ ବୋଲି ସାମ୍ବାଦିକମହଲରେ ଆଶା ସଂଚାର ହୋଇଛି ।
Previous Post

‘ଅପରାଜିତା ଷଡ଼ଙ୍ଗୀ ତାଙ୍କ ଟୋକା ଲଗାଇ ପିଟିଲେ’

Next Post

ଅଗ୍ନି ସୁରକ୍ଷା ପ୍ରମାଣପତ୍ର ଚଞ୍ଚକତା ଉପରେ ଲଗାମ! ହାକିମଙ୍କ କ୍ଷମତା ଗଲା ତଳିଆଙ୍କ ପାଖକୁ

Next Post
ଅଗ୍ନି ସୁରକ୍ଷା ପ୍ରମାଣପତ୍ର ଚଞ୍ଚକତା ଉପରେ ଲଗାମ! ହାକିମଙ୍କ କ୍ଷମତା ଗଲା ତଳିଆଙ୍କ ପାଖକୁ

ଅଗ୍ନି ସୁରକ୍ଷା ପ୍ରମାଣପତ୍ର ଚଞ୍ଚକତା ଉପରେ ଲଗାମ! ହାକିମଙ୍କ କ୍ଷମତା ଗଲା ତଳିଆଙ୍କ ପାଖକୁ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA